ପୁରୀ

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ପୁରୀ ଅଫିସ, ୩ା୬-ଆସନ୍ତା ୫ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ମହାପ୍ରଭୁ ପ୍ରତ୍ୟକ୍ଷ ସ୍ନାନ କରିବେ। ପ୍ରତିବର୍ଷ ବିଭିନ୍ନ ଚ୍ୟାନେଲ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନଯାତ୍ରାର ସିଧା ପ୍ରସାରଣ କରି ଆସୁଥିଲେ। ହେଲେ ଏଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କେତେକ ସ୍ବତନ୍ତ୍ର…

ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି ସେବକ

ପୁରୀ ଅଫିସ,୩।୬: ଆସନ୍ତା ୫ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଦାରୁବିଗ୍ରହଙ୍କୁ ପହଣ୍ଡିରେ ସ୍ନାନ ବେଦୀକୁ ଅଣାଯିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ସେବା ପାଇଁ ବୁଧବାର ଦଇତାପତି ସେବକମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି।…

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି ମହଲା କୋଠା ବିଶିଷ୍ଟ ମାଲିକଙ୍କ ବାସଗୃହ ସହିତ କାରଖାନା, ଗୋଦାମ ଏବଂ ଏକ…

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬:  ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ ବାଟ ଓଗାଳିଥିଲେ ଶିଶୁପାଳ। ଦୁହିଁଙ୍କ ମଧ୍ୟରେ ଯୁଦ୍ଧ ହେଲା। ଶେଷରେ ଶିଶୁପାଳଙ୍କୁ ପରାସ୍ତ…

ପୁରୀରେ ପହଞ୍ଚିଲା ବଉଳକାଠ

ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର ଏକାଦଶୀ ତିଥିରେ ସାକ୍ଷୀଗୋପାଳରୁ ବାହାରି ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଛି। ଶ୍ରୀମନ୍ଦିର ଭୋଇ ସେବକ ଶ୍ରୀରାମଚନ୍ଦ୍ରପୁର…

୧୦୦୮ ଗରା ଜଳରେ ସ୍ନାନ କଲେ ଶ୍ରୀଲୋକନାଥ

ପୁରୀ ଅଫିସ,୩ା୬: ଶ୍ରୀଲୋକନାଥ ମନ୍ଦିରରେ ମଙ୍ଗଳବାର ପ୍ରଭୁ ଶ୍ରୀଲୋକନାଥଙ୍କ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଲୋକନାଥ ୧୦୦୮ ଗରା ସୁବାସିିତ ଜଳରେ ସ୍ନାନ କରିଥିଲେ। ପରେ ଠାକୁରଙ୍କ ସପ୍ତ ମଙ୍ଗଳା ନୀତି ସମ୍ପନ୍ନ ହୋଇଥିଲା। ମନ୍ଦିରର…

ବଡ଼ଦାଣ୍ଡକୁ ବାହାରିବନି ବିମାନ

ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍‌ ୩୦ ପର୍ଯ୍ୟନ୍ତ କୌଣସି ଧାର୍ମିକସ୍ଥଳକୁ ସର୍ବସାଧାରଣ ଯାଇପାରିବେ ନାହିଁ। ସେହିପରି ଧାର୍ମିକ ସମାବେଶ ଉପରେ ବି…

ସିପିଆଇ ପକ୍ଷରୁ ବ୍ଲକ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨।୬(ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ ଓ କାଳବୈଶାଖୀ ପ୍ରଭାବରେ ନିମାପଡ଼ାରେ କୃଷି ଓ କୃଷକମାନଙ୍କ ବହୁଳ ଭାବେ କ୍ଷତି ଘଟିଛି। ଏଭଳି ପରିସ୍ଥିତିରେ କୃଷକମାନଙ୍କୁ ଅଣଦେଖା କରାଯିବା ପ୍ରତିବାଦରେ ସିପିଆଇ ନିମାପଡ଼ା ଜୋନାଲ କମିଟି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ନିମାପଡ଼ା…

ଅନ୍‌ଲାଇନରେ ସୁହାଉଛି ଗଣିତ ଶିକ୍ଷା: ଛାତ୍ରୀଛାତ୍ରଙ୍କ ପ୍ରିୟ ପାଲଟିଛନ୍ତି ଲଲାଟ ସାର୍‌

ଗୋପ,୨।୬(ଡି.ଏନ୍‌.ଏ.): କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଛାତ୍ରୀଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନଲାଇନ ମାଧ୍ୟମରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଗୋପ ବ୍ଲକ ଜଗନ୍ନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଲଲାଟ…

ସ୍ନାନଯାତ୍ରା ଲାଗି ବଡ଼ଦାଣ୍ଡରେ ୧୪୪ ଧାରା

ପୁରୀ ଅଫିସ,୨।୬: ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। କରୋନା ଲାଗି ଏଥର ବିଭିନ୍ନ କଟକଣା ମଧ୍ୟରେ ମହାପ୍ରଭୁ ସ୍ନାନମଣ୍ଡପରେ କରିବେ ପ୍ରତ୍ୟକ୍ଷ ସ୍ନାନ । ବିନା ଭକ୍ତରେ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଏଥିପାଥଇଁ ବଡ଼ ଦାଣ୍ଡର ମାର୍କେଟ ଛକଠାରୁ…

ସ୍ନାନଯାତ୍ରାର ସିଧା ପ୍ରସାରଣ: ସ୍ଥିତି ପରଖିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ

ପୁରୀ ଅଫିସ, ୨।୬:ଆସନ୍ତା ୫ ତାରିଖରେ ସ୍ନାନ ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋର୍‌ଦାର ପ୍ରସ୍ତୁତି ଚାଲିଛି। କରୋନା ପାଇଁ ଏଥର ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ତେବେ ସ୍ନାନଯାତ୍ରାକୁ ଟିଭି ମାଧ୍ୟମରେ କିଭଳି…

ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା

ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri