କାଳବୈଶାଖୀରେ ଭାଙ୍ଗିଲା ୭ଶହ ବିଦ୍ୟୁତ୍ଖୁଣ୍ଟ, ୩୦ ଟ୍ରାନ୍ସଫର୍ମର
ନିମାପଡ଼ା,୨୯ା୫(ଡି.ଏନ.ଏ.): ଓଡ଼ିଶାର କେତେକ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଅଚାନକ ପ୍ରବଳ ପବନ, ବିଜୁଳି ମାରିବା ସହ ବର୍ଷା ହୋଇଥିଲା। ବିଜୁଳିର ଶବ୍ଦ ଏତେ ଭୟାନକ ଥିଲା ଯେ ଲୋକଙ୍କ ନିଦ ଭାଙ୍ଗି ଦେବା ସହ ଭୟଭୀତ କରିଦେଇଥିଲା। ଏହି କାଳବୈଶାଖୀ…
ଗରାବଡ଼ୁ ସେବକଙ୍କ କରୋନା ଟେଷ୍ଟ ଆରମ୍ଭ
ପୁରୀ ଅଫିସ,୨୯।୫: ଆସନ୍ତା ଜୁନ୍ ୫ ତାରିଖରେ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। କିନ୍ତୁ ଚଳିତ ଥର ମହାମାରୀ କରୋନାର ବିଭିଷିକା ମଧ୍ୟରେ କିଭଳି ଦାରୁବିଗ୍ରହଙ୍କ ନୀତିକାନ୍ତିଙ୍କୁ ଶୃଙ୍ଖଳିତ…
ପୁରୀରୁ ଆଉ ଜଣେ ପଜିଟିଭ୍ ଚିହ୍ନଟ, ୮୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା
ପୁରୀ ଅଫିସ,୨୯।୫: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୩ଜଣ ସୁସ୍ଥ ହୋଇଥିବା ବେଳେ ୫୩ ଆକ୍ଟିଭ୍ କେସ୍ ରହିଛି।…
ଆରମ୍ଭ ହେଲା ଶ୍ରୀକ୍ଷେତ୍ରର ବିକାଶ କାର୍ଯ୍ୟ: ଉତ୍ତର ଦ୍ୱାର ପାର୍ଶ୍ୱ ଲକ୍ଷ୍ମୀବଜାର ଉଚ୍ଛେଦ
ପୁରୀ ଅଫିସ,୨୯ା୫: ପ୍ରାୟ ଅଢ଼େଇ ମାସ ପରେ ଶ୍ରୀକ୍ଷେତ୍ରର ବିକାଶ କାମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସକାଳୁ ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି ପ୍ରଶାସନ। ଶ୍ରୀମନ୍ଦିର ଉତ୍ତର ଦ୍ବାରପଟେ ଥିବା ଲକ୍ଷ୍ମୀବଜାରରେ ଉଚ୍ଛେଦ…
ଅଭିଯୋଗ ପରେ ବିବାହ କଲେ ପ୍ରେମିକ
ନିମାପଡ଼ା,୨୮ା୫(ଡି.ଏନ.ଏ.): ପ୍ରଥମେ ବିବାହ ପ୍ରତିଶ୍ରୁତି ଦେଇ ରଖିଲେ ଶାରୀରିକ ସମ୍ପର୍କ। ଯୁବତୀଜଣକ ଅନ୍ତଃସ୍ବତ୍ତା ହେବାପରେ ପ୍ରେମିକ ବିବାହ ହେବା ପାଇଁ ମନା କରିଦେଇଥିଲେ। ଏ ନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିବା ପରେ ଗ୍ରାମବାସୀ, ଉଭୟ ପରିବାର ଓ ପୋଲିସଙ୍କ…
ହୋଟେଲ ଖୋଲିବାକୁ ଅନୁମତି ମିଳୁ
ପୁରୀ ଅଫିସ,୨୮।୫: କାରୋନା ପାଇଁ ୨ ମାସରୁ ଊର୍ଦ୍ଧ୍ୱ ହେବ ପୁରୀ ହୋଟେଲ ଶିଳ୍ପରେ ତାଲା ଝୁଲୁଛି। ହୋଟେଲ ମାଲିକଙ୍କଠାରୁ ଆରମ୍ଭ କରି ହଜାର ହଜାର କର୍ମଚାରୀ ଏବଂ ହୋଟେଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିର୍ଭର କରୁଥିବା…
ନାଟଗୋଡ଼ରେ ଚାଲିଛି ରାହୁ ମୂର୍ତ୍ତି ଖୋଦେଇ
ପୁରୀ ଅଫିସ,୨୮।୫: ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ମହାପ୍ରଭୁଙ୍କ ତିନିରଥ ନିର୍ମାଣ କାମ ଆଗେଇ ଚାଲିଛି। ବୁଧବାର ପାଶଦଣ୍ଡାରେ କୁଡୁକା ଲାଗି ହୋଇ ପାର୍ଶ୍ୱ ମୁହଁାଟ ଲାଗିଛି। ଏହାପରେ ପାର୍ଶ୍ୱ ମୁହଁାଟ ଉପରେ ଗୁଜ ଏବଂ ଜଳଯନ୍ତ୍ର (ପାର୍ଶ୍ୱ ଦେବଦେବୀଙ୍କ…
ପୁରୀ ଜିଲାର ୭ କରୋନା ଆକ୍ରାନ୍ତ ସୁସ୍ଥ
ପୁରୀ ଅଫିସ,୨୮।୫: ପୁରୀ ଜିଲାର ୭ଜଣ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୮ଜଣ ସୁସ୍ଥ ହୋଇଥିବାବେଳେ ନୂଆ ୭ଜଣଙ୍କୁ ମିଶାଇ ବର୍ତ୍ତମାନ ୨୫ଜଣ ଏହି ମହାମାରୀ କରୋନା କବଳରୁ ମୁକ୍ତି ପାଇଛନ୍ତି। ତେବେ ଏହି ୭ଜଣଙ୍କ ସମ୍ପର୍କରେ ପ୍ରଶାସନ…
ନରେନ୍ଦ୍ର କୋଣରୁ ହଟିଲା କଣ୍ଟେନମେଣ୍ଟ ନିର୍ଦ୍ଦେଶନାମା
ପୁରୀ ଅଫିସ,୨୮।୫: ନରେନ୍ଦ୍ର କୋଣ ଅଞ୍ଚଳରୁ ଗତ ୧୭ତାରିଖରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍(ଆବଦ୍ଧ ଅଞ୍ଚଳ) ଘୋଷଣା କରିଥିଲା। ବଡ଼ଦାଣ୍ଡ ମାର୍କେଟ ଛକରୁ ଅକ୍ଷୟପାତ୍ର ଲେନ୍ ଭାୟା ନରେନ୍ଦ୍ରକୋଣ ଲେନ୍,…
କୋଣାର୍କ ଶୋଭନୀୟ ରାସ୍ତା କାର୍ଯ୍ୟରେ ଅନିୟମିତତା
କୋଣାର୍କ,୨୭ା୫(ଡି.ଏନ.ଏ): କୋଣାର୍କ ଏନ୍ଏସି ଅଧୀନସ୍ଥ ୧୦ନଂ ୱାର୍ଡ ଜାତୀୟ ରାଜପଥ ରାସ୍ତାରୁ ଶୋଭନୀୟ ଶିକ୍ଷାଶ୍ରମ କଂକ୍ରିଟ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୋଭନୀୟ ଶିକ୍ଷାଶ୍ରମ ୧୫୦ମିଟର କଂକ୍ରିଟ ଢଳେଇ ରାସ୍ତା ନିର୍ମାଣ କାର୍ଯ୍ୟ ପାଇଁ…
ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ
ପୁରୀ ଅଫିସ,୨୭ା୫: ଆସନ୍ତା ୫ରେ ଦେବସ୍ନାନ ପୂର୍ଣ୍ଣିମା। ରତ୍ନସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ମଣ୍ଡପ ଉପରେ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ମହାମାରୀ କରୋନାର ଭୟାବହତା ଭିତରେ ମହାପ୍ରଭୁଙ୍କ ଏହିସବୁ ନୀତିକାନ୍ତି କିପରି ସୁଚାରୁ…
ଚିଲିକାରେ ମାଛ ଧରୁଥିବା ବେଳେ ମତ୍ସ୍ୟଜୀବୀଙ୍କ ଜୀବନ ଗଲା
କୃଷ୍ଣପ୍ରସାଦ,୨୭ା୫(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ନଳବଣ ନିକଟ ଚିଲିକାରେ ମାଛ ଧରୁଥିବା ବେଳେ ଜଣେ ମତ୍ସ୍ୟଜୀବୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ୟାମସୁନ୍ଦର ବେହେରାଙ୍କ ଘର କୃଷ୍ଣପ୍ରସାଦ ବ୍ଲକ କୁମାରପୁରରେ। ସେ ଏବଂ ତାଙ୍କ ଭାଇ ରାମହରି ବେହେରା…
Archives


