ପୁରୀ

ତାମିଲନାଡୁରେ ଫସିଛନ୍ତି ୩୦ ଶ୍ରମିକ: ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କୃଷ୍ଣପ୍ରସାଦ,୧୭।୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସୋସିଆଲ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି ଚାଲିଛି ଠିକ୍‌ ଏହି ସମୟରେ ସମ୍ଭାବ୍ୟ ବାତ୍ୟା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ତେବେ କରୋନା…

ସ୍ନାନପୂର୍ଣ୍ଣିମାଦିନ ହୋଇପାରେ ଅଣସର ନୀତି

ପୁରୀ ଅଫିସ,୧୭।୫: ଦୀର୍ଘବର୍ଷ ହେଲା ସ୍ନାନପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କ ଅଣସର ନୀତି ହୋଇପାରୁନାହିଁ। ଦାରୁବିଗ୍ରହ ସ୍ନାନମଣ୍ଡପରୁ ଅଣସର ପିଣ୍ଡିକୁ ବିଜେ କରିବାରେ ବିଳମ୍ବ ଯୋଗୁ ସେହିଦିନ ଅଣସର ନୀତି କରିବା ସମ୍ଭବହୋଇ ନ ଥାଏ। ତା’ ପରଦିନଠାରୁ ଅଣସର ଘରେ ଦାରୁଦିଅଁଙ୍କ…

ଜୁନ୍‌ ୨୩ରେ ରଥଯାତ୍ରା: ପ୍ରସ୍ତୁତ ହେଲାଣି ୧୫ ଚକ

ପୁରୀ ଅଫିସ,୧୭।୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ ଆଗେଇ ଚାଲିଛି। ବିଳମ୍ବରେ କାମ ଆରମ୍ଭ ହୋଇଥିବାରୁ କିପରି ଠିକଣା ସମୟରେ ତିନିରଥ ପ୍ରସ୍ତୁତ ହୋଇଯିବ ସେଥିପାଇଁ ଦିନରାତି ଲାଗିପଡ଼ିଛନ୍ତି ରଥ ନିର୍ମାଣରେ ସମ୍ପୃକ୍ତ…

ତାମିଲନାଡୁରେ ଫସିଛନ୍ତି ୩୦ ଓଡ଼ିଆ ଶ୍ରମିକ

କୃଷ୍ଣପ୍ରସାଦ,୧୬ା୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସୋସିଆଲ…

ପୁରୀରେ ପୁଣି ୪ ନୂଆ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ଅସ୍ତରଙ୍ଗ, କାକଟପୁର ବ୍ଲକର; କ୍ୱାରାଣ୍ଟାଇନ୍‌ରେ ଥିଲେ

ପୁରୀ ଅଫିସ,୧୬।୫: ପୁରୀ ଜିଲାରେ ପୁଣି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଏବେ ୧୭ ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସିତ…

୧୨ ଚକ, ୨୨ ଜଳଯନ୍ତ୍ର ନିର୍ମାଣ ଶେଷ

ପୁରୀ ଅଫିସ,୧୬ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ନଜରରେ ରଖି ଚଳଚଞ୍ଚଳ ହୋଇଛି ରଥଖଳା। ତିନି ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ଦ୍ରୁତଗତିରେ ରଥ ନିର୍ମାଣ କାମ ଆଗେଇ ଚାଲିଛି। ଶୁକ୍ରବାର ଭଉଁରି ଅବସରରେ ପରମ୍ପରା ଅନୁଯାୟୀ, ତିନିରଥର ୬ଟି ଚକରେ…

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ ତଳେ ଅର୍ଥାତ୍‌ ୨୦୧୯ ମେ ୩ ତାରିଖରେ ପୁରୀ ଜିଲାରେ ବାତ୍ୟା ଫନୀ ତାଣ୍ଡବ…

କରୋନା ସଚେତନ ହେଲେ ଦଇତାପତି ସେବକ

ପୁରୀ ଅଫିସ,୧୫ା୫: ଆଗକୁ ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରା। ଏହାକୁ ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବାକୁ ହେଲେ ସମ୍ପୃକ୍ତ ସେବକମାନଙ୍କୁ ଏବେଠାରୁ କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବାକୁ ହେବ। ତେଣୁ ଆଗୁଆ ସତର୍କତା ଅବଲମ୍ବନ କରିଛି ଶ୍ରୀମନ୍ଦିର…

୧୮୮ ସେବକଙ୍କ ସ୍ବାବ୍‌ ସଂଗ୍ରହ ଶେଷ

ପୁରୀ ଅଫିସ,୧୫ା୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ସରକାରଙ୍କ କୋଭିଡ ନିର୍ଦ୍ଦେଶାବଳୀକୁ ଅନୁପାଳନ କରି ଯେପରି ଠିକ୍‌ ସମୟରେ ରଥ ପ୍ରସ୍ତୁତ ହୋଇପାରିବ ତାହାର…

ଗାଁ ମାଟିରେ ସଂଗ୍ରାମୀ ଭବାନୀ ଚରଣଙ୍କ ଶେଷକୃତ୍ୟ ସମ୍ପନ୍ନ

ନିମାପଡ଼ା,୫।୫(ଡି.ଏନ୍‌.ଏ.): ଓଡ଼ିଶାର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ, ଗାନ୍ଧୀବାଦୀ ନେତା, ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କର ଶେଷକୃତ୍ୟ ପୈତୃକ ଗ୍ରାମ ନିମାପଡ଼ାର ଗଡ଼ଅଣ୍ଢିଆ ଗ୍ରାମ ଶ୍ମଶାନରେ ପୂର୍ଣ୍ଣ ରାଷ୍ଟୀୟ ମର୍ଯାଦା ସହ ସମ୍ପନ୍ନ ହୋଇଛି। ବଡ଼ପୁଅ ସୁବାସ ମୁଖାଗ୍ନୀ ଦେଇଛନ୍ତି। ଏହି ସମୟରେ ନିମାପଡ଼ାର…

ପୁରୀରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ : ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୪ ଛୁଇଁଲା

ପୁରୀ ଅଫିସ, ୧୫।୫: ପୁରୀ ଜିଲାରେ ଶୁକ୍ରବାର ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri