ପୁରୀ

ମେ ୮ରୁ ପୁରୀ ଜିଲାରେ ରବି ଧାନ ସଂଗ୍ରହ

ପୁରୀ ଅଫିସ, ୨୮ା୪: ଆସନ୍ତା ମେ ୮ ତାରିଖରୁ ପୁରୀ ଜିଲାର ଚାଷୀଙ୍କଠାରୁ ରବି ଧାନ ସଂଗ୍ରହ କରାଯିବ। ଏହି ଧାନ ସଂଗ୍ରହ କିପରି ସୁରୁଖୁରରେ ହେବ ସେ ନେଇ ମଙ୍ଗଳବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ…

କ୍ବାରାଣ୍ଟାଇନ ସେଣ୍ଟର ବୁଲିଲେ ବିଧାୟକ

ପୁରୀ ଅଫିସ,୨୮ା୪: ପୁରୀ ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ମୁକାବିଲା ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହାର ତଦାରଖ କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ବିଧାୟକ ଷଡ଼ଙ୍ଗୀ ମଙ୍ଗଳବାର ଗୋପୀନାଥପୁର, କାଶୀହରିପୁର, ହରେକୃଷ୍ଣପୁର, ତଳଜଙ୍ଗ ଓ ମାଳତୀପାଟୁପର ପଞ୍ଚାୟତ…

ପୁରାତନ ଛାତ୍ର ସଂସଦ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

କୋଣାର୍କ,୨୮।୪(ଡି.ଏନ୍‌.ଏ.): କୋଣାର୍କସ୍ଥିତ କୋଣାର୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦିଲୀପ କୁମାର ଦାସ, ବିଜୟ ରାୟ ଓ କୈଳାସ ଚନ୍ଦ୍ର ରାୟଙ୍କ ଆର୍ଥତ୍କ ପ୍ରୋତ୍ସାହନ ଓ ପ୍ରେରଣାରେ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ପକ୍ଷରୁ ଗରିବମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ସଂସଦର…

ଜନ୍ମଦିନ ସଂଚିତ ଅର୍ଥ ଦାନ କଲେ ୪ ବର୍ଷିୟା ସୁହାନି

ଗୋପ,୨୮ା୪(ଡି.ଏନ.ଏ): କରୋନା ମୁକାବିଲା ପାଇଁ ସଂଗଠନ, ବିଶିଷ୍ଟ ବ୍ୟକ୍ତି ସରକାର ପାଣ୍ଠିକୁ ସହାୟତା କରୁଥିବାବେଳେ ମଙ୍ଗଳବାର ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳର ୪ ବର୍ଷିୟା ଶିଶୁକନ୍ୟା ସୁହାନି ନିଜ ଜନ୍ମଦିନ ପାଇଁ ସଞ୍ଚୟ କରି ରଖିଥିବା ଅର୍ଥକୁ ମୁଖ୍ୟମନ୍ତ୍ରୀ ରିଲିଫ…

୩୦୦ ପରିବାରକୁ ରାଶନ ସାମଗ୍ରୀ ବଣ୍ଟନ

ପିପିଲି,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକ ଅଧୀନ ତେଇସିପୁର ପଞ୍ଚାୟତର ନୂଆଗୋଡି ଗ୍ରାମରେ ଦିଗମ୍ବର ଜୈନ ସମାଜ ସଂଗଠନ ପକ୍ଷରୁ ଲକଡାଉନ ଯୋଗୁ ଅସୁବିଧାରେ ଥିବା ୩୦୦ ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ଏହି ସଂଗଠନର ସଦସ୍ୟ ସୌରଭ ଜୈନ ଓ…

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ…

ମାସ୍କ ବାଣ୍ଟି ସଚେତନ କଲେ ପୋଲିସ

ପିପିଲି,୨୮।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାରଙ୍କ ବିଭିନ୍ନ ପଦକ୍ଷେପମାନ ଜାରି କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଘରେ ରୁହ ସୁରକ୍ଷିତ ରୁହ, ମାସ୍କ ବ୍ୟବହାର, ବାହାରେ ଛେପ ନ ପକାଇବା ଏବଂ ସାମାଜିକ ଦୂରତ୍ୱ ବଜାୟ ରଖିବା…

ଲକ୍‌ଡାଉନରେ ବେଆଇନ ନିଶା କାରବାର : ୪୪ କିଗ୍ରା ଗଞ୍ଜେଇ ସହ କାର୍‌ ଜବତ, ଚାଳକ ଗିରଫ

ପୁରୀ ଅଫିସ, ୨୮ା୪: କରୋନା ମୁକାବିଲା ପାଇଁ ବର୍ତ୍ତମାନ ଲକ୍‌ଡାଉନ ଚାଲିଛି। ଏହି ପ୍ରାଣଘାତୀ ଭୂତାଣୁ କବଳରୁ କିପରି ନିସ୍ତାର ମିଳିବ ସେଥିପାଇଁ ସମସ୍ତେ ଚିନ୍ତିତ ଥିବାବେଳେ କେତେଜଣ ମୁନାଫାଖୋର ବ୍ୟକ୍ତି ଏହି ସମୟରେ ବେଆଇନ ନିଶା କାରବାର ଜାରି ରଖିଛନ୍ତି।…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପେଣ୍ଠପଡ଼ା ସାମାଜିକ କର୍ମୀ

ସାକ୍ଷୀଗୋପାଳ, ୨୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ପଞ୍ଚାୟତର ସାମାଜିକ କର୍ମୀ ଏହି ଆୟୋଜନ କରିଥିଲେ। ଏହି ଅସରରେ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ କୁମାର…

ରଥଖଳା ଶୁନ୍‌ଶାନ୍‌: କାଠ ଉପରେ ପଡୁନି ବାରିସି ଚୋଟ

ପୁରୀ ଅଫିସ,୨୭ା୪: ରଥଖଳା ସମ୍ପୂର୍ଣ୍ଣ ପ୍ରସ୍ତୁତ ସରିଛି। ରଥକାଠ ବି ପଡ଼ିରହିିଛି। ହେଲେ ରଥଖଳାରେ ଦେଖାନାହାନ୍ତି ମହାରଣା ସେବକ କି ଭୋଇ ସେବକ। ଶୂନ୍‌ଶାନ୍‌ ହୋଇପଡ଼ିିଛି ରଥଖଳା। ମହାମାରୀ କରୋନା ହିଁ ରଥଖଳାରେ ଖେଳାଇଦେଇଛି ଏମିତି ନୀରବତା। ଅକ୍ଷୟ ତୃତୀୟା ପରଠାରୁ…

ସ୍ବର୍ଗଦ୍ୱାରରେ ନାଟ୍ୟକାର ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୨୭ା୪: ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସୋମବାର ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି। ଅପରାହ୍ନରେ ତାଙ୍କ ମରଶରୀର ପୁରୀରେ ପହଞ୍ଚତ୍ବା ପରେ ପ୍ରଥମେ ଅନ୍ନପୂର୍ଣ୍ଣା ଥିଏଟର ପରିସରକୁ ନିଆଯାଇଥିଲା।…

କର୍ତ୍ତବ୍ୟ ଆଗରେ ହାର୍‌ ମାନିଲା ଝିଅ ହରାଇବା ଦୁଃଖ

ପିପିଲି,୨୭।୪(ଡି.ଏନ୍‌.ଏ.): ନିଜ ଦୁଃଖ ଓ ସମସ୍ୟାକୁ ପଛରେ ପକାଇ ମହାମାରୀ କରୋନା ମୁକାବିଲାରେ ଦେଶ ପାଇଁ ସେବା ପ୍ରଦାନ କରି ଅନେକ ପୋଲିସ କର୍ମଚାରୀ ବେଶ ପ୍ରଶଂସିତ ହୋଇଛନ୍ତି। ଏହି କ୍ରମରେ ପୁରୀ ଜିଲା ପିପିଲି ଥାନାର ମହିଳା ହୋମଗାର୍ଡ ଗୌରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri