ପୁରୀ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ ଅନୁମୋଦନ…

ଅଟକିଯାଇନି ରଥ କାମ: ମହାରଣା ସେବକଙ୍କ ବିଶ୍ୱାସ ‘ମହାପ୍ରଭୁ ଚାହିଁଲେ ସବୁକିଛି ଓଲଟପାଲଟ ହୋଇଯିବ’

ପୁରୀ ଅଫିସ,୧୯ା୬: ଚଳିତବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମ୍‌କୋର୍ଟ ରାୟ ଶୁଣାଇଛନ୍ତି। ହେଲେ ଏହି ରାୟ ପରେ ବିଭିନ୍ନ ମହଲରେ କ୍ଷୋଭ ସୃଷ୍ଟି ହୋଇଛି । ବଡ଼ଦାଣ୍ଡରେ ଗଡ଼ିବନି ମହାପ୍ରଭୁଙ୍କ ରଥ ଏହାକୁ କେହି ଗ୍ରହଣ କରିପାରୁ ନାହାନ୍ତି ।…

ଶ୍ରୀନଅର ବୀଜେ ହେଲା ଖଡ଼ିପ୍ରସାଦ

ପୁରୀ ଅଫିସ,୨୦।୬: ଦତ୍ତ ମହାପାତ୍ର ସେବକମାନେ ଶନିବାର ନିଜ ଘରୁ ଶ୍ରୀମନ୍ଦିରକୁ ଖଡ଼ିପ୍ରସାଦ ବିଜେ କରାଇଥିଲେ। ପତି ମହାପାତ୍ର ସଂସ୍କାର କରିବା ପରେ ମହାପ୍ରଭୁଙ୍କୁ ଖଡିପ୍ରସାଦ ଲାଗୁ ହୋଇଥିଲା। ପୂର୍ବାହ୍ନରେ ଦତ୍ତ ମହାପାତ୍ର ଏବଂ ଦଇତାପତି ସେବକ ଶ୍ରୀନଅରକୁ ଖଡ଼ି ପ୍ରସାଦ…

ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍‌: ସହରକୁ ଶଟ୍‌ଡାଉନ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ ୨ଟି ମୋଡିଫିକେଶନ ପିଟିସନ ଦାୟର ହୋଇଛି। ଅନ୍ୟ ସବୁଠି ରଥଯାତ୍ରା ବନ୍ଦକରି କେବଳ ପୁରୀ…

ରଥଯାତ୍ରା ଅନୁମତି ପାଇଁ ସିଂହଦାର ସମ୍ମୁଖରେ ସେବାୟତଙ୍କ ନୀରବ ପ୍ରତିବାଦ

ପୁରୀ ଅଫିସ, ୨୦।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିପାରିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏହି ରାୟ ଦେବା ପରେ ଭକ୍ତ ଓ ସେବାୟତଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କ ରାୟର ପୁନର୍ବିଚାର…

ପୁରୀ ବନ୍ଦ ପ୍ରଭାବ ଶୂନ୍ୟ

ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି କେତୋଟି…

ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି…

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହିଁ। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ। ଯେହେତୁ…

ଶ୍ରୀମନ୍ଦିର ଭିତରେ ହେବ ବିଧିରକ୍ଷା

ପୁରୀ ଅଫିସ,୧୯।୬: ରଥଯାତ୍ରା ବନ୍ଦ ପ୍ରସଙ୍ଗକୁ ନେଇ ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କମିଟି ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମହାମାରୀ କରୋନା ସଂକ୍ରମଣ ଯୋଗୁ…

ସୁପ୍ରିମକୋର୍ଟଙ୍କ ରାୟର ପୁନର୍ବିଚାର ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୧୯।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଜଗନ୍ନାଥପ୍ରେମୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପଇଛି। ଭକ୍ତ, ସେବାୟତ କେହି ଏହି ରାୟକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ତେବେ ଏ…

ରଥଯାତ୍ରା ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୧୯।୬: ରଥଯାତ୍ରା ବନ୍ଦ ରାୟ ପରେ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ପରେ କିପରି ରଥଯାତ୍ରା ପରମ୍ପରାକୁ ବଜାୟ ରଖିହେବ ସେ ନେଇ ଶୁକ୍ରବାର ଶ୍ରୀମନ୍ଦିର ପରିଚାଳନା କମିଟିର…

ରଥଯାତ୍ରା ଆୟୋଜନ ଦାବିରେ ୬ ଘଣ୍ଟିଆ ପୁରୀ ବନ୍ଦ

ପୁରୀ ଅଫିସ, ୧୯।୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଓ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଛି। ତେବେ ଏହାର ଆଂଶିକ ପ୍ରଭାବ ପୁରୀ ସହରରେ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?