ପୁରୀ

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର ମାମଲାର…

ଆଜି ରାତିରୁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍‌, ଟ୍ରେନ୍‌ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍‌, ଟ୍ରେନ୍‌ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ ଲୋକ…

ବାହୁଡ଼ା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ମୁତୟନ ହେବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ, ୩୦।୬: ଜୁଲାଇ ୧ରେ ବାହୁଡ଼ା ଯତ୍ରା। କୋଭିଡ୍‌ ଗାଇଡ୍‌ ଲାଇନ୍‌ ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ମାନି ସମସ୍ତ ପ୍ରକାର କାର୍ଯ୍ୟ କରାଯିବ। ତେଣୁ ଏହାକୁ ନଜରରେ ରଖି ବାହୁଡ଼ା ଯାତ୍ରା ପାଇଁ ସ୍ବତନ୍ତ୍ର ପୋଲିସ ବ୍ୟବସ୍ଥା କରାଯାଇଛି। ମୋଟ…

ଆସନ୍ତା ୨ ସୁଦ୍ଧା ସରିବ ଶ୍ରୀମନ୍ଦିର ଗର୍ଭଗୃତ ମରାମତି କାମ: ଏଏସ୍‌ଆଇ

ପୁରୀ ଅଫିସ, ୩୦।୬: ଶ୍ରୀମନ୍ଦିର ଭିତରେ କୌଣସି ପ୍ରକାର ବିପଦ ନାହିଁ। ବିଶେଷଜ୍ଞମାନଙ୍କ ଯାଞ୍ଚ ପରେ ଯେଉଁସବୁ କାମ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ତାହା କରାଯାଉଛି। ଏଏସ୍‌ଆଇ ଓ ପୂର୍ତ୍ତବିଭାଗ ମରାମତି କାର୍ଯ୍ୟ କରୁଛନ୍ତି। ଆସନ୍ତା ୨ ତାରିଖ ସୁଦ୍ଧା…

ଦିବ୍ୟ କୃପା ଲାଭରୁ ବଞ୍ଚିିତ ହେବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୬: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସ ତଥା ନବମୀ ତିଥିରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା ଦିନ ଓ ଆସିବା ଦିନକୁ ଛାଡ଼ି ଏକ ସପ୍ତାହ ପର୍ଯ୍ୟନ୍ତ…

ସକାଳ ୮ରେ ପହଣ୍ଡି, ମଧ୍ୟାହ୍ନରେ ରଥଟଣା

ପୁରୀ ଅଫିସ, ୩୦।୬: ଆସନ୍ତା ୧ତାରିଖରେ ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ଶେଷ କରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋର ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ବାହୁଡ଼ା ଯାତ୍ରା ନୀତି ନିର୍ଘଣ୍ଟ ପ୍ରକାଶ କରାଯାଇଛି। ଏବର୍ଷ…

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ସେ ହେଲେ ଜେଟିପି ସୁଦର୍ଶନ ସାହୁ। ମହାପ୍ରଭୁ ଏବେ ଆଡ଼ପ…

ରଥର ଦକ୍ଷିଣମୋଡ଼ ଆରମ୍ଭ

ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି ଆରମ୍ଭ…

ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ଠାକୁରାଣୀ

ପୁରୀ ଅଫିସ,୨୮ା୬: ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଶନିବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି…

ରଥଯାତ୍ରାକୁ ଜାତୀୟ ଛୁଟି ଘୋଷଣା କରାଯାଉ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଜାତୀୟ ଛୁଟି ଦିବସ ଭାବେ ଘୋଷଣା କରାଯାଉ। ଏନେଇ ଦାବି ଜୋର୍‌ ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଦାବି ଉପସ୍ଥାପନ କରିଛି ଓଡ଼ିଶା କଲଚରାଲ୍‌ ସର୍କଲ। ଏହାର ଅଧ୍ୟକ୍ଷ ତଥା ହୋଟେଲ୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ…

୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି ୧୦ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ଏ ନେଇ ଶନିବାର ପୁରୀ ଜିଲାପାଳ ବଲଓ୍ବନ୍ତ…

ରବିବାର ଦକ୍ଷିଣମୋଡ଼, ଯାଞ୍ଚ ହେଲା ତିନି ରଥ

ପୁରୀ ଅଫିସ, ୨୭।୬: ନବ ଦିନାତ୍ମକ ଯାତ୍ରାରେ ଆସି ଆଡପ ମଣ୍ଡପରେ ଅବସ୍ଥାନ କରିଛନ୍ତି ମହାପ୍ରଭୁ। ବାହୁଡ଼ା ଯାତ୍ରାରେ ପୁଣି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧାବିଗ୍ରହ। ସେଥିଲାଗି ରବିବାର ତିନି ରଥର ଦକ୍ଷିଣ ମୋଡ କରାଯିବ। ଏଥିପାଇଁ ଶନିବାର ତିନି ରଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?