ପୁରୀ

ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍‌ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଛି। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ ପରେ…

ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର ବେଶରେ ଲାଗିହୁଏ ଗୀତଗୋବିନ୍ଦ ଲେଖାଥିବା ପାଟ। ଏସବୁ ବ୍ୟତୀତ ପର୍ବପର୍ବାଣିରେ ଲାଗି ହୋଇଥାଏ…

ଯେଉଁଠି ଶ୍ରୀଜୀଉଙ୍କର ହୁଏ ରୁପାବେଶ

୧୭୫୭ଖ୍ରୀଷ୍ଟାବ୍ଦରେ ପ୍ରଥମ କରି ରଣପୁର ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କ ଘୋଷ ଯାତ୍ରା ଆରମ୍ଭ ହୋଇଥିଲା । ପୁରୀ ମନ୍ଦିର ସହିତ ରଣପୁର ମନ୍ଦିରର ରହିଛି ବହୁ ସାମଞ୍ଜସ୍ୟ । ପୁରୀରେ ଷୋହଳ କଳା ଥିବା ବେଳେ ରଣପୁର ମନ୍ଦିରରେ ଏକ କଳା…

ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା ମହାପ୍ରଭୁ…

ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏହା ପଛକୁ ଅର୍ଥାତ୍‌ ୧୨ଟା ୫୫ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଛି।…

ରଥଟଣା ଆରମ୍ଭ: ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଠାକୁର ବଳଭଦ୍ରଙ୍କ ରଥ

ପୁରୀ ଅଫିସ, ୨୩।୬: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ଶେଷ ହେବା ପରେ ଆରମ୍ଭ ହୋଇଛି ରଥଟଣା। ନିର୍ଦ୍ଧାରିତ ସମୟର ସମୟର ମାତ୍ର ୨ ମିନିଟ ପୂର୍ବରୁ ଅର୍ଥାତ୍‌ ୧୧ଟା ୫୮ରେ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ଠାକୁର…

ଶ୍ରୀମନ୍ଦିରରେ ଅକ୍ଷୟବଟ

କଳ୍ପବଟ ମଧ୍ୟ ଅକ୍ଷୟବଟ ନାମରେ ପରିଚିତ। କଳ୍ପ ହେଉଛି କଳ୍ପନା। ବଟ ହେଉଛି ବୃକ୍ଷ। ଋଷି ବଶିଷ୍ଠଙ୍କ କାମଧେନୁ ପରି ଭକ୍ତଙ୍କର ମନୋବାଞ୍ଛା ପୂର୍ଣ୍ଣ କରୁଥିବାରୁ ଏହାକୁ କଳ୍ପବଟ କୁହାଯାଏ। ‘କଳ୍ପବଟ ମୂଳେ ଯିଏ ବସିଛି, ସେ ଉପବାସ ରହିବ ନାହିଁ।…

ଦିନଟିଏ ମନ୍ଦାରମାଳ

ବର୍ଷସାରା ଭଳିକି ଭଳି ଫୁଲ ଲାଗି ହୋଇଥାଆନ୍ତି ତିନିଠାକୁର। ଅଣସରରେ କେବଳ ଧଳାଫୁଲ ଲାଗି ହେଉଥିବା ବେଳେ ବର୍ଷକରେ ମାତ୍ର ଗୋଟିଏ ଦିନ ଠାକୁରଙ୍କ ରତ୍ନସିଂହାସନକୁ ମନ୍ଦାରମାଳ ଯାଇଥାଏ। ରାମଙ୍କ ବନବାସ ବେଳେ ଦେବୀ ସୀତାଙ୍କୁ ରାବଣ ଅପହରଣ କରିନେଇଥିଲା। ରାମ…

ସନ୍ଧ୍ୟାଧୂପରେ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କ ଉପାସନା ପ୍ରଚଳିତ। ଏହା ମଧ୍ୟ ଆମ ସନାତନ ପରମ୍ପରା ସ୍ବୀକୃତ। ଓଡ଼ିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ। ଲୋକ…

ରଥରେ ସଙ୍ଖୁଡ଼ି ଭୋଗ

ମହାପ୍ରଭୁଙ୍କ ରଥଯାତ୍ରାରେ ହୋଇଥାଏ ସଙ୍ଖୁଡି ଭୋଗ । ରଥ ଟଣା ସମୟରେ ଯେଉଁଠି ସନ୍ଧ୍ୟା ହୋଇଯାଏ ରଥ ସେହିଠାରେ ଅଟକି ରହେ। ସେଠାକୁ ଭୋଗ ସାମଗ୍ରୀମାନ ଅଣାଯାଇ ଶ୍ରୀମନ୍ଦିର ବଡସୁଆରଙ୍କ ଦ୍ୱାରା ଭୋଗ ପ୍ରସ୍ତୁତ କରାଯାଇ ରଥ ଉପରେ ମଣୋହି କରାଯାଏ।…

ଚର୍ଚ୍ଚିତ ସ୍ଥାନ ବଳଗଣ୍ଡି

ବଡଦାଣ୍ଡର ଅନ୍ୟତମ ଚର୍ଚ୍ଚିତ ସ୍ଥାନ ବଳଗଣ୍ଡି। ଅଧୁନା ବଡ ଦାଣ୍ଡରେ ଲୁପ୍ତ ନଦୀଟି ବଳଗଣ୍ଡିରୁ ବଡଶଙ୍ଖ ମଧ୍ୟରେ ପ୍ରବାହିତ ହୋଇଥିଲା। ମାଦଳା ପାଞ୍ଜିରେ ଥିବା ସୂଚନା ଅନୁସାରେ ସମ୍ଭବତଃ ଏଇଠି କେଉଁଠି ବଳିବାମନ ପୂଜା ପାଇଁ ତିନି ମାଢ଼ (ସେ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?