ପୁରୀ

କୋଭିଡ୍‌ ଯୋଦ୍ଧାଙ୍କୁ ନିମ୍ନମାନର ଖାଦ୍ୟ: ଖାଦ୍ୟରୁ ବାହାରୁଛି ପୋକ, ରବର ବ୍ୟାଣ୍ଡ

ପୁରୀ ଅଫିସ,୧୯। ୭: ମହାମାରୀ କରୋନା ବିରୋଧରେ ଚାଲିଛି ଲଢ଼େଇ। ଏହି ଲଢ଼େଇରେ ଆଗରେ ରହିଛନ୍ତି ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ନିଜ ସୁଖ ସ୍ବାଚ୍ଛନ୍ଦ୍ୟକୁ ଭୁଲି କରୋନା ବିରୋଧରେ ସଂଗ୍ରାମ ଚଳାଇଛନ୍ତି। ହେଲେ ଏହି ଯୋଦ୍ଧାଙ୍କ ପ୍ରତି ଅଣଦେଖା…

୧୧ ବର୍ଷ ତଳେ ରତ୍ନଭଣ୍ଡାରରୁ ଚୋରି ଚର୍ଚ୍ଚା

ପୁରୀ ଅଫିସ,୧୭।୭: ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ମହାପ୍ରଭୁଙ୍କ ବହୁ ଦୁର୍ମୂଲ୍ୟ ରତ୍ନଅଳଙ୍କାର ଚୋରି ହୋଇଛି। ୧୧ ବର୍ଷ ତଳେ ବରିଷ୍ଠ ଅଧିକାରୀ, ପୋଲିସ ଏବଂ ସେବାୟତଙ୍କ ମଧୁଚନ୍ଦ୍ରିକାରେ ଏହାକୁ ଚୂଡ଼ାନ୍ତ ରୂପ ଦିଆଯାଇଛି। ଶ୍ରୀମନ୍ଦିର ପଶ୍ଚିମଦ୍ୱାର ସମ୍ମୁଖରେ ରାତିରେ ଲାଗିଥିବା ଏକ ମିନିଟ୍ରକ୍‌ରେ…

ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ତତ୍ପରତା

ପୁରୀ ଅଫିସ,୧୬ା୭: ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ସାମିଲ କରାଯାଇଛି। ଦୂରଦୂରାନ୍ତରୁ ମୃତଦେହ ଦାହ ପାଇଁ ଆସୁଥିବା ସମ୍ପର୍କୀୟମାନେ ଯେପରି କୌଣସି ପ୍ରକାର ତିକ୍ତ…

ପୁଣି ସେବାୟତଙ୍କୁ ଦିଆଯିବ ହୋମିଓପାଥି

ପୁରୀ ଅଫିସ,୧୫ା୭:ଶ୍ରୀମନ୍ଦିର ସେବାୟତଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି। ତେଣୁ ସେବାୟତଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ସେମାନଙ୍କୁ ପୁଣି ଥରେ ହୋମିଓପାଥି ଔଷଧ ବଣ୍ଟନ କରାଯିବ। ଆସନ୍ତା ୧୭ ଓ ୧୮ତାରିଖରେ…

ହଳବେଳେ ଜମିରୁ ବାହାରିଲେ ଭଗବାନ…

କଣାସ,୧୫।୭(ସ୍ବ.ପ୍ର.)-କଣାସ ବ୍ଲକ ଅନ୍ତର୍ଗତ ସାହୁପଡା ପଞ୍ଚାୟତର ଟଣମଣ ଗ୍ରାମରେ ବୁଧବାର ଜଣେ ଚାଷୀ ଜମିରେ ହଳ କରୁଥିବା ସମୟରେ ଏକ ଶିବ ଲିଙ୍ଗ ବାହାରିଥିବା ଜଣାପଡିଛି। ସୂଚନାମୁତାବକ, ଉକ୍ତ ଗ୍ରାମର କାଳୁଚରଣ ପରିଡ଼ା ବୁଧବାର ମଧ୍ୟାହ୍ନ ସମୟରେ ନିଜ ଚାଷ ଜମିରେ…

