ପୁରୀ

ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ

ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା ଭସାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ଏମାନଙ୍କ ମଧ୍ୟରେ ରହିଥିଲେ ହଜାର ହଜାର ହବିଷିଆଳି, ଯେଉଁମାନେ...

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ନଦୀ, ପୁଷ୍କରିଣୀରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

କାକଟପୁର,୧୨।୧୧(ଡି.ଏନ୍‌.ଏ.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ପ୍ରତ୍ୟୁଷରୁ ଅଞ୍ଚଳର ଆବାଳ ବୃଦ୍ଧବନିତା ନଦୀ ଏବଂ ପୁଷ୍କରିଣୀରେ ଡଙ୍ଗା ଭସାଇ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଛନ୍ତି। ପୁରୀ ଜିଲାର କାକଟପୁର, ଅସ୍ତରଙ୍ଗ ଅଞ୍ଚଳଦେଇ ପ୍ରବାହିତ ପ୍ରାଚୀ, କାଦୁଆ, ଦେବୀ...

ଜାହାନିଆଁରେ ବାଲିଯାତ୍ରା: ଶ୍ରଦ୍ଧାଳୁଙ୍କ ଭିଡ଼

କାକଟପୁର, ୧୨।୧୧(ଡି.ଏନ୍‌.ଏ.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୁରୀ ଜିଲା ଅସ୍ତରଙ୍ଗ ଉପକୂଳର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସର୍ବଧର୍ମ ସମନ୍ବୟ ପୀଠ ଜାହାନିଆଁଠାରେ ଅନୁଷ୍ଠିତ ହେଉଛି ବାଲିଯାତ୍ରା। ପ୍ରତ୍ୟୁଷରୁ ହଜାର ହଜାର ହିନ୍ଦୁ ଓ ମୁସଲମାନ ଶ୍ରଦ୍ଧାଳୁ ଜାହାନିଆଁରେ ପହଞ୍ଚି...

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଯୋଜନା କିଭଳି କର୍ଯ୍ୟକାରୀ ହେଉଛି ସେ ନେଇ ଶିଶୁ, ଅଭିଭାବକ, ଯାଞ୍ଚ...

ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ

ନିମାପଡ଼ା,୧୨ା୧୧(ଡି.ଏନ୍‌.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି ଅଞ୍ଚଳରେ ଧାନ କ୍ଷେତ ପରିଦର୍ଶନ ସହ ସମୀକ୍ଷା କରିଥିଲେ। ଧାନରେ ଚକଡ଼ା ଓ...

ଶୁଣିଲାନି ପୂର୍ତ୍ତ ବିଭାଗ: ରାସ୍ତା ମରାମତି କଲେ ଅଟୋ ଚାଳକ

ଗୋପ,୧୧।୧୧(ଡି.ଏନ୍‌.ଏ.)- ଗୋପ-କୋଣାର୍କ ପୂର୍ତ୍ତ ରାସ୍ତାର ଗୋପ ବଜାରରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ଏଥିଲାଗି ଅଧିକାଂଶ ସମୟରେ ବିଭିନ୍ନ ଦୁର୍ଘଟଣାମାନ ଘଟୁଛି। ବାରମ୍ବାର ଅଭିଯୋଗସତ୍ତ୍ୱେ ପୂର୍ତ୍ତ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାବେଳେ ସୋମବାର ଜନୈକ ଅଟୋ...

ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ୍‌.ଏ): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମା’ ଓ ଶିଶୁଙ୍କର ଉପଯୁକ୍ତ ଯତ୍ନ...

ଏମାର ମଠ ଟ୍ରଷ୍ଟ ବୋର୍ଡକୁ ଅନୁମୋଦନ

ପୁରୀ ଅଫିସ, ୧୧।୧୧ : ବହୁଚର୍ଚ୍ଚିତ ଏମାର ମଠ ପାଇଁ ଗଠନ ହୋଇଛି ଟ୍ରଷ୍ଟ ବୋର୍ଡ। ୫ ଜଣ ସଦସ୍ୟ ଥିବା ଏହି ବୋର୍ଡର ଟ୍ରଷ୍ଟି ରହିଛନ୍ତି ଝାଞ୍ଜପିଟା ମଠ ମହନ୍ତ ବାବା ସଚ୍ଚିଦାନନ୍ଦ ଦାସ ମହାରାଜ। ଦେବୋତ୍ତର କମିଶନଙ୍କଠାରୁ...

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୧୦।୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି...

ପବନରେ ଇଟା ଖସିଲା: ୩ ହବିଷିଆଳି ଆହତ

ପୁରୀ ଅଫିସ, ୧୦।୧୧: ବାତ୍ୟା ବୁଲବୁଲ ପ୍ରଭାବରେ ୩ଜଣ ହବିଷିଆଳି ଆହତ ହୋଇଛନ୍ତି। ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ସେମାନେ ଚିକିତ୍ସା ପରେ ସୁସ୍ଥ ହୋଇ ଆଶ୍ରୟସ୍ଥଳୀକୁ ଫେରିଛନ୍ତି। ସୂଚନା ମୁତାବକ, ନିର୍ମାଣାଧୀନ ନରେନ୍ଦ୍ରକୋଣ ଆଶ୍ରୟସ୍ଥଳୀରେ ପ୍ରାୟ ୧,୨୦୦ ହବିଷିଆଳି...

ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି...

ନିଦରୁ ଉଠିଲେ ମହାପ୍ରଭୁ, ଆରମ୍ଭ ହେଲା ଶୁଭକାଳ

ପୁରୀ ଅଫିସ, ୯ା୧୧: ରଥଯାତ୍ରା ପରେ ହରିଶୟନ ଏକାଦଶୀରେ ନିଦ୍ରା ଯାଇଥିଲେ ମହାପ୍ରଭୁ। ଚାରି ମାସ ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଛନ୍ତି। ଏହି କାର୍ତ୍ତିକ ଶୁକ୍ଳ ଏକାଦଶୀକୁ ହରି ଉତ୍‌ଥାପନ ଏକାଦଶୀ କୁହାଯାଏ। ଶ୍ରୀମନ୍ଦିରରେ ଶୁକ୍ରବାର ହରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri