ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ମାସ୍କ, ୫ ହଜାର ଟଙ୍କା
ପୁରୀ ଅଫିସ, ୧୦।୬: ଶ୍ରୀମନ୍ଦିର ସେବାୟତମାନେ କରୋନା ସଂକ୍ରମଣଠାରୁ କିପରି ଦୂରେଇ ରହିବେ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। କରୋନା ସଚେତନତା ଶିବିରଠାରୁ ଆରମ୍ଭକରି ସେବାୟତଙ୍କ କୋଭିଡ୍ ଟେଷ୍ଟ ଏବଂ ସଙ୍ଗରୋଧରେ ରଖାଯିବା…
ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ
ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ ସମସ୍ତେ ଏବେ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଆଶା ଆଶଙ୍କା ଲାଗି ରହିଛି। ସରକାର…
ପୁରୀରୁ ୭ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୫
ପୁରୀ ଅଫିସ, ୧୦।୬: ପୁରୀ ଜିଲାରୁ ପୁଣି ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୭ ଜଣ ସୁସ୍ଥ ହୋଇଥିଲା ବେଳେ ୨୮ଜଣ…
ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ
ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ…
କୋଣାର୍କରେ ଖୋଲିଲା ଯାତ୍ରୀନିବାସ
କୋଣାର୍କ,୮ା୬(ଡି.ଏନ୍.ଏ.): କରୋନା ଯୋଗୁ ବନ୍ଦ ରହିଛି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର। ପର୍ଯ୍ୟଟନସ୍ଥଳୀ କୋଣାର୍କ ଶୂନଶାନ। ବନ୍ଦ ହେବାର ଅଢ଼େଇ ମାସ ପରେ ସୋମବାର କୋଣାର୍କରେ ଯାତ୍ରୀନିବାସ ଓ କେତେକ ହୋଟେଲ ଖୋଲାଯାଇଥିବା ଦେଖିବାକୁ ମିଳିଛି। କିନ୍ତୁ ପର୍ଯ୍ୟଟକ ନ ଥିବାରୁ ବେପାର…
ପ୍ରତିଷେଧକ ଶକ୍ତି ବୃଦ୍ଧି ଯୋଜନା: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ
ପୁରୀ ଅଫିସ, ୭ା୬: କରୋନା(କୋଭିଡ-୧୯)କୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ଦିଆଯିବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟର ପୁରୀସ୍ଥିତ ଆୟୁର୍ବେଦ ଗବେଷଣା ପ୍ରତିଷ୍ଠାନ (ହୋମିଓପାଥି)ର ଭାରପ୍ରାପ୍ତ ଅଧିକାରୀଙ୍କୁ…
କୃଷ୍ଣପ୍ରସାଦ ବ୍ଲକରେ ସ୍ତ୍ରୀ, ସ୍ବାମୀଙ୍କୁ କରୋନା, ଚାରିଛକବଜାରକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
କୃଷ୍ଣପ୍ରସାଦ,୮ା୬(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗୁମୁଣ୍ଡିଆ ପଞ୍ଚାୟତରେ ସ୍ତ୍ରୀ, ସ୍ବାମୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଉଭୟ ଦିଲ୍ଲୀରୁ ଫେରି ୭ ଦିନ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହି ଘରକୁ ଆସିବା ପରେ ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଇଥିଲା। ତେବେ ନମୁନା…
ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା
ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ…
ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ
ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ ବାନା ସହିତ ତଳେ ଏକାଧିକ ବାନା ବନ୍ଧାଯାଇଥାଏ। ଗୋଲାପି, ହଳଦିଆ, ନାଲି, ଧଳା ରଙ୍ଗର…
୩୦ବର୍ଷରୁ ଊର୍ଦ୍ଧ୍ୱ ଅପୂଜା ଥିଲେ ଅଲାରନାଥ
ବ୍ରହ୍ମଗିରି,୭ା୬(ଡି.ଏନ୍.ଏ.): କରୋନା ଲାଗି ମହାପ୍ରଭୁ ଅଲାରନାଥଙ୍କ ମନ୍ଦିରରେ ୧୪୪ ଧାରା ଜାରି ରହିଛି। ଆସନ୍ତା ୨୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଫଳରେ ମନ୍ଦିରର ସିଂହଦ୍ୱାରରେ ତାଲା ଝୁଲୁଛି। ମନ୍ଦିର ପରିସରକୁ ପଶି ପାରୁନାହାନ୍ତି ସାଧାରଣ ଭକ୍ତ। ଏପଟେ…
ରଥଖଳାରୁ…ଉଠିଲା ଦ୍ୱିତୀୟ ଭୂଇଁ
ପୁରୀ ଅଫିସ,୭।୬: ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର ରଥଖଳାରେ ତୃତୀୟ ଭୂଇଁ କାମ ଶେଷ ହୋଇଛି। ଏତଦ୍ବ୍ୟତୀତ ତିନିରଥରେ ନଡ଼ିଆ ଗର (ଖଦିଓରା)…
ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା: ପୂଜା ପାଇଲେ ପଟି ଦିଅଁ
ପୁରୀ ଅଫିସ,୭।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗି ପଡ଼ିଛନ୍ତି ଶ୍ରୀଅଙ୍ଗ ସେବକ ଦଇତାପତି। ମଧ୍ୟାହ୍ନ ଧୂପ ସରିବା ପରେ…
Archives


