ପୁରୀ

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ ହୋଇଛି। ଗତ ସୋମବାର ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଚେୟାର, ଟେବୁଲ୍‌ ଆଦି ଆସବାବପତ୍ର ଖାଲି...

ଗଣବଳାତ୍କାରକୁ ତୀବ୍ର ବିରୋଧ:ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ପୁରୀ

ପୁରୀ ଅଫିସ, ୪ା୧୨:ପୁରୀରେ ନାବାଳିକା ଗଣବଳାତ୍କାର ଘଟଣା ଏବେ ରାଜ୍ୟବ୍ୟାପୀ ଚହଳ ସୃଷ୍ଟି କରିଛି। ଏ ନେଇ ସବୁଆଡ଼େ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିଥିବାବେଳେ ବିଭିନ୍ନ ସଙ୍ଗଠନ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଘଟଣାକୁ ସବୁସ୍ତରରେ...

ଓଡ଼ିଶୀରେ ତ୍ରିବେଣୀ ସଙ୍ଗମ:କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟା

କୋଣାର୍କ,୪ା୧୨(ଡି.ଏନ.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ମଙ୍ଗଳବାର ଥିଲା ତୃତୀୟ ସନ୍ଧ୍ୟା। ଏଥିରେ ପୁରାଣ ପ୍ରସଙ୍ଗ ଓ ଜୀବନ ଦର୍ଶନକୁ ଶାସ୍ତ୍ରୀୟ ନୃତ୍ୟରେ ଅତି ସୁନ୍ଦର ଭାବେ ଉପସ୍ଥାପନ...

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା; ୨୦ ଦିନରେ ଚାର୍ଜଶିିଟ୍‌ ପ୍ରସ୍ତୁତ କରାଯିବ: କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୩ା୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀ (ସି-୪୫୦) ଏବଂ ପୁରୀ ସଦର ଥାନା ଅନ୍ତର୍ଗତ ଆରିଡ଼ା ଗ୍ରାମର...

ମଞ୍ଚରେ ପ୍ରତିଭା ଦେଖାଇଲେ ଦିବ୍ୟାଙ୍ଗ

ପୁରୀ ଅଫିସ,୩ା୧୨: ଦିବ୍ୟାଙ୍ଗ କାହା ଉପରେ ବୋଝ ନୁହଁନ୍ତି। ସେମାନେ ଅନ୍ୟମାନଙ୍କ ଭଳି ସକ୍ଷମ ତାହା ପ୍ରମାଣିତ କରୁଛନ୍ତି। ନିଜେ ସ୍ବାବଲମ୍ବୀ ହେବା ସହ ପରିବାର ପ୍ରତିପୋଷଣରେ ବି ସହଭାଗିତା ରଖିପାରୁଛନ୍ତି। ତେଣୁ ଦିବ୍ୟାଙ୍ଗ ଶିଶୁଙ୍କୁ କୌଣସି ଭିନ୍ନ ନଜରରେ...

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ...

ଭିଜିଲାନ୍ସ ଜାଲରେ ଫେଡ୍‌କୋ ଜେ.ଇ.

ସାକ୍ଷୀଗୋପାଳ, ୩।୧୨(ଡି.ଏନ.ଏ.): ସାକ୍ଷୀଗୋପାଳ ଫେଡ୍‌କୋ ନଂ ୨ ସେକ୍ସନ ଜେ.ଇ. ବିଘ୍ନରାଜ ମହାନ୍ତି ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସତ୍ୟବାଦୀ ଥାନା ଧାନକେରା ଗ୍ରାମର ସୁରେଶ ଚନ୍ଦ୍ର ଦାସଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭୁବନେଶ୍ୱର...

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ

ପୁରୀ ଅଫିସ,୩।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା। ମୃତ ବ୍ୟକ୍ତିଙ୍କଠାରେ ଏକ ଘଣ୍ଟା ପର୍ଯ୍ୟନ୍ତ ସାଲାଇନ ଚାଲିଥିବା ଅଭିଯୋଗ ଆସିଛି। ଚିକିତ୍ସାରେ ଅବହେଳା ନେଇ ପରିବାର ଲୋକେ ମଙ୍ଗଳବାର ସିଡିଏମଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଚିକିତ୍ସାରେ ଅବହେଳା...

ନିଶା କାରବାର ଅଭିଯୋଗ: ସିଲ୍‌ ହେଲା ପଞ୍ଜାବୀ ମଠ

ପୁରୀ ଅଫିସ,୩।୧୨: ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ମଠ ଭିତରେ ନିଶା କାରବାର ହେଉଥିବା ଅଭିଯୋଗ ପାଇବା ପରେ ପୋଲିସ ଏଭଳି ପଦକ୍ଷେପ ନେଇଛି। ଅନ୍ୟପକ୍ଷରେ ସିଲ୍‌ ହେବା ପରେ...

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ

ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ପ୍ରଦାନ କରିନାହିଁ। ଏହି ଘଟଣାରେ ବହିଷ୍କୃତ ପୋଲିସ କନେଷ୍ଟବଳ...

କୋଣାର୍କରେ ଉପସ୍ଥାନ – ଗୋପରେ ପାଠପଢ଼ା; ୪ ଛାତ୍ର ବେସରକାରୀ ଛାଡ଼ି ସରକାରୀ ସ୍କୁଲକୁ ଗଲେ

ଗୋପ,୩ା୧୨(ଡି.ଏନ.ଏ.): ଗୋପ ଅଞ୍ଚଳରେ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟ ସମୟରେ ନାନା ଘଟଣା ଯୋଗୁ ପ୍ରଶାସନ ପକ୍ଷରୁ ତାଗିଦ ହେଉଥିବା କଥା ନଜରକୁ ଆସିଛି। ଏବେ ପୁଣି ଏକ ଏଭଳି ଘଟଣା ଘରୋଇ ଶିକ୍ଷାନୁଷ୍ଠାନର ବେନାମ କାରନାମା ପଦାରେ ପଡ଼ିଛି। କୋଣାର୍କର...

ସାକ୍ଷୀଗୋପାଳ ଠାକୁରଙ୍କ ଘୋଡ଼ଲାଗି ବେଶ

ସାକ୍ଷୀଗୋପାଳ,୩ା୧୨(ଡି.ଏନ୍‌.ଏ.): ଶୀତ ଆସିଛି। ଠାକୁର ଶୀତ ଦାଉରୁ ରକ୍ଷା ପାଇବାକୁ ଶୀତବସ୍ତ୍ର ପରିଧାନ କରିଛନ୍ତି। ଏଥିପାଇଁ ସାକ୍ଷୀଗୋପାଳ ମନ୍ଦିରରେ ସୋମବାର ଓଢ଼ଣଷଷ୍ଠୀ ପର୍ବ ପାଳିତ ହୋଇଛି। ଏହି ଅବସରରେ ଠାକୁରଙ୍କ ପାରମ୍ପରିକ ଘୋଡ଼ଲାଗି ବେଶ ଅନୁଷ୍ଠିତ ହୋଇଥିଲା। ଦୈନଦିନ ଦେବନୀତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri