ରଥଯାତ୍ରା ବନ୍ଦ ହେଲେ ଅସୁବିଧା ନାହିଁ: ମୁକ୍ତିମଣ୍ଡପ
ପୁରୀ ଅଫିସ,୨୭।୪: ମହାମାରୀ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ ଆଶଙ୍କା ଦେଖାଦେଇଛି। ଚଳିତବର୍ଷ ରଥଯାତ୍ରା ଆୟୋଜନ ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ଆସି ନ ଥିବା ବେଳେ ମୁକ୍ତି ମଣ୍ଡପ ରଥଯାତ୍ରା ପ୍ରସଙ୍ଗରେ ତା’ର…
ସଫେଇ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ସାଇକେଲରୁ ପଡ଼ି କର୍ମଚାରୀଙ୍କ ଜୀବନ ଗଲା
କୃଷ୍ଣପ୍ରସାଦ,୨୭ା୪(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସିଅଣ୍ଡି ପଞ୍ଚାୟତରେ ଜଣେ ସଫେଇ କରୋନା ଯୋଦ୍ଧାଙ୍କ କାର୍ଯ୍ୟରତ ସମୟରେ ମୃତ୍ୟୁ ଘଟିଥିବା ଜଣାଯାଇଛି। ତାଙ୍କ ନାମ ଶରତ ନାୟକ। ସେ ସିଅଣ୍ଡି ଗ୍ରାମରେ ସଫେଇ କାର୍ଯ୍ୟ ସାରି ନିଜ ଗ୍ରାମ କହ୍ନେଇପୁରକୁ ଫେରୁଥିଲେ…
କରୋନା ଯୁଦ୍ଧରେ ଉଦାହରଣ ସାଜିଲେ ଜେରୁସ: କର୍ତ୍ତବ୍ୟ ସହ ତୁଲାଉଛନ୍ତି ପରିବାରର ଦାୟିତ୍ୱ, ପ୍ରଶଂସା କଲେ ପୁରୀ ଏସ୍ପି
ସାକ୍ଷୀଗୋପାଳ,୨୬।୪(ଡି.ଏନ.ଏ.): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍ଡାଉନ୍ କଟକଣା ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବାକୁ ନେଇ ପ୍ରମୁଖ ଭୂମିକା ଗ୍ରହଣ କରିଛି ପୋଲିସ। ରାତିଦିନ ଏକ କରି କାମ କରୁଥିବା ବେଳେ ଅନେକ ବ୍ୟକ୍ତିଗତ ସ୍ବାର୍ଥକୁ ତ୍ୟାଗ…
ଖୁସି ଛଡ଼ାଇନେଲା କରୋନା: ଅଧାଗଢ଼ା ହୋଇ ନରେନ୍ଦ୍ରରେ ଭାସୁଛନ୍ତି ନନ୍ଦା, ଭଦ୍ରା
ପୁରୀ ଅଫିସ, ୨୬।୪: ମହାମାରୀ କରୋନା ବିଶ୍ୱବାସୀଙ୍କ ପାଇଁ ଆତଙ୍କ ସୃଷ୍ଟି କରିଛି। ଲକ୍ଷଲକ୍ଷ ଲୋକଙ୍କ ଜୀବନଜୀବିକା ଛଡ଼ାଇ ନେଇଛି। ଏପରି କି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଛି। ନୀତିକାନ୍ତି, ପ୍ରଥା, ପରମ୍ପରା ଉପରେ ବିଶେଷ ପ୍ରଭାବ ପଡ଼ିଛି।…
ଜରୁରୀକାଳୀନ ପାସ୍ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ
କାକଟପୁର, ୨୬।୪(ଡି.ଏନ.ଏ): ଲକ୍ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି। ସିଡିଏମ୍ଓଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଆଶିଷ ମହାପାତ୍ର…
ଅଲାରନାଥଙ୍କ ଚାପ ବନ୍ଦ: ଚୈତନ୍ୟ ଚକଡ଼ାରେ ହେବ ଚନ୍ଦନ ଯାତ୍ରା
ବ୍ରହ୍ମଗିରି,୨୬।୪(ଡି.ଏନ୍.ଏ): ମହାମାରୀ କରୋନା ଯୋଗୁ ପ୍ରଭୁ ଅଲାରନାଥ ଦେବଙ୍କ ଚନ୍ଦନ ଯାତ୍ରା ଓ ଚାପଖେଳ ଉପରେ ପ୍ରଶାସନ ନିଷ୍ପତ୍ତି ବଦଳାଇଛି। ସାମାଜିକ ଦୂରତା ରକ୍ଷା ସହ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଚନ୍ଦନ ପୋଖରୀରେ ହେବାକୁ ଥିବା ଚାପ ଉପରେ ପୁନର୍ବାର…
ଆଜିଠୁ ଚନ୍ଦନଯାତ୍ରା: କଟକଣା ପାଇଁ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁ, ଶ୍ରୀମନ୍ଦିର ଭିତରେ ସମ୍ପନ୍ନ ହେବ ବିଧି
