ପୁରୀ

ଶେଷ ହେଲା ବୈଠକ: ସର୍ବନିମ୍ନ ସେବାୟତଙ୍କ ଦ୍ୱାରା ଶ୍ରୀଜିଉଙ୍କ ସ୍ନାନଯାତ୍ରା ହେବା ନେଇ ଆଲୋଚନା, ୨୫ ସୁଦ୍ଧା ଦେବେ ତାଲିକା

ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ସମ୍ଭାବନା ବଢ଼ିଛି। ଗୁରୁବାର ୧୦ ନିଯୋଗ ସହ ବୈଠକ ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଏନେଇ ସୂଚନା ଦେଇଛନ୍ତି। ସର୍ବନିମ୍ନ ସେବାୟତରେ କିଭଳି ସ୍ନାନଯାତ୍ରା କରିହେବ ସେ ନେଇ ଆଲୋଚନା ହୋଇଥିବା…

ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ଗୁରୁବାର ୧୦ଟି ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର…

କାକଟପୁର ମଙ୍ଗଳା ମନ୍ଦିରରୁ ଉଡ଼ିଗଲା ବାନା

କାକଟପୁର,୨୧।୫(ଡି.ଏନ.ଏ): ବାତ୍ୟା ଅମ୍ଫନ ପ୍ରଭାବରେ ବୁଧବାର କାକଟପୁରର ମା’ ମଙ୍ଗଳା ମନ୍ଦିର ଚୂଡ଼ରେ ଲାଗିଥିବା ବାନା ଉଡ଼ିଯାଇଛି। ମଙ୍ଗଳବାର ରାତିରୁ ବାତ୍ୟା ଯୋଗୁ ବର୍ଷା ପବନ ଲାଗିରହିଥିବାବେଳେ ମଙ୍ଗଳବାର ସକାଳେ ମନ୍ଦିର ପୂଜକ ଓ ସ୍ଥାନୀୟ ଲୋକେ ମା’ଙ୍କ ମନ୍ଦିରରେ ଲାଗିଥିବା…

୭ଶହ ହେକ୍ଟର ଧାନ ଫସଲ କ୍ଷତିଗ୍ରସ୍ତ

ପୁରୀ ଅଫିସ/ କୋଣାର୍କ (ଡି.ଏନ୍‌.ଏ),୨୧।୫: ପୁରୀ ଜିଲାରେ ସାମୁଦ୍ରିକ ବାତ୍ୟା ଅମ୍ଫନର ପ୍ରଭାବ ପଡ଼ିଛି। ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଅଞ୍ଚଳର ଅନେକ ଜାଗାରେ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଛି। କେତେକ କଚ୍ଚାଘର ବି କ୍ଷତି…

କଣ୍ଟେନମେଣ୍ଟ ଜୋନ୍‌ରୁ ହଟିଲା ରେଣୁକା ଗଳି

ପୁରୀ ଅଫିସ,୨୧।୫: ପୁରୀ ସହରସ୍ଥ ରେଣୁକା ଗଳି ଅଞ୍ଚଳରୁ ଗତ ୧୦ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୋଟିଏ ପରିବାର ଦୁଇ ସଦସ୍ୟ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ଅଞ୍ଚଳକୁ ବିଶୋଧନ କରାଯାଇଥିଲା।…

ସ୍ନାନଯାତ୍ରା ପ୍ରସ୍ତୁତି : ଆଜି ୧୦ ନିଯୋଗ ସହ ବୈଠକ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ତାରିଖରେ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ ସେ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୨ ତାରିଖରେ…

ପୁରୀରେ ‘ଅମ୍ଫନ୍‌’ ପ୍ରଭାବ: ସମୁଦ୍ର ଅଶାନ୍ତ; କାକଟପୁର ବ୍ଲକରେ ସର୍ବାଧିକ ୧୬୧ ମିମି ବର୍ଷା; ଭାଙ୍ଗିଲା ଗଛ, ପାନବରଜ ନଷ୍ଟ

ପୁରୀ ଅଫିସ,୨୦।୫: ପୁରୀରେ ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହିଥିବା ବେଳେ ଅପରାହ୍ନରୁ ହାଲକା ପବନ ବର୍ଷା ଆରମ୍ଭ ହୋଇଥିଲା। ରାତି ତମାମ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ବୁଧବାର ସକାଳେ…

ପୁରୀରେ ନୂଆ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୨୦।୫: ପୁରୀରେ ପୁଣି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି। ଏଥି ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ୪୩ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନୂଆ…

ବଉଲାଙ୍ଗ ପଞ୍ଚାୟତ ଶଟଡାଉନ୍‌ କଲେ ସରପଞ୍ଚ

ଗୋପ,୧୯।୫(ଡି.ଏନ୍‌.ଏ.): ପୁରୀ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏ ନେଇ ଜିଲାବାସୀ ଭୟରେ ଥିବାବେଳେ ଗୋପ ବ୍ଲକ ଅଞ୍ଚଳରେ ପୁଣି ୪ ସୁରଟ ଫେରନ୍ତାଙ୍କ ପଜିଟିଭ ବାହାରିଥିବା ବିଡିଓ ଦୀପ୍ତିରାଣୀ ଦାସ ସୂଚନା…

୪୨ ତୁମ୍ବର ବିନ୍ଧ, ୨୪ ଚକ କାମ ଶେଷ

ପୁରୀ ଅଫିସ, ୧୯ା୫: ଶ୍ରୀନହର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସୋମବାର ସୁଦ୍ଧା ସମସ୍ତ ୪୨ ତୁମ୍ବର ବିନ୍ଧ କାମ ଶେଷ ହୋଇଛି। ତିନିରଥର ୨୪ଟି ଚକ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ଏଥିମଧ୍ୟରେ ନନ୍ଦିଘୋଷ ରଥର ୯ଟି, ତାଳଧ୍ୱଜ ରଥର…

ପୁରୀରେ ହାଲ୍‌କା ବର୍ଷା, ପବନ: ରଥଖଳାରେ ଚାଲିଛି କାମ

ପୁରୀ ଅଫିସ,୧୯ା୫: ବାତ୍ୟା ‘ଅମ୍ଫନ’ ପ୍ରଭାବରେ ପୁରୀରେ ହାଲ୍‌କା ବର୍ଷା, ପବନ ଆରମ୍ଭ ହୋଇଛି । ମଙ୍ଗଳବାର ସକାଳୁ ଆକାଶ ମେଘାଛନ୍ନ ରହିଥିବା ବେଳେ ୯ଟା ବେଳକୁ ଝିପିଝିପି ବର୍ଷା ହୋଇଥିଲା। କିଛି ସମୟପରେ ବର୍ଷା ବନ୍ଦ ହୋଇଯାଇଥିଲା। ପୂନର୍ବାର ମଧ୍ୟାହ୍ନ…

କଣ୍ଟାକ୍ଟ ଟ୍ରେସିଂ ପାଇଁ ଘାଣ୍ଟି ହେଉଛି ପ୍ରଶାସନ

ପୁରୀ ଅଫିସ,୧୯ା୫: ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀ ପୋଲିସ ଏବଂ ପ୍ରଶାସନର ଚିନ୍ତା ବଢିଯାଇଛି। ଚିହ୍ନଟ ପୂର୍ବରୁ ଅଭିଯୁକ୍ତ ଜଣକ ଥାନା, ଡାକ୍ତରଖାନା, କୋର୍ଟ, ଜେଲ୍‌ ସମେତ ବିଭିନ୍ନ ସ୍ଥାନକୁ ଯାଇଛନ୍ତି। ତାଙ୍କ ସଂସ୍ପର୍ଶରେ ବହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri