ଗୁଣ୍ଡିଚା ମନ୍ଦିରରେ ପଶିଲେ ୨ ଅଣସେବାୟତ
ପୁରୀ ଅଫିସ,୨୭ା୬: ମହାମାରୀ କରୋନା ପାଇଁ ଏଥର ଭକ୍ତଶୂନ୍ୟ ଘୋଷଯାତ୍ରା ଅନୁଷ୍ଠିତ ହେଉଛି। ନବିଦାନାତ୍ମକ ଯାତ୍ରାରେ ଆସି ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦର୍ଶନ ପାଇଁ କୌଣସି ଭକ୍ତଙ୍କୁ ମନ୍ଦିରକୁ ଛଡ଼ାଯାଉନି। ଫଳରେ ଆଡ଼ପ ମଣ୍ଡପ ଦର୍ଶନରୁ…
୨କରୋନା ଯୋଦ୍ଧା ପଜିଟିଭ: ଟ୍ରାଫିକ ଫାଣ୍ଡି ସିଲ୍
ପୁରୀ ଅଫିସ,୨୭ା୬: କରୋନା ଯୋଦ୍ଧାଙ୍କୁ କରୋନା। ପୁରୀ ଜିଲାର ୨ ଜଣ କରୋନା ଯୋଦ୍ଧାଙ୍କଠାରେ ପଜିଟିଭ ଚିହ୍ନଟ ହୋଇଛି। ଜଣେ ଟ୍ରାଫିକ କନଷ୍ଟେବଳ ଏବଂ ଅନ୍ୟଜଣେ ସିଆର୍ପିଏଫ୍ ଯବାନ। ସିଆରପିଏଫ୍ ଯବାନ ଜଣଙ୍କ ଜମ୍ମୁ କଶ୍ମୀରରେ କାର୍ଯ୍ୟରତ ଥିବାବେଳେ ଭଉଣୀ ବାହାଘର…
୧୮ ମାସର ଶିଶୁକୁ କରୋନା
ନିମାପଡ଼ା,୨୭ା୬(ଡି.ଏନ୍.ଏ): ନିମାପଡ଼ା ବ୍ଲକରେ ଗତ କିଛିଦିନ ମଧ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜଣେ ଯୁବକ ଚିହ୍ନଟ ହୋଇଥିବାବେଳେ ଶୁକ୍ରବାର ଭିଲିଗ୍ରାମ ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ମାତାପିତା ଓ ଭାଇଙ୍କ ସହ ରହୁଥିବା ୧୮ ମାସର ଶିଶୁ ପଜିଟିଭ…
ବାହାର ଜିଲା ପୋଲିସଙ୍କୁ ପୁରୀ ମନା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ପୁରୀ ଯାଇପାରିବେ ନାହିଁ ଜିଲା ବାହାରର ପୋଲିସ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭକ୍ତଶୂନ୍ୟ ରଥଯାତ୍ରା କରାଯାଉଛି। ଶ୍ରୀଜିଉଙ୍କୁ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ପୋଲିସ ଡିଜି ଅଭୟ ନୂଆ ଏସ୍ଓପି ଜାରି କରିଛନ୍ତି। ତଦନୁଯାୟୀ ଅଫିସିଆଲ ବାହାନା କରି ବାହାର…
ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଅଟକ
ପୁରୀ ଅଫିସ, ୨୬।୬: ଚଳିତ ବର୍ଷ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ହେଲେ ଶୁକ୍ରବାର ୨ଜଣ ସେବାୟତ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶକରି ଧରାପଡ଼ିଛନ୍ତି। ଏହି ୨ ଛଦ୍ମବେଶୀ ସେବାୟତଙ୍କୁ କୁମ୍ଭାରପଡ଼ା ପୋଲିସ ଅଟକରଖି ପଚରାଉଚରା କରୁଛି। ବର୍ତ୍ତମାନ ଚତର୍ଦ୍ଧାବିଗ୍ରହ…
ନେଗେଟିଭ ରିପୋର୍ଟଧାରୀ ସେବାୟତ କରିବେ ନୀତିକାନ୍ତି
ପୁରୀ ଅଫିସ,୨୬।୬:ସବୁ ସେବାୟତଙ୍କର ଦୁଇରାଉଣ୍ଡ କୋଭିଡ୍ ଟେଷ୍ଟ କରାଯିବ। ଗୁରୁବାରଠାରୁ ଏହି ଟେଷ୍ଟିଂ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ୬୮୮ ଜଣଙ୍କ ସ୍ବାବ୍ ସଂଗ୍ରହ ହୋଇଛି। ଯେଉଁମାନଙ୍କର ରଥଯାତ୍ରା ପୂର୍ବରୁ ଟେଷ୍ଟ କରାଯାଇଥିଲା ସେମାନଙ୍କର ଆଉଥରେ ପରୀକ୍ଷା କରାଯିବ। କେବଳ ନେଗେଟିଭ…
ପିପିଲିକୁ ଗଡ଼ିଲା ‘ମୋ ବସ୍’
ଭୁବନେଶ୍ୱର,୨୬।୬(ବ୍ୟୁରୋ)/ ପିପିଲି (ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷାପରେ ଭୁବନେଶ୍ୱରରୁ ପିପିଲିକୁ ଆରମ୍ଭ ହୋଇଛି ‘ମୋ ବସ୍’ ସେବା। ଗୁରୁବାର ସକାଳେ ପିପିଲିଠାରେ ବିଧାୟକ ପ୍ରଦୀପ ମହାରଥୀ ପତାକା ଦେଖାଇ ଏହି ସେବାର ଶୁଭାରମ୍ଭ କରିବା ସହ ପ୍ରଥମେ ଟିକେଟ କାଟି ସେଥିରେ ଯାତ୍ରା…
ଶ୍ରୀମନ୍ଦିରରେ ଯାଞ୍ଚ ସରିଲା: ଗର୍ଭଗୃହ କାନ୍ଥରେ ଧଳା ଆସ୍ତରଣ
ପୁରୀ ଅଫିସ,୨୬।୬: ଗର୍ଭଗୃହରେ ମଇଶ୍ଚର ହୋଇଛି। କାନ୍ଥରେ ଫିମ୍ପି ଭଳି ଧଳାର ଆସ୍ତରଣ ଜମିଯାଇଛି। ଏହାକୁ ସଫା କରାଯାଇ ରାସାୟନିକ ପ୍ରଲେପ ଦିଆଯିବ। ରୋଷଘର, ଭୋଗମଣ୍ଡପର ଚଟାଣ କାମ ହେବ। ନାଟମଣ୍ଡପ ଚଟାଣର କେତେକ ପଥର ନଷ୍ଟ ହୋଇଯାଇଛି। ତାହାକୁ ପରିବର୍ତ୍ତନ…
ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ
ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା। ଏହି…
ପୁରୀରେ ସେବାୟତଙ୍କ ହେଲା କରୋନା ଟେଷ୍ଟ
ପୁରୀ ଅଫିସ,୨୫ା୬: କୋଭିଡ୍ ଗାଇଡ୍ଲାଇନ୍କୁ କଡ଼ାକଡ଼ି ଭାବେ ପାଳନ କରାଯିବ। କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ମଧ୍ୟ ଗୁରୁତ୍ୱ ରହିବ। ଏମିତି କିଛି ସର୍ତ୍ତ ରଖି ପୁରୀ ରଥଯାତ୍ରାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ମାତ୍ର ରଥଯାତ୍ରା ପହଣ୍ଡି ସମୟରେ…
ବାହାରିଲା ଆଡ଼ପ ଅବଢ଼ା
ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର ପରିସମାପ୍ତି ଘଟିଛି। ବାହାରିଛି ଆଡ଼ପ ଅବଢ଼ା। ମଙ୍ଗଳବାର ରାତିରେ ଚତୁର୍ଦ୍ଧା ବିଗ୍ରହ ଜନ୍ମବେଦୀକୁ ବିଜେ…
ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ
ପୁରୀ ଅଫିସ,୨୫।୬: ଏଏସ୍ଆଇ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିର ଯାଞ୍ଚ କରାଯାଉଛି। ଡାକ୍ତର ଏନ୍.ସି. ପାଲଙ୍କ ନେତୃତ୍ୱରେ ଏକ ଟିମ୍ ଏହି ଯାଞ୍ଚ କରୁଛନ୍ତି। ବିଶେଷକରି ଗର୍ଭଗୃହର ସ୍ଥିତି ଅନୁଧ୍ୟାନ କରାଯାଉଛି। ଗର୍ଭଗୃହର ପ୍ରଥମ ମହଲା ଓ ଦ୍ୱିତୀୟ ମହଲା ସହିତ ଏଠାରେ…
Archives


