ପୁରୀ

ଶାଳୀ ବିବାହ ସ୍ଥିର ହୋଇଯିବାରୁ ଅଶ୍ଳୀଳ ଫଟୋ ଭାଇରାଲ ପାଇଁ ଧମକ ଦେଇ ଭିଣୋଇ ଗିରଫ

କଣ୍ଟାପଡା,୧୦।୧୨(ଡି.ଏନ୍‌.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ଓଲଟପୁର ଥାନାରେ ମାମଲା (ନଂ.୯୭/୧୯)...

ସ୍ବର୍ଗଦ୍ୱାର ପରିସରରୁ ପୁରୁଣା ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଆରମ୍ଭ

ପୁରୀ ଅଫିସ,୧୦।୧୨: ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ କାର୍ଯ୍ୟ ସରିବା ପରେ ଏହାର ଉନ୍ନତିକରଣ କାମ ଆରମ୍ଭ ହେବ। ଏଠାରେ ମୃତଦେହ...

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ତିଥିରେ ଶ୍ରୀଚୈତନ୍ୟ ମହାପ୍ରଭୁ ଏବଂ ଶ୍ରୀରାଧାକୃଷ୍ଣଙ୍କ ନିକଟରେ ୬୭୫ ପ୍ରକାର...

ପୁରୀ ଗଣବଳାତ୍କାର ମାମଲା: ଆଉ ୩ ଅଭିଯୁକ୍ତ ଗିରଫ

ପୁରୀ ଅଫିସ,୯।୧୨: ପୋଲିସ କ୍ବାର୍ଟର୍ସରେ ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର କୁମ୍ଭାରପଡ଼ା ପୋଲିସ ଦମ୍ପତି ସମେତ ୩ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଭୁବନେଶ୍ବର ବାଘମରାର ରଞ୍ଜିତ ପରିଡ଼ା, ସ୍ତ୍ରୀ ଶୌର୍ଯ୍ୟ ଶେଫାଳି ଏବଂ ବୁଲୁ ବାରିକ। ପୂର୍ବରୁ ପୋଲିସ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ସୋମବାର ସକାଳୁ ଆରମ୍ଭ ହୋଇଛି। ପୂର୍ବରୁ ଏହି ମଠକୁ ଭାଙ୍ଗିବା ପାଇଁ ପ୍ରଶାସନ ଉଦ୍ୟମ କରିଥିଲା। ପରେ ଏହାକୁ ନେଇ ବିବାଦ ଉପୁଜିବା ସହ ହାଇକୋର୍ଟରେ ମାମଲା...

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା ସହରର ଚେକାଗୁଡ଼ାର ନାଗାବଳୀ ନଦୀ ପାଖରୁ ପୋଲିସ ଅଭିଯୁକ୍ତ ବୁଲୁ ବାରିକଙ୍କୁ କରିଛି।...

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା ଜଣଙ୍କ ପାଇଁ ପର୍ଯ୍ୟାପ୍ତ ନୁହେଁ। ସ୍କୁଲରେ ଯାହା ପଢା ହେଉଛି ତାହାକୁ...

ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ

ବ୍ରହ୍ମଗିରି, ୮ା୧୨(ଡି.ଏନ୍‌.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ସମସ୍ତେ ଶୋଇଯିବା ପରେ ବିଳମ୍ବିତ ରାତିରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଥିଲା।...

ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍‌ ନାରଦୀୟ ଭାଗବତ ନିକୁଞ୍ଜ ଟ୍ରଷ୍ଟ ଶେଷରେ ନିଜ ନିଷ୍ପତ୍ତିରୁ ଓହରି ଯାଇଛି। ସବୁଆଡୁ...

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ...

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର ସମୀକ୍ଷା କରିଛନ୍ତି ଜିଲାପାଳ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପୁରୀ...

ଚଣ୍ଡପଡ଼ାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା

ବ୍ରହ୍ମଗିରି,୭।୧୨(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୋନାଲି ଭଟ୍ଟ, ତପନ ଭଟ୍ଟ, ବିପିନ ଭଟ୍ଟ, ଚନ୍ଦନ ଭଟ୍ଟ, ସୁଷମା ଭଟ୍ଟ, ଅଭାଗିନୀ ଭଟ୍ଟ, ଅଶୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri