ପୁରୀ

ଚିଲିକାରେ ଅଟକି ରହିଥିବା ଜାହାଜରୁ ତେଲ କାଢ଼ିବା ପ୍ରକ୍ରିୟା ଆରମ୍ଭ: ପଡ଼ିଲା ପାଇପ, ଆଜି ବାହାରିିବ ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୯।୮ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ରାଜହଂସ ଓ ଖିରିସାହି ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଜିନ ହଓ୍ବା ୪୨ ଲାଗିଛି। ଜାହାଜଟି ଦୀର୍ଘ ୨୧ ଦିନ ଧରି ଲାଗି...

ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ, ୨୯।୮: ନୂଆ ରୂପ ନେବ ରଘୁନନ୍ଦନ ଲାଇବ୍ରେରି। ଏହାକୁ ବିଶ୍ୱସ୍ତରୀୟ ପାଠାଗାରରେ ପରିଣତ କରାଯିବ। ଏଥିରେ ଥିବା ଦୁର୍ମୂଲ୍ୟ ପୁସ୍ତକ, ପୋଥି ଓ ବିଭିନ୍ନ ନଥିପତ୍ରର ସଂରକ୍ଷଣ ହେବ। ଏହି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି। ବର୍ତ୍ତମାନ...

ନିଶ୍ଚିହ୍ନ ହେବ ଦ୍ୱାଦଶ ଶତାବ୍ଦୀର ଏମାର ମଠ

ପୁରୀ ଅଫିସ, ୨୯।୮: ଶ୍ରୀମନ୍ଦିରର ସୁରକ୍ଷା ଏବେ ଚ୍ୟାଲେଞ୍ଜ ହୋଇଛି। ଆତଙ୍କବାଦୀଙ୍କ ଟାର୍ଗେଟରେ ବଡ଼ଦେଉଳ ରହିଥିବା ନେଇ ଏକାଧିକଥର କେନ୍ଦ୍ର ଗୋଇନ୍ଦା ସଂସ୍ଥାରୁ ଚିଠି ଆସିବା ପରେ ଏଥର ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। ଆଉ ମେଘନାଦ...

ପୋଖରୀରେ ବୁଡି ଛାତ୍ରଙ୍କ ଜୀବନଗଲା

ଗୋପ,୨୮।୮(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ଓରୁଆଳି ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ସକାଳେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଣ୍ଟି ବେହେରା(୧୪)। ପ୍ରକାଶ ଯେ, ବଣ୍ଟି ସ୍କୁଲ ଯିବାପାଇଁ ସବୁଦିନ ଭଳି...

ଜିଲା ପ୍ରଶାସନର ହସ୍ତଗତ ହେଲା ସରକାରୀ ନିର୍ଦ୍ଦେଶନାମା:୭୫ ମିଟର ଉଚ୍ଛେଦ ପାଇଁ ଆଜିଠୁ ସର୍ଭେ

ପୁରୀ ଅଫିସ,୨୮-୮:ଶ୍ରୀମନ୍ଦିର ସୁରକ୍ଷା ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ଲାଗି ସରକାରୀ ନିର୍ଦ୍ଦେଶନାମା ମଙ୍ଗଳବାର ଜିଲା ପ୍ରଶାସନର ହସ୍ତଗତ ହୋଇଛି। ତେଣୁ ବୁଧବାରଠାରୁ ଏଥିଲାଗି ସର୍ଭେ ଆରମ୍ଭ କରାଯିବ। ୭୫ ମିଟର...

ଲିଭିଯିବ କି ଐତିହ୍ୟ ସ୍ମାରକୀ: ଭଙ୍ଗାଯିବ ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ,୨୭ା୮(ହେମନ୍ତ କୁମାର ନାୟକ):ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ବିପଦସଙ୍କୁୁଳ କହି ପ୍ରଶାସନ ଲଙ୍ଗୁଳି ମଠକୁ ମାଟିରେ ମିଶାଇଥିବାବେଳେ ଏବେ ସିଂହଦ୍ୱାର ସମ୍ମୁଖ ଏମାର ମଠର ପାଳି ପଡ଼ିଛି। ଏହି ଉଚ୍ଛେଦ ଅଁାରେ...

