ପୁରୀ

ଭୁଶୁଡ଼ିଯିବ ଓଡ଼ିଶାର ଏହି ୨୧୯ ବର୍ଷର ଥାନା: ନାହାନ୍ତି କର୍ମଚାରୀ କି ନାହିଁ ବାସଗୃହ

ଗୋପ,୨୭।୭(ଭାରତୀ ଭୂଷଣ ଉପାଧ୍ୟାୟ): ରାଜ୍ୟ ସରକାର ଥାନା, ଫାଣ୍ଡିଗୁଡ଼ିକୁ ଗୁରୁତ୍ୱ ଦେଉଥିବା ବେଳେ ପୁରୀ ଜିଲାର ଅତି ପୁରାତନ ଗୋପ ଥାନା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ୨୧୯ ବର୍ଷ ତଳେ ନିର୍ମାଣ ହୋଇଥିବା ପୁରାତନ ଗୃହଗୁଡ଼ିକ ଭାଙ୍ଗିରୁଜି ଯାଇଥିବାରୁ କେତେବେଳେ…

ସ୍ତ୍ରୀଙ୍କ ସହ ବୁଲିବାକୁ ଆସିଥିଲେ ବିଡିଓ, ଉଛୁଳା ନଦୀକୁ ଖସିପଡ଼ିଲା କାର୍‌, ପ୍ରବଳ ଜଳସ୍ରୋତରେ…

କୋଣାର୍କ,୨୬ା୭(ଜ୍ୟୋତିରାଜ ମହାନ୍ତି): ପୁରୀ-କୋଣାର୍କ ବେଳାମାର୍ଗ ଚନ୍ଦ୍ରଭାଗା ମେରାଇନ ଥାନା ଅନ୍ତର୍ଗତ ଲୋଟସ ରିସର୍ଟ ନିକଟ ରାମଚଣ୍ଡୀ ମୁହାଣ କୁଶଭଦ୍ରା ନଦୀରେ କାର ବୁଡି ଯାଇଥିଲା। କଟକ ସଦର ବିଡିଓ ପ୍ରତୀକ ସାହୁ (୩୩)ଓ ତାଙ୍କ ସ୍ତ୍ରୀ ରଶ୍ମୀ ସାହୁଙ୍କ ସହ ଶନିବାର…

ବଳଙ୍ଗା ଘଟଣାର ରହସ୍ୟ ଖୋଲିବ ରୁପା ମୁଦି: ସବୁ ଖୋଲି କହିଦେଲେ ପୀଡ଼ିତା

ବଳଙ୍ଗା/ଭୁବନେଶ୍ୱର,୨୬ା୭ (କେଦାରେଶ୍ୱର ନନ୍ଦ/ ରବିନାରାୟଣ ଜେନା):ପୁରୀ ଜିଲାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାକୁ ୭ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ହାତ ଖାଲି। ଏହି ଘଟଣାରେ ପୋଲିସ କୌଣସି ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ତଦନ୍ତ ଜାରି ରହିଥିବାବେଳେ ଘଟଣାସ୍ଥଳରୁ ପୋଲିସକୁ ମିଳିଥିବା…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ‘ଶ୍ରେୟାଶିଂ’, ୨୦ ମାସ ବୟସରେ…

ସାକ୍ଷୀଗୋପାଳ,୨୫।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇ ଭଲଭାବେ କଥା କହି ପାରି ନ ଥିବା ୨୦ ମାସ ବୟସର ଶିଶୁ କନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଡିଆ ବୁକ୍ସ ଅଫ ରେକର୍ଡସରେ ସ୍ଥାନ…

ବଳଙ୍ଗା ପୀଡ଼ିତାଙ୍କ ମାମୁଘରେ କ୍ରାଇମବ୍ରାଞ୍ଚ:ରହିଛି କି କାହାର ବଡ଼ ହାତ

ବଳଙ୍ଗା,୨୩।୭: ବଳଙ୍ଗା ପୀଡ଼ିତାଙ୍କ ମାମୁଘରେ କ୍ରାଇମବ୍ରାଞ୍ଚ। ବଳଙ୍ଗା ପୀଡ଼ିତାଙ୍କ ମାମୁଘର ସଦସ୍ୟଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ ନୟାହାଟ ସ୍ଥିତ ମାମୁଘରେ ପଚରାଉଚରା କରିଥିବା ସୂଚନା ମିଳିଛି। ଏହି ଘଟଣାରେ କାହାର ସମ୍ପୃକ୍ତି ରହିଛି ଏଯାବତ ସ୍ପଷ୍ଟ ହୋଇନି…

ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୩ା୭: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ…

ପୁରୀରେ ବସ୍‌ଷ୍ଟାଣ୍ଡ ନିକଟରେ ତିନି ଭଉଣୀଙ୍କୁ ଅସଦାଚରଣ: ଦୁଇ ଅଭିଯୁକ୍ତଙ୍କୁ ଧରି ପୋଲିସରେ ଦେଲେ ପରିବାର ଲୋକେ

ପୁରୀ,୨୨।୭: ପୁରୀ ସଦର ଥାନା ଅଧୀନ କଣ୍ଠାପୁର ଅଞ୍ଚଳରେ ଥିବା ଏକ ବସ୍‌ଷ୍ଟାଣ୍ଡ ନିକଟରେ ସୋମବାର ସନ୍ଧ୍ୟାରେ ଛଅ ଜଣ ମଦ୍ୟପାୟୀ ଯୁବକ ତିନି ଭଉଣୀଙ୍କୁ ଉତ୍ତ୍ୟକ୍ତ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ତିନି ଭଉଣୀ ସେମାନଙ୍କ ଘରୁ ପ୍ରାୟ…

ଗୁମର ଖୋଲିବ ରୁପା ମୁଦି: ବଳଙ୍ଗାରେ କ୍ରାଇମବ୍ରାଞ୍ଚ ଟିମ୍‌

ବଳଙ୍ଗା,୨୧।୭: ବଳଙ୍ଗାରେ ୧୫ ବର୍ଷର ଝିଅଙ୍କୁ ତିନି ଜଣ ଦୁର୍ବୃତ୍ତ କିରୋସିନ ଢାଳି ନିଆଁ ଲଗାଇବା ଘଟଣାରେ ପୋଲିସ ହାତ ଏପର୍ଯ୍ୟନ୍ତ ଖାଲି ରହିଛି। ଘଟଣାକୁ ୩ ଦିନ ବିତିଯାଇଥିଲେ ମଧ୍ୟ କୌଣସି ବ୍ୟକ୍ତିଙ୍କୁ ଅଟକ କିମ୍ବା ଗିରଫ କରାଯାଇନାହିଁ। ଏହି…

ବଳଙ୍ଗା ଘଟଣାରେ ପ୍ରଥମ ଥର ମୁହଁ ଖୋଲିଲେ ପୋଲିସ ଡିଜି

ପୁରୀ,୨୦।୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ରବିବାର ପୀଡ଼ିତାଙ୍କୁ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଛି। ଦିଲ୍ଲୀ AIIMSରେ ପୀଡ଼ିତାଙ୍କ…

ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇବା ଘଟଣା: ପହଞ୍ଚିଲେ ପୁରୀ ଏସ୍‌ପି, କହିଲେ ସ୍ପେଶାଲ ଟିମ୍‌ ଗଠନ କରାଯାଇ…

ପିପିଲି,୧୯ା୭: ପୁରୀ ଜିଲା ପିପିଲି ବଳଙ୍ଗାରେ ଜଣେ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା ପରେ ଏସ୍‌ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍‌ ଗଠନ…

ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପିପିଲି,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ…

ନିମାପଡ଼ାରେ ବଢ଼ିଲା ବାର୍ଡ ଫ୍ଲୁ ଆଶଙ୍କା

ନିମାପଡ଼ା,୧୮ା୭(ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ଅଞ୍ଚଳରେ ଏବେ କୁକୁଡ଼ା ମଡ଼କ ଯୋଗୁ ବାର୍ଡ ଫ୍ଲୁ ସଂକ୍ରମଣର ଆଶଙ୍କା କରାଯାଉଛି। ନିମାପଡ଼ା ବ୍ଲକ ଅନ୍ତର୍ଗତ ଡେଣୁଅଁ-ଖଣ୍ଡାସାହି ମାଇନର କେନାଲ୍‌ ବନ୍ଧ ରାସ୍ତା ବେଲେଣା ଶଙ୍ଖ ନିକଟରେ ହଜାର ହଜାର ମଲା କୁକୁଡ଼ା ପଡ଼ିଥିବା ଦେଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?