ପୁରୀ

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଏଥିପାଇଁ ବିଭିନ୍ନ ଚେରମୂଳିରୁ ଶ୍ରୀଅଙ୍ଗ ସୁସ୍ଥ ଲାଗି ପଥି ପ୍ରସ୍ତୁତ କରାଯାଉଛି।…

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ ପାର୍ଶ୍ୱ ଦେବୀଦେବଙ୍କୁ ଜଳଯନ୍ତ୍ରରେ ସେଟ୍‌ କରାଯାଇ ଶିଖର ଡମ୍ବରୁ ଫିଟିଂ କରାଯାଇଛି। ପ୍ରତିରଥରେ ୧୧…

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ପ୍ରଶାସନ ପକ୍ଷରୁ ତ୍ୱରିତ୍ୱ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟ ସମେତ ଏହାର ଆଖପାଖ…

୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ ଓ ଗଡ଼ିଶାଗୋଦା ଥାନାର ୧୧ଜଣ ପୋଲିସ କର୍ମଚାରୀଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଠାଇ…

ଶହୀଦ ଯବାନଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ଦୀପଦାନ

ପୁରୀ ଅଫିସ, ୧୭।୬: ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ୨ ଓଡ଼ିଆଙ୍କ ସମେତ ୨୦ ଯବାନ ଶହୀଦ ହୋଇଛନ୍ତି। ଭାରତ ମାତାର ସୁରକ୍ଷା ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପୁରୀବାସୀଙ୍କ…

କରୋନା ପାଇଁ ପୁରୀ କୋର୍ଟ ବନ୍ଦ

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ କୋର୍ଟର ଜଣେ ଓକିଲ ଏବଂ ଜଣେ ମୋହରିର ଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟକୁ…

ଲୋକଙ୍କୁ କରାଉଥିଲେ କରୋନା ସଚେତନ, ନିଜେ ହୋଇଗଲେ କରୋନା ରୋଗୀ; ବ୍ରହ୍ମଗିରି ଗାଁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍

ବ୍ରହ୍ମଗିରି,୧୭ା୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ଜଣେ ବରିଷ୍ଠ ଆଇନଜୀବୀଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ବୁଧବାର ବ୍ରହ୍ମଗିରି ଗାଁକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ । ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆଇନଜୀବୀ…

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୮୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ୮୫ଜଣ…

ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ କରିଛନ୍ତି।…

ରଥରେ ଲାଗିଲା କଳସ, ଓଲଟ ଶୁଆ

ପୁରୀ ଅଫିସ,୧୬ା୬: ରଥଯାତ୍ରା ପାଇଁ ଚାଲିଥିବା ତିନିରଥ ନିର୍ମାଣ କାମ ସରି ସରି ଆସୁଛି। ରଥଖଳାରୁ କାମ ପ୍ରାୟ ଶେଷ ହୋଇଥିବାବେଳେ ଏବେ ରଥ ଉପରେ ଅଳ୍ପ କିଛି କାମ କରାଯାଉଛି। ମଙ୍ଗଳବାର ତିନିରଥରେ କଳସ, ଅଁଳା ସହ ଓଲଟ ଶୁଆ…

ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍‌ ଉଠାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠାଦୋକାନୀମାନଙ୍କୁ କ୍ୟାବିନ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି।…

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଏଭଳି ଆଶା ଆଶଙ୍କା ଲାଗି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?