ପଢ଼ି ହେଉନି କାନ୍ଥ କାହାଣୀ: ନିରାଶ ହେବେ ଭକ୍ତ, ପର୍ଯ୍ୟଟକ

ପୁରୀ ଅଫିସ,୧୩।୭କେନ୍ଦ୍ର ସରକାରଙ୍କ ଆଇକନ ସିଟି ତାଲିକାରେ ସ୍ଥାନ ପାଇଛି ଓଡ଼ିଶାର ଆଧ୍ୟାତ୍ମିକ ସହର ପୁରୀ। ଏଠାରେ ରହିଛି ବହୁ ପୁରାତନ ମଠ, ମନ୍ଦିର ଓ ଧର୍ମଶାଳା। ଶ୍ରୀମନ୍ଦିର ସାଙ୍ଗକୁ ମନୋରମ ବେଳାଭୂମି ବି ଅଛି। ତେଣୁ ଦେଶ ବିଦେଶରୁ ଲକ୍ଷାଧିକ…

ଓଡ଼ିଶାରେ ପ୍ରଥମ: ଚିଲିକାରେ ମାଛ ସଂଗ୍ରହାଳୟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍‌ ମ୍ୟୁଜିୟମ୍‌ ବା ମାଛ ସଂଗ୍ରହାଳୟ। ଏସିଆ ମହାଦେଶର ଏହି ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଶତାଧିକ ପ୍ରଜାତି ମାଛଙ୍କ…

ମୁହଁମାଡ଼ି ପଡ଼ିଛି ପର୍ଯ୍ୟଟନ ଶିଳ୍ପ

ପୁରୀ ଅଫିସ,୧୩ା୭: ପୁରୀ ଜିଲାର ପର୍ଯ୍ୟଟନ ସ୍ଥଳ ହେଉ କି ବେଳାଭୂମି ସବୁଠି ଏବେ ଛାଇଯାଇଛି ନିର୍ଜନତା। କୌଣସି ଦର୍ଶନୀୟ ସ୍ଥାନରେ ପର୍ଯ୍ୟଟକଙ୍କୁ ଦେଖିବାକୁ ମିଳୁନାହିଁି କି ଶୁଣାଯାଉନି କୋଳାହଳ। ପୁରୀ ହୋଟେଲଗୁଡ଼ିକରେ ସତେଯେମିତି ଜାରି ହୋଇଛି ଅଘୋଷିତ କର୍ଫ୍ୟୁ। ପ୍ରଥମେ…

ନାଁକୁ କଟକଣା: ଉପରଠାଉରିଆ ଭାବେ ଚାଲିଛି ଯାଞ୍ଚ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ସାରା ବିଶ୍ୱରେ କରୋନାର ଭୟାବହତାକୁ ନେଇ ସ୍ଥିତି ଖରାପ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରଶାସନିକ ଅଧିକାରୀମାନେ ନୂଆ ନିୟମ ଅନୁପାଳନ କରି ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। କରୋନା ଯେପରି ସାଧାରଣରେ ସଂକ୍ରମଣ ନ ହେବ ସେଥିଲାଗି ଗତ…

ପୁରୀ ସେବାୟତଙ୍କ ୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୧୧।୭: ଶେଷ ହୋଇଛି ରଥଯାତ୍ରା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ରଥଯାତ୍ରା କିଭଳି ଭାବେ ସମ୍ପର୍ଣ୍ଣ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏଥିପାଇଁ ପୁଣି ଥରେ ରଥଯାତ୍ରାରେ ନିୟୋଜିତ ହୋଇଥିବା ସେବାୟତମାନଙ୍କର କୋଭିଡ…

ସତ୍ୟବାଦୀର ଗୋପୀନାଥ ହସ୍ପିଟାଲ ସିଲ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ/ପିପିଲି,୧୧।୭(ଡି.ଏନ.ଏ./ସ୍ବ.ପ୍ର.): କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ସତ୍ୟବାଦୀ ବ୍ଲକ ଛକ ନିକଟରେ ଥିବା ଗୋପୀନାଥ ହସ୍ପିଟାଲକୁ ଶୁକ୍ରବାର ସିଲ୍‌ କରିଦିଆଯାଇଛି। ଜିଲା ଜନ ସ୍ବାସ୍ଥ୍ୟ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇନଚାର୍ଜ ଡା. ବିରଜା ଶଙ୍କର ରଥଙ୍କ ନେତୃତ୍ୱରେ ଏକ ୪…

ପୁରୁଣା ଫଟୋ କପି ଦେଲା ଏଏସ୍‌ଆଇ

ପୁରୀ ଅଫିସ, ୧୧।୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଉଭାନ ହେବା ଘଟଣାର ଖୋଳତାଡ଼ ଚାଲିଛି। ଶୁକ୍ରବାର ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଗର୍ଭଗୃହ ଏବଂ ରତ୍ନସିଂହାସନର ଅନେକ ପୁରୁଣା ଫଟୋ କପି ଶ୍ରୀମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?