Odisha Elections 2024

ପୁରୀ

‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ...

ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି।...

ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ: ସେବାୟତ-ପ୍ରଶାସନ ମୁହାଁମୁହିଁ, ୩୦ ମିନିଟ ଦର୍ଶନ ବନ୍ଦ

ସାକ୍ଷୀଗୋପାଳ, ୫।୧୧(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ପ୍ରସିଦ୍ଧ ଅଁଳାନବମୀ ଉପଲକ୍ଷେ ରାଧା ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗିଛି। ରାତ୍ର ୧ଟାରୁ ଦ୍ୱାର ଫିଟାଯାଇ ଭୋରସୁଦ୍ଧା ଦେବ ନୀତି ସମାପନ ହୋଇଥିଲା। ସାକ୍ଷୀଗୋପାଳ ଠାକୁରଙ୍କ ଆକର୍ଷଣୀୟ ନଟବର...

ପୁରୀ ରେଳ ଷ୍ଟେଶନରୁ ଆମେରିକା

କଣାସ,୫ା୧୧(ସ୍ବ.ପ୍ର.): ସେଦିନର କୁଅଁା କୁଅଁା ଶବ୍ଦ ଆଜି ସମସ୍ତଙ୍କ ମୁହଁରେ ହସ ଫୁଟାଇଦେଇଛି। ଅଲୋଡା ଶିଖା ଏବେ ଆମେରିକୀୟ ଦମ୍ପତିଙ୍କ ଅଲିଅଳି କନ୍ୟା। ପୁରୀ ରେଳ ଷ୍ଟେଶନରୁ ୨୨ମାସ ତଳେ ଉଦ୍ଧାର ହୋଇଥିବା ଶିଖା ଆଜି ଆମେରିକାର ବାସିନ୍ଦା। ୨୦୧୮...

୧୦ହଜାର ଟଙ୍କା ଲାଞ୍ଚ ନେଇ ସେସୁ କିରାଣି ଗିରଫ: ସହଯୋଗ କରିଥିବା ପାନଦୋକାନୀ ମଧ୍ୟ ବନ୍ଧାହେଲେ

ପୁରୀ ଅଫିସ/କଣାସ, ୫ା୧୧(ଡି.ଏନ୍‌.ଏ):  ପୁରୀ ଜିଲା କଣାସ ବ୍ଲକ ବିଦ୍ୟୁତ୍‌ ବିଭାଗ ସେସୁ ଅଧୀନରେ କାର୍ଯ୍ୟରତ କିରାଣି ସୁରେନ୍ଦ୍ର ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏକ ଟ୍ରାନ୍ସଫରମର ସ୍ଥାପନା ଲାଗି ଜନୈକ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର...

୭୦ ଦିବ୍ୟାଙ୍ଗ ପାଇବେ କୃତ୍ରିମ ଅଙ୍ଗ

ପୁରୀ ଅଫିସ, ୪।୧୧: ପୁରୀ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଦିବ୍ୟାଙ୍ଗଙ୍କୁ ସବୁ ପ୍ରକାର ସହାୟତା ଯୋଗାଇବାକୁ ଜିଲା ପ୍ରଶାସନ ତରଫରୁ ଆରମ୍ଭ ହୋଇଛି ‘ପ୍ରଫୁଲ୍ଲ ଯୋଜନା’। ଏହି ଯୋଜନାରେ ନୂତନ ଭାବରେ ଚିହ୍ନଟ ହୋଇଥିବା ୭୦ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ...

ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ...

କେନାଲକୁ ଖସିଲା ସ୍କୁଲ ଭ୍ୟାନ: ୧୧ ଛାତ୍ରୀଛାତ୍ର, ଡ୍ରାଇଭର ଆହତ

ନିମାପଡ଼ା, ୪।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଚାରିଛକ ଫାଣ୍ଡି ଅନ୍ତର୍ଗତ ବାହାରେଣ ପଞ୍ଚାୟତ ଓଡ଼ଗୁଆଁ ଗ୍ରାମ ରାସ୍ତାକଡ଼ରେ ସୋମବାର ସକାଳେ ଏକ ସ୍କୁଲ ଭ୍ୟାନ୍‌ ୧୧ ଛାତ୍ରୀଛାତ୍ରଙ୍କୁ ନେଇ ସ୍କୁଲ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଗାଡ଼ିଟି ରାସ୍ତାକଡ଼ରେ...

ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଶିବିରରୁ ବାହାରୁଥିବା ବର୍ଯ୍ୟବସ୍ତୁ ଏକାଠି ରଖିବା ପାଇଁ ପୌର ପ୍ରଶାସନ...

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର ବିଜେଡି ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି,...

ଘରଭଙ୍ଗା ସହାୟତାକୁ ନେଇ ଅଭିନବ ଧାରଣା: ବ୍ଲକ ସମ୍ମୁଖରେ ରୋଷେଇ କରି ଖାଇଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀକୁ ୬ ମାସ ପୂରିଛି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତଙ୍କୁ ଘରଭଙ୍ଗା ସହାୟତା ମିଳିପାରିନାହିଁ। ତଦନ୍ତରେ ବ୍ୟାପକ ଅନିୟମିତତା ନେଇ କ୍ଷତିଗ୍ରସ୍ତମାନେ ଅଭିଯୋଗ କରୁଥିବାବେଳେ ପ୍ରଶାସନ କୌଣସି ପଦକ୍ଷେପ ନେଉନି। ଏହାର ପ୍ରତିବାଦରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri