ସ୍ନାନ ବେଦୀରେ ଦାରୁଦିଅଁ
ପୁରୀ ଅଫିସ୍,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି ୧ଟା…
ଆଜି ସ୍ନାନଯାତ୍ରା
ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି…
ପୁରୀରେ ପଙ୍ଗପାଳ ଚର୍ଚ୍ଚା
ପୁରୀ ଅଫିସ,୪ା୬: ପୁରୀରେ ପଙ୍ଗପାଳ। ଏମିତି ଚର୍ଚ୍ଚା ଗୁରୁବାର ପୁରୀ ସହରର ବିଭିନ୍ନ ସ୍ଥାନରେ ଶୁଣିବାକୁ ମିଳିଥିଲା। ବାଲୁଖଣ୍ଡ ଅଭୟାରଣ୍ୟ ନୂଆନଈ ନିକଟ ରାସ୍ତା ପାର୍ଶ୍ୱ ଗଛରେ ଏମାନେ ବହୁ ସଂଖ୍ୟାରେ ବସିଥିବା ଗୁରୁବାର ପୂର୍ବାହ୍ନରେ ଲୋକେ ଦେଖିଥିଲେ। ପଙ୍ଗପାଳ ପଳାଇ…
ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼
ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଗୁରୁବାର ବୋମା ମାଡ଼ ହୋଇଛି। ଏ ନେଇ ଗ୍ରାମରେ ସଦର…
୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି
ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହାସହ ୭ ଦଫା ସମ୍ବନ୍ଧିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।…
ଗ୍ୟାସ୍ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା
ପିପିଲି,୪ା୬(ଡି.ଏନ୍.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଜଳି ପାଉଁଶ ହୋଇଯାଇଛି। ସୂଚନା ମୁତାବକ, ଜେନା…
କାଲି ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷା କରି ରହିଛି ସ୍ନାନବେଦି
ପୁରୀ ଅଫିସ,୪ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି ସ୍ନାନବେଦି।…
ଦେବସ୍ନାନ ପୂର୍ଣ୍ଣିମା ପାଇଁ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି
ପୁରୀ ଅଫିସ, ୪ା୬: ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। କରୋନା ପାଇଁ ଯଦିଓ ଏଥର ବିନା ଭକ୍ତରେ ସ୍ନାନଯାତ୍ରା ହେଉଛି ତଥାପି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗୁରୁବାର ଡିଆଇଜି ଆଶିଷ ସିଂ ପୁରୀ ଆସି…
ଜେନା ସାହିରେ ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା
ପିପିଲି,୪ା୬(ଡି.ଏନ୍.ଏ./ସ୍ବ.ପ୍ର.)-ପୁରୀ ଜିଲା ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଘର ଜଳିଯାଇଛି। ସୂଚନା ମୁତାବକ, ଜେନା…
ପୁରୀରେ ପହଞ୍ଚିଲା ରଥ ଦଉଡି
ପୁରୀ ଅଫିସ,୪ା୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। ଏଥିପାଇଁ ଗୁରୁବାର ପୁରୀରେ ପହଞ୍ଚତ୍ଛି ରଥ ଦଉଡ଼ି। ଓଡ଼ିଶା ସମବାୟ କତା ନିଗମରୁ ୨୦ଟି ଦଉଡ଼ି ଏକ ଗାଡ଼ିିରେ ଆସିଛି। ଏହାକୁ ଶ୍ରୀମନ୍ଦିର ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ଦାୟିତ୍ୱରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଖାଯାଇଛି।…
ସ୍ନାନଯାତ୍ରା ପାଇଁ ମୁତୟନ ହେବେ ୩୮ ପ୍ଲାଟୁନ୍ ଫୋର୍ସ
ପୁରୀ ଅଫିସ,୪।୬: ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏଥର ବିନା ଭକ୍ତରେ ସ୍ନାନଯାତ୍ରା ହେବା ନେଇ ଯଦିଓ ନିଷ୍ପତ୍ତି ହୋଇଛି, ତଥାପି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସ୍ନାନ ଯାତ୍ରା ପାଇଁ ମୋଟ ୩୮ ପ୍ଲାଟୁନ୍ ଫୋର୍ସ…
ପୁରୀରୁ ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା
ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣ ଚିକିତ୍ସିତ ହେଉଛନ୍ତି।…
Archives


