ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…
ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି। ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା ସେବକମାନେ…
ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ମାମଲା: ଜନସାଧାରଣଙ୍କ ଅଧିକାର ଓ ନ୍ୟାୟିକ ବିଜୟ
ଓଡ଼ିଶାର ପୁରୀ ଜିଲାର ୨୨ଟି ମୌଜାର ଚାଷୀଙ୍କ ଜମି ରକ୍ଷା ପାଇଁ ଏକ ଦୀର୍ଘ ସଂଘର୍ଷର କାହାଣୀ ଆଜି ମଧ୍ୟ ଆଲୋଚନାର ବିଷୟ ହୋଇରହିଛି। ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ନାମରେ ଅନିଲ ଅଗ୍ରୱାଲଙ୍କ ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ଦ୍ୱାରା ଜମି ଅଧିଗ୍ରହଣ…
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୬ ଦୋକାନ
କୃଷ୍ଣପ୍ରସାଦ,୧୧।୪: ପୁରୀ ଜିଲା କୃଷ୍ଣପ୍ରସାଦ ଜହ୍ନିକୁଦା ଘାଟପେଣ୍ଠରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୬ଟି ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ୧୦ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ…
ଏହି ଦିନଠୁ ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ
ପୁରୀ,୮।୪: ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବ୍ରହ୍ମପୁରରେ ତାରାତାରିଣୀ ଦର୍ଶନ ବେଳେ ସେ ସୂଚନା ଦେଇଛନ୍ତି। ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା…
ପୁରୀରେ ଜଳିଗଲା ଟୁରିଷ୍ଟ ବସ୍
ପୁରୀ,୮।୪: ପୁରୀ ମାଳତିପାଟପୁର ବସ୍ ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟୁରିଷ୍ଟ ବସ୍ରେ ନିଆଁ ଲାଗିଯାଇଛି। ହେଲେ ବସ୍ର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ମାଳତିପାଟପୁର…
ଶ୍ରୀକ୍ଷେତ୍ରରେ ଧୁମ୍ଧାମ୍ରେ ଚାଲିଛି ସାହିଯାତ: ମନମୋହୁଛି ସମରକଳା
ପୁରୀ, ୮ା୪(ଅଜିତ୍ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ସାହିଯାତ ଧୁମ୍ଧାମ୍ରେ ଚାଲିଛି। ପ୍ରଥମ ଦିବସ ରବିବାର କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମ ଜନ୍ମନୀତି ପ୍ରସ୍ତାବ ଆଗତ କରାଯିବା ସହ ଶ୍ରୀରାମ ଜନ୍ମନୀତି ସମ୍ପନ୍ନ ହୋଇଥିଲା। ସୋମବାର ଦ୍ୱିତୀୟ ଦିବସରେ ଯଜ୍ଞରକ୍ଷା ସହ…
ପୁରୁଣା ବ୍ୟାରିକେଡ୍ରେ ଅଗ୍ନିକାଣ୍ଡ, ନିଆଁ ଲଗାଇ ଦେଇଥିବା ସନ୍ଦେହ
ପୁରୀ,୮।୪: ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୂରୁଣା ବ୍ୟାରିକେଡ୍ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ମହଜୁଦ ଥିବା ପୁରୁଣା ବ୍ୟାରିକେଡ୍ରେ ନିଆଁ ଲାଗି ପରିବେଶ ଧୂଆଁମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…
ସାହିଯାତ ଆରମ୍ଭ: ଶ୍ରୀକ୍ଷେତ୍ର ଉତ୍ସବମୁଖର
ପୁରୀ,୭ା୪(ଅଜିତ୍ କୁମାର ମହାନ୍ତି): ପବିତ୍ର ରାମନବମୀଠାରୁ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ଏଥିପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର ହୋଇଉଠିଛି। ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ଶ୍ରୀରାମ ଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି…
ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ
ପିପିଲି,୭ା୪: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ଜଣେ ରୋଗୀଙ୍କୁ ପୁରୀ ଜିଲା ଡେଲାଙ୍ଗରୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ନିଆଯାଉଥିବାବେଳେ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଥିଲା। ତେବେ ସୌଭାଗ୍ୟର କଥା ରୋଗୀ ସୁରକ୍ଷିତ ଅଛନ୍ତି। ପିପିଲି ସେଲ୍ଫି ପଏଣ୍ଟ ନିକଟରେ…
‘ଗୁଣ୍ଡିଚା ମନ୍ଦିର ଜନ୍ମବେଦି ନିଲାମ ପରିସରଭୁକ୍ତ ନ ହେଉ’
ପୁରୀ,୪ା୪(ଅଜିତ୍ କୁମାର ମହାନ୍ତି)-ବହୁଦିନ ଧରି ନିଲାମ ହେଉ ନ ଥିବା ରୋହିଣୀକୁଣ୍ଡ, ନରେନ୍ଦ୍ର ପୁଷ୍କରିଣୀ, କୋଇଲିବୈକୁଣ୍ଠକୁ ଶ୍ରୀମନ୍ଦିର ପ୍ରଶାସନ ନିଲାମ ଦେଲାଣି। ହୁଏତ ଗୁଣ୍ଡିଚା ମନ୍ଦିର ନିଲାମ ହେବ। ତେବେ ଗୁଣ୍ଡିଚା ମନ୍ଦିର ଜନ୍ମବେଦିକୁ ନିଲାମ ପରିସରଭୁକ୍ତ ନ କରିବା ପାଇଁ…
ଦମ୍ପତିଙ୍କୁ ହାଣି ଲୁଟିନେଲେ
କୋଣାର୍କ,୪।୪: ପୁରୀ ଜିଲା ବଳଙ୍ଗା ଥାନା କମବରି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଦମ୍ପତିଙ୍କୁ ହାଣି ୧ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ବଳଙ୍ଗା ଥାନାରେ ଏକ ଅଭିଯୋଗ…
ଭାଙ୍ଗିଲା ମେଘନାଦ ପାଚେରିରେ ଥିବା ମଗରମୁଣ୍ଡ
ପୁରୀ,୪ା୪(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଏକ ଭାବାବେଗ ଜଡ଼ିତ ରହିଛି। ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ଏହାକୁ ନେଇ ଭକ୍ତ ଓ ସେବାୟତ ଏପରି କି ଏଏସ୍ଆଇ ପକ୍ଷରୁ…
Archives