ପୁରୀ ଅଫିସ,୨୬।୪: ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥାଏ ଚନ୍ଦନ ଯାତ୍ରା। ତେଣୁ ରବିବାରଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରାରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। କିନ୍ତୁ କରୋନା କଟକଣା ପାଇଁ ଏ ବର୍ଷ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁଙ୍କ ଚଳନ୍ତି…
ମନ୍ଦିର ବେଢ଼ାରେ ସାକ୍ଷୀଗୋପାଳଙ୍କ ଚନ୍ଦନ ନୀତି ଲାଗି ପ୍ରଶାସନିକ ନିଷ୍ପତ୍ତି
ସାକ୍ଷୀଗୋପାଳ,୨୫ା୪(ଡି.ଏନ୍.ଏ.): ରାତି ପାହିଲେ ଅକ୍ଷୟ ତୃତୀୟା। ରବିବାରଠାରୁ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରାକୁ କାଣ୍ଟଛାଣ୍ଟ କରି ବିନା ଭକ୍ତରେ କେବଳ ଠାକୁରଙ୍କ ଦେବନୀତି କରିବାକୁ ସାକ୍ଷୀଗୋପାଳ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ମନ୍ଦିରଠାରୁ ଚନ୍ଦନ ମଣ୍ଡପ ଓ…
ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ଶ୍ରୀମନ୍ଦିର ପରିସରରେ ସ୍ଥାନ ଚିହ୍ନଟ ଲାଗି ପ୍ରଶାସନ, ସେବାୟତଙ୍କ ମଧ୍ୟରେ ବୈଠକ
ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ଭିତରେ ହେବ ଅକ୍ଷୟ ତୃତୀୟା ନୀତି ଓ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଶୁକ୍ରବାର ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ କ୍ରମେ ନିଆଯାଇଥିବା ଏହି ନିଷ୍ପତ୍ତି କିପରି ସୂଚାରୁ ରୂପେ ସମ୍ପାଦନ ହେବ ସେଥିଲାଗି ଶନିବାର ଜିଲାପାର ବଲଓ୍ବନ୍ତ…
ଠିକାଦାର ଛୁ: ଫସିରହିଛନ୍ତି ବାହାର ରାଜ୍ୟର ଶ୍ରମିକ
ବ୍ରହ୍ମଗିରି, ୨୫ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜୁଛି ମାଲେସିଆର ଏକ ପଣ୍ୟବାହୀ ଜାହାଜର କଣ୍ଟେନର। ଏହା ଦୀର୍ଘଦିନ ଧରି ସମୁଦ୍ର ବେଳାଭୂମିରେ ପଡ଼ିରହିିଥିବାରୁ ସମୁଦ୍ରର ଗତିପଥ ବଦଳାଇ ବାଲିବନ୍ଧ ଖାଇବାରେ ଲାଗିଛି । ଏହି କଣ୍ଟେନରକୁ କାଟିବା ପାଇଁ ଲାଗିଥିବା ଠିକା…
ସ୍ଥଗିତ ରଥଯାତ୍ରାର ଇତିହାସ
ପୁରୀ ଅଫିସ,୨୫ା୪: ଜୁନ୍ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍ ଉଦ୍ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍ ବେଳକୁ ଏହାର କୋପ ଅଧିକ ଥିବା ଭଳି ଜଣାପଡୁଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା…
ଖବରଦାତାଙ୍କ ଘର ଉପରକୁ ବୋମାମାଡ଼
କୋଣାର୍କ, (ଡି.ଏନ.ଏ)/ପୁରୀ ଅଫିସ, ୨୫ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍ଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମା ମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମା ପକାଇଥିବା ଜଣାପଡ଼ିଛି। ଦୁଇଟି ବୋମା…
Archives


