ପୁରୀ

ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା

ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ସୂଚନା…

ସ୍ନାନଯାତ୍ରା ଦର୍ଶନ ପାଇଁ ଜଗଦ୍‌ଗୁରୁଙ୍କୁ ନିମନ୍ତ୍ରଣ

ପୁରୀ ଅଫିସ,୧ା୬:ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଧାର୍ମିକ ପୀଠକୁ ଭକ୍ତମାନେ ଯାଇପାରିବେ ନାହିଁ। କୌଣସି ଧାର୍ମିକ ସମାବେଶ ହୋଇପାରିବ ନାହିଁ। ରାଜ୍ୟ ସରକାରଙ୍କ ଏଭଳି ନୂଆ ଗାଇଡ୍‌ଲାଇନ ପରେ ୩ ତାରିଖରେ ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ଚମ୍ପକ ଦ୍ୱାଦଶୀ ନୀତିକୁ…

ଫନୀ କ୍ଷତିଗ୍ରସ୍ତଙ୍କ ଜୋରଦାର ଆନ୍ଦୋଳନ: ଆତ୍ମାହୁତି ଧମକକୁ ନେଇ ପ୍ରଶାସନ ସଜାଗ

ସାକ୍ଷୀଗୋପାଳ,୧।୬(ଡି.ଏନ୍‌.ଏ.): ଫନୀ ବାତ୍ୟାକୁ ବର୍ଷେ ବିତିଯାଇଥିଲେ ସୁଦ୍ଧା ମିଳିନି ସରକାରୀ ସହାୟତା। ଏ ନେଇ ୭ ଦଫା ଦାବିରେ ଗତ ସପ୍ତାହ ବ୍ୟାପୀ ସାକ୍ଷୀଗୋପାଳ ଓଭରବ୍ରିଜ୍‌ ତଳେ ଧାରଣାଦେଇ ବସି ରହିଥିବା ଶତାଧିକ ମହିଳା ଓ ପୁରୁଷ ସୋମବାର ଆନ୍ଦୋଳନକୁ ଜୋରଦାର…

ଶ୍ରୀମନ୍ଦିରରେ ଏଏସ୍‌ଆଇ ଟିମ୍‌

ପୁରୀ ଅଫିସ,୩୧।୫: ଶ୍ରୀମନ୍ଦିର ରକ୍ଷଣାବେକ୍ଷଣରେ ଥିବା ଭାରତୀୟ ପତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ଏକ ଟିମ୍‌ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୂର୍ବାହ୍ନରେ ଏଏସ୍‌ଆଇ ସୁପରିଟେଣ୍ଡଣ୍ଟଙ୍କୁ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍‌ ପ୍ରଥମେ ସ୍ନାନ ମଣ୍ଡପ ବୁଲିଥିଲେ। ଆସନ୍ତା…

ପୁରୀରେ ଆଉ ୪ କରୋନା ରୋଗୀ ଚିହ୍ନଟ: ୯୧ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

ପୁରୀ ଅଫିସ,୩୧।୫: ପୁରୀ ଜିଲାରୁ ପୁଣି ୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୧ରେ ପହଞ୍ଚିଛି। ଏଥିମଧ୍ୟରୁ ୪୪…

ରଥଯାତ୍ରା ହେଲେ…ବଡ଼ଦାଣ୍ଡରୁ ଖାଲି ହେବ ହୋଟେଲ, ଲଜ୍‌; କାହା ଘରକୁ ଆସିବେନି ବନ୍ଧୁବାନ୍ଧବ

ପୁରୀ ଅଫିସ,୩୧।୫: ମହାମାରୀ କରୋନାର ପ୍ରଭାବ ମହାପ୍ରଭୁଙ୍କ ବିଭିନ୍ନ ପର୍ବପର୍ବାଣି ଉପରେ ପଡିଛି। ବିଧି ରକ୍ଷା ପାଇଁ ସ୍ନାନଯାତ୍ରା ଶ୍ରୀମନ୍ଦିର ଭିତରେ କରାଯିବାକୁ ଥିବାବେଳେ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ମେଘନାଦ ପାଚେରି ଭିତରେ ହୋଇଛି। ଏବେ ମହାପ୍ରଭୁଙ୍କ ପ୍ରମୁଖ ଯାତ୍ରା…

ମହାପ୍ରସାଦର ହୋମ୍‌ ଡେଲିଭରି ହେଉ

କଟକ ଅଫିସ,୩୦ା୫-ଲକ୍‌ଡାଉନ୍‌ ଯୋଗୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ମହାପ୍ରସାଦ ବିକ୍ରି ମଧ୍ୟ ବନ୍ଦ ରହିଛି। ତେବେ ମହାପ୍ରସାଦର ହୋମ୍‌ ଡେଲିଭରି ବ୍ୟବସ୍ଥା କରିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ…

ପଞ୍ଚସଖା ପଡ଼ିଆରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ବକୁଳ ବନ ସ୍ଥିତ ପଞ୍ଚସଖା ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସମୁହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ବିଡିଓ ସରୋଜ କୁମାର…

ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି ବିଜେ…

ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ହେଲା। ଏ ନେଇ ରେଲଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ରେଲଓ୍ବେ ବିଭାଗ ପକ୍ଷରୁ ଏପରି…

ଭିଡିଓ କନଫରେନ୍ସିଂରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୩୦।୫: ଆଗକୁ ଆସୁଛି ସ୍ନାନ ଯାତ୍ରା ଓ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ ଚାଲିଥିବା ବେଳେ ଭୁବନେଶ୍ୱରରେ ଗଜପତି ମହାରାଜା ଦିବ୍ୟସିଂହ…

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା ହୋଇଥିଲା। ଏହାପରେ ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ପରଦିନ ପଞ୍ଚମହାଦେବ ରଥଖଳାରେ ପନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?