ମାଟିରେ ମିଶିଲା ଲଙ୍ଗୁଳି ମଠ

ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍‌ କରିଦେଇଛି ପ୍ରଶାସନ। କେବଳ ଗାଦି ଘରକୁ ଛାଡ଼ି ମଠର କୋଠା ସମେତ ୨୪ଟି ଦୋକାନ...

ପୋଲରୁ କଙ୍କ୍ରିଟ୍‌ ଉଠି ଯିବାରୁ ଯାତାୟାତରେ ଅସୁବିଧା

ଡେଲାଙ୍ଗ, ୨୭ା୮(ଡି.ଏନ୍‌.ଏ.)-ଖୋର୍ଦ୍ଧା-ପଟ୍ଟନାୟିକିଆ ରାସ୍ତାର ତିରିମଲଠାରେ ଦୟାନଦୀ ଉପରେ ନିର୍ମାାଣ ହୋଇଥିବା ସେତୁ ଉପରୁ କଙ୍କ୍ରିଟ ଉଠିଯିବା ଫଳରେ ରଡ ଗୁଡିକ ବାହାରି ପଡିଥିବାରୁ ଯାତାୟତରେ ଅସୁବିଧା ହୋଇଛି। କଙ୍କ୍ରିଟ ଉଠି ଯିବା ଯୋଗୁ ସେତୁ ଉପରେ ଏକ ବଡ଼ ଖାଲ...

ପୂର୍ବ ଶତ୍ରୁତାରୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କୁ ଧରିବା ଦାବିରେ ଥାନା ସମ୍ମୁଖରେ ଧାରଣା

ଗୋପ, ୨୭।୮(ଡି.ଏନ୍‌.ଏ.)-ପୂର୍ବ ଶତ୍ରୁତାରୁ ଜଣେ ମହିଳାଙ୍କ ଆକ୍ରମଣ ପରେ ତାଙ୍କୁ ମୃତ୍ୟୁ ହୋଇଥିଲା। ଏହି ଘଟଣାକୁ ୨୨ ଦିନ ବିତିଥିଲେ ବି ପୋଲିସ ଅପରାଧୀଙ୍କୁ ଧରିବାରରେ ସକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଅପରାହ୍ନରେ ଗୋପ ଥାନା ସମ୍ମୁଖରେ ମୃତ...

ଭାରତୀୟ କନ୍‌ସୁଲ ଜେନେରାଲଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ

କୋଣାର୍କ, ୨୭।୮(ଡି.ଏନ.ଏ)-ବ୍ରିଟେନର ସ୍କଟଲାଣ୍ଡଠାରେ ଅବସ୍ଥାପିତ ଭାରତୀୟ କନ୍‌ସୁଲ ଜେନେରାଲ ହିତେଶ ରାଜପାଲ ମଙ୍ଗଳବାର ଅପରାହ୍ନରେ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ରାଜପାଲ ପରିବାର ସହ ସୂର୍ଯ୍ୟମନ୍ଦିର ମୁଖ୍ୟଫାଟକ ସମ୍ମୁଖରେ ପହଞ୍ଚତ୍ବା ପରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ...

ସୁପ୍ରିମକୋର୍ଟରେ ଖାରଜ ହେଲା ଶ୍ରୀମନ୍ଦିର ମାମଲା

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ପ୍ରସଙ୍ଗ ନେଇ ସୁପ୍ରିମ୍‌କୋର୍ଟରେ ୨ଟି ମାମଲା ରୁଜୁ ହୋଇଥିଲା। ଏହାକୁ ମଙ୍ଗଳବାର ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବି.ପି. ଦାସ କମିଶନଙ୍କ ସୁପାରିସରେ କାମ ଚାଲିଛି ବୋଲି ଆଡଭୋକେଟ...

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର ଗ୍ରାମବାସୀ ଯାