ପୁରୀ

ସୁପ୍ରିମକୋର୍ଟଙ୍କ ସର୍ତ୍ତ ମୂତାବକ ପାଳନ କରାଯିବ ରଥଯାତ୍ରା: ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ବସୁଛି ଘନ ଘନ ବୈଠକ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଓ ନୀଳାଦ୍ରି ଭକ୍ତ ନିବାସରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ଅପରାହ୍ନରେ ପୁଣି ବସିଛି ଏକ ଜରୁରୀ…

ରଥଯାତ୍ରା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ: ପୁରୀ ଜିଲାପାଳ

ପୁରୀ ଅଫିସ୍‌,୨୨।୬: ସୁପ୍ରିମକୋର୍ଟରେ ଚାଲିଛି ରଥଯାତ୍ରାର ଶୁଣାଣି। ସକରାତ୍ମକ ଫଳାଫଳ ଆସିବ ବୋଲି ଭକ୍ତଙ୍କ ମହଲରେ ବେଶ୍‌ ଉତ୍ସାହ ଖେଳିଯାଇଛି। ତେଣୁ ସମୟ ବହୁତ କମ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରାଯାଇଛି। ସୋମବାର ଅପରାହ୍ନଣରେ…

ବଡ଼ଦାଣ୍ଡରୁ ହଟୁଛନ୍ତି ଉଠାଦୋକାନୀ

ପୁରୀ ଅଫିସ, ୨୨।୬: ରଥଯାତ୍ରାକୁ ନେଇ ଗୋଟିଏ ପରେ ଗୋଟିଏ ବାଟ ଫିଟୁଥିବା ବେଳେ ଅନ୍ୟପଟେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଛି। ସିଂହଦ୍ୱାରଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ ଦାଣ୍ଡର ଉଭୟ ପାର୍ଶ୍ୱରେ ବସିଥିବା ଉଠାଦୋକାନୀ ଏବଂ ଅସ୍ଥାୟୀ କ୍ୟାବିନକୁ…

ଅମିତ ଶାହଙ୍କ ସହ କଥା ହେଲେ ଗଜପତି ମହାରାଜା

ପୁରୀ ଅଫିସ୍‌,୨୨।୧: ପୁରୀ ରଥଯାତ୍ରା ହେବ କି ନାହିଁ ସେନେଇ ସୁପ୍ରିମକୋଟ୍‌ଙ୍କ ରାୟ ଆଜି ଆସିବ। ରାୟ ଆସିବା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଫୋନରେ କଥା ହୋଇଛନ୍ତି ପୁରୀ ଗଜପତି ମହାରାଜା। ଏନେଇ ଟୁଇଟ୍‌ ଯୋଗେ…

୩ ରଥରେ ବିଜେ ହେଲା ଆଜ୍ଞାମାନ

ପୁରୀ ଅଫିସ, ୨୨।୬: ମଙ୍ଗଳବାର ରଥଯାତ୍ରା। ଗୋଟିଏପଟେ ସୁପ୍ରିମକୋର୍ଟରେ ରଥଯାତ୍ରାକୁ ନେଇ ଜଣିକିଆ ଖଣ୍ଡପୀଠରେ ଶୁଣାଣି ଚାଲିଥିବା ବେଳେ ଅନ୍ୟପଟେ ତିନି ରଥକୁ ଆଜ୍ଞାମାଳ ବିଜେ ହୋଇଛି। ତିନିଜଣ ପୂଜା ପଣ୍ଡା ସାମନ୍ତ ସୋମବାର ପୂର୍ବାହ୍ନ ୧୧ଟା ୨୫ରେ ଘଣ୍ଟଘଣ୍ଟା, ଛତ୍ରି…

ଆଜି ପୂର୍ବାହ୍ନ ୧୧ଟାରେ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ ହୋଇଛି। ୧୬ରୁ ଊର୍ଦ୍ଧ୍ୱ ଆବେଦନଗୁଡ଼ିକର ସୋମବାର ଶୁଣାଣି ହେବ। ବିଚାରପତି ଏସ୍‌.ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ…

ଆଜିି ଆଜ୍ଞାମାଳ ବିଜେ

ପୁରୀ ଅଫିସ,୨୨।୬: ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇନି। ଏଥର ବଡ଼ଦାଣ୍ଡରେ ରଥ ଗଡ଼ିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ମାତ୍ର ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ପରେ ରାୟର ପୁନର୍ବିଚାର ପାଇଁ ସୁପ୍ରିମ୍‌କୋର୍ଟରେ ଏକାଧିକ ରିଭ୍ୟୁ…

ରଥଯାତ୍ରା ପ୍ରସଙ୍ଗ: ପ୍ରାୟୋଜିତ ଯୋଜନା କହିଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୨।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ରଖିବା ଲାଗି ଶୁକ୍ରବାର ସୁପ୍ରିମ୍‌କୋର୍ଟ ରାୟ ଦେଇଥିଲେ। ଏହି ରାୟ ପରେ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ…

କାଠଗଡ଼ାରେ ରଥଯାତ୍ରା ଭାଗ୍ୟ, ରାୟ ଅପେକ୍ଷାରେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୨।୬: ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବ ନାହିଁ ରଥ। ସର୍ବୋଚ୍ଚ ଅଦାଲତଙ୍କ ଏହି ରାୟକୁ ରାଜ୍ୟ ସରକାର ସ୍ବାଗତ କରିଛନ୍ତି। ହେଲେ ଏହାକୁ ଗ୍ରହଣ କରିପାରୁ ନାହାନ୍ତି କୋଟି କୋଟି ଜଗନ୍ନାଥ ପ୍ରେମୀ। ସୁପ୍ରିମକୋର୍ଟଙ୍କ ରାୟର ପୁନର୍ବିଚାର…

ଭକ୍ତଶୂନ୍ୟ ରଥଯାତ୍ରା ପାଇଁ କୋର୍ଟଙ୍କ ଆଗରେ ଯୁକ୍ତି ରଖନ୍ତୁ ସରକାର: ପୁରୀ ବିଧାୟକ

ପୁରୀ ଅଫିସ୍‌,୨୧।୬: ଭକ୍ତଶୂନ୍ୟ ରଥଯାତ୍ରା କିପରି ହୋଇପାରିବ ସେନେଇ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ। ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାହା ଦ୍ୱାରା କୋଟି…

ସୁପ୍ରିମକୋର୍ଟଙ୍କ ରାୟ ନେଇ ଶଙ୍କରାଚାର୍ଯ୍ୟଙ୍କ ଉଦ୍‌ବେଗ: ‘ରଥଯାତ୍ରା ବନ୍ଦ ପାଇଁ ଏହା ସୁଚିନ୍ତିତ ଯୋଜନା’

ପୁରୀ ଅଫିସ, ୨୧।୬: ଚଳିତ ବର୍ଷ ବଡ଼ଦାଣ୍ଡରେ ଗଡ଼ି ପାରିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ନେଇ ରଥଯାତ୍ରା ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନ୍ୟାୟକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଗୋବର୍ଦ୍ଧନ…

ପୁରୀରୁ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪କୁ ବୃଦ୍ଧି

ପୁରୀ ଅଫିସ,୨୧।୬: ପୁରୀ ଜିଲାରୁ ରବିବାର ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩ ଆକ୍ରାନ୍ତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ୍‌ ସଂଖ୍ୟା ୨୧୪ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୧୫ ଜଣ ସୁସ୍ଥ ହୋଇଥିଲା ବେଳେ ୯୮ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?