ପୁରୀ

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି। ଏହି ଘଟଣା ୩ ନମ୍ବର ପ୍ଲାଟଫର୍ମ ନିକଟରେ ଘଟିଛି। ସୌଭାଗ୍ୟବଶତଃ ଟ୍ରେନ ଧିର…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି ପାଇଛି। ଏହାକୁ ଲକ୍ଷ୍ୟ ରଖି ମନ୍ଦିର ଓ ଏହାର ପାଶର୍‌ବବର୍ତ୍ତୀ ଅଞ୍ଚଳର ବିକାଶ…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ ବଡ଼ ସଫଳତା ମିଳିଛି। ମାମଲାର ୨୪ ଘଣ୍ଟା ନ ପୁରୁଣୁ ମାମଲାର ମୁଖ୍ୟ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ ବେହେରା, ଅମର ବେହେରା ଏବଂ ଓମ କୁମାରପୁର ଗ୍ରାମ ନିକଟ ଶ୍ୟାମାକାଳୀ ବାହାର…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ ଗାଧୋଉଥିବା ସମୟରେ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର ବ୍ୟକ୍ତିଙ୍କୁ ‘ଜଗନ୍ନାଥ ମନ୍ଦିର ସ୍କ୍ବାଡ୍‌୍‌’ରେ ନିଯୁକ୍ତି ଦିଆଯିବ। ଏହି ପତ୍ରରେ ଶ୍ରୀମନ୍ଦିର ମୁଖ୍ୟ…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର ଲକ୍ଷ୍ମୀ ପୂଜା କରି ଧାରଣାରେ ବସିଥିବାର ନଜିର ରହିଛି। ମାତ୍ର ସରକାର କେବଳ…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (CDA)ଙ୍କ ମିଳିତ ସହଯୋଗରେ ନୀଳାମ୍ବୁ ଚିଲିକା ଅଞ୍ଚଳରୁ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା କାଳ । ସୂଚନା ଅନୁସାରେ, ସେ ପ୍ରତିଦିନ ଭଳି ଗୁରୁବାର ମଧ୍ୟ ସକାଳୁ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ ନୃତ୍ୟ ପରିଷଦ’ର କଳାକାରମାନେ ଗୌରବାର୍ଜନ କରିବା ସହ ସମ୍ବର୍ଦ୍ଧିତ ହୋଇଛନ୍ତି। ଚଳିତ ମାସ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଜଣେ ମହିଳା ଇନ୍ସିପେକ୍ଟରଙ୍କ ସହିତ ଆଉ ଜଣେ ଇନି୍ସପେକ୍ଟର ଓ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?