ପୁରୀ

ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ଙ୍କୁ…

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ ସାମୟିକଭାବେ ବନ୍ଦ କରି ଦିଆଯାଇଛି । ସମ୍ପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବାବେଳେ…

ଅଯୋଧ୍ୟାରେ ରାମମନ୍ଦିର ପାଇଁ ଭୂମି ପୂଜା : କୋଣାର୍କରୁ ଗଲା ଜଳ, ମାଟି

କୋଣାର୍କ,୨୬।୭(ଡି.ଏନ.ଏ.) : ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ। ଏହାର ଭୂମି ପୂଜା ପାଇଁ କୋଣାର୍କରୁ ପବିତ୍ର ତୀର୍ଥ ଜଳ ଓ ମାଟି ସଂଗ୍ରହ କରାଯାଇଛି। ବିଶ୍ୱ ହିନ୍ଦୁ ପରିଷଦ କୋଣାର୍କ ଶାଖା ପକ୍ଷରୁ କୋରିୟର ଯୋଗେ ଏହା…

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ

କାକଟପୁର,୨୫।୭(ଡି.ଏନ୍‌.ଏ): କାକଟୁପୁର ଥାନା ଅନ୍ତର୍ଗତ ଭଣ୍ଡିସାହିରେ ଚାଲିଥିବା ଏକ ଜୁଆଆଡ୍ଡାରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଥାନାକୁ ନେବାକୁ ବେଳେ ସେମାନଙ୍କ ସମ୍ପର୍କୀୟମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୨ଜଣ କର୍ମଚାରୀ ଆହତ…

୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ

ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍‌ଭିନ୍‌ କରି…

ଯୁବତୀଙ୍କୁ ହତ୍ୟା କରି ଚିଲିକା କୂଳରେ ପୋତିଦେବା ଅଭିଯୋଗ

ବ୍ରହ୍ମଗିରି,୨୫।୭(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ମୃତଦେହ ଉଦ୍ଧାର କରାଯାଇ ନ ଥିବା ସୂଚନା ମିଳିଛି। ତେବେ ଉକ୍ତ…

ପୁରୀ @ ୫୮୬: ଦିନକରେ ସର୍ବାଧିକ ରେକର୍ଡ, ଚିହ୍ନଟ ହେଲେ ୯୦ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୫।୭: ପୁରୀ ଜିଲାରୁ ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଦିନକରେ ସର୍ବାଧିକ ୩୦ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହାର ତିନିଗୁଣା ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇବା ପରେ ଜିଲାର ମୋଟ ଆକ୍ରାନ୍ତଙ୍କ…

ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର

ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍‌ କରାଯିବା ସହ…

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଗୋପ,୨୫ା୭(ଡି.ଏନ୍‌.ଏ.): ଚିକିତ୍ସା ଅବହେଳାରୁ ଗୋପ ବ୍ଲକ ଅନ୍ତର୍ଗତ ମୁଗୁରିଆ ଗ୍ରାମର ତ୍ରିଲୋଚନ କାଣ୍ଡିଙ୍କ ଦେଢ଼ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗୋପ ପୋଲିସ ଏକ ମାମଲା (ନଂ.୧୯୫/୨୦)ରୁଜୁକରି ତଦନ୍ତ ଚଳାଇଛି। ଅନ୍ୟପଟେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍‌ ମେଶିନ

ଗୋପ,୨୫ା୭(ଡି.ଏନ୍‌.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା ଗୋପ ବ୍ଲକର ଜଣେ କୁନି ଛାତ୍ର ଏକ ଅଟୋମେଟିକ ସାନିଟାଇଜ୍‌ ମେଶିନ ନିର୍ମାଣ କରି…

କରୋନାକୁ ନେଇ ବୋମାମାଡ଼, ଜଣେ ଆହତ

ବ୍ରହ୍ମଗିରି,୨୪ା୭(ଡି.ଏନ୍‌.ଏ.): ବ୍ରହ୍ମଗିରି ବ୍ଲକରେ ଜଣେ କରୋନା ପଜିଟିଭ୍‌ ବାହାରିବା ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମାମାଡ଼ରେ ଜଣେ ଆହତ ହୋଇଛନ୍ତି। ଗାଁରେ ପୋଲିସ ମୁତୟନ ରହିଛି। ଏଭଳି ଘଟଣା ଘଟିଛି ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ନିଶିଭଅଁର…

ରଥ ସଂରକ୍ଷଣ ନେଇ କେହି ଆଲୋଚନା କରିନାହାନ୍ତି: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୪ା୭: ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଗୁରୁବାର ଶ୍ରୀମନ୍ଦିର ଦଇତାପତି ସେବକମାନେ ସାକ୍ଷାତ କରିଛନ୍ତି। ଅପରାହ୍ନରେ ଦଇତାପତି ସେବକମାନେ ମଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ଚିତାଲାଗି ଆଳତି ଭୋଗ ପ୍ରଦାନ କରିବା ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?