ପୁରୀ

ସୁଦର୍ଶନଙ୍କ ବାଲୁକା କଳାରେ କେରଳ ଗର୍ଭିଣୀ ହାତୀ ମୃତ୍ୟୁର କରୁଣ ଚିତ୍ର

ପୁରୀ ଅଫିସ,୫।୬- କେରଳରେ ବାଣଭର୍ତ୍ତି ସପୁରି ଖୁଆଇ ଏକ ଗର୍ଭିଣୀ ହାତୀକୁ ହତ୍ୟା କରାଯିବା ଘଟଣାକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣାକୁ ପଶୁପ୍ରେମୀମାନେ ନିନ୍ଦା କରୁଥିବାବେଳେ ବାଲୁକା କଳା ମାଧ୍ୟମରେ ମଧ୍ୟ ଏହି ଦୁଃଖଦ ଘଟଣାକୁ…

ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ…

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି। ଏହା…

ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି ୧ଟା…

ଆଜି ସ୍ନାନଯାତ୍ରା

ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି…

ପୁରୀରେ ପଙ୍ଗପାଳ ଚର୍ଚ୍ଚା

ପୁରୀ ଅଫିସ,୪ା୬: ପୁରୀରେ ପଙ୍ଗପାଳ। ଏମିତି ଚର୍ଚ୍ଚା ଗୁରୁବାର ପୁରୀ ସହରର ବିଭିନ୍ନ ସ୍ଥାନରେ ଶୁଣିବାକୁ ମିଳିଥିଲା। ବାଲୁଖଣ୍ଡ ଅଭୟାରଣ୍ୟ ନୂଆନଈ ନିକଟ ରାସ୍ତା ପାର୍ଶ୍ୱ ଗଛରେ ଏମାନେ ବହୁ ସଂଖ୍ୟାରେ ବସିଥିବା ଗୁରୁବାର ପୂର୍ବାହ୍ନରେ ଲୋକେ ଦେଖିଥିଲେ। ପଙ୍ଗପାଳ ପଳାଇ…

ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଗୁରୁବାର ବୋମା ମାଡ଼ ହୋଇଛି। ଏ ନେଇ ଗ୍ରାମରେ ସଦର…

୭ ଦଫା ଦାବି ନେଇ ମତ୍ସ୍ୟଜୀବୀ ସଂଘର ଦାବି

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଫନୀ ବାତ୍ୟା ସହାୟତା ପ୍ରଦାନରେ ଅନିୟମିତତା ହୋଇଥିବା ନେଇ ବ୍ରହ୍ମଗିରି ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଗୁରୁବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା କରାଯାଇଛି। ଏହାସହ ୭ ଦଫା ସମ୍ବନ୍ଧିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।…

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଜଳି ପାଉଁଶ ହୋଇଯାଇଛି। ସୂଚନା ମୁତାବକ, ଜେନା…

କାଲି ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷା କରି ରହିଛି ସ୍ନାନବେଦି

ପୁରୀ ଅଫିସ,୪ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି ସ୍ନାନବେଦି।…

ଦେବସ୍ନାନ ପୂର୍ଣ୍ଣିମା ପାଇଁ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ପୁରୀ ଅଫିସ, ୪ା୬: ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। କରୋନା ପାଇଁ ଯଦିଓ ଏଥର ବିନା ଭକ୍ତରେ ସ୍ନାନଯାତ୍ରା ହେଉଛି ତଥାପି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗୁରୁବାର ଡିଆଇଜି ଆଶିଷ ସିଂ ପୁରୀ ଆସି…

ଜେନା ସାହିରେ ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ପୁରୀ ଜିଲା ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଘର ଜଳିଯାଇଛି। ସୂଚନା ମୁତାବକ, ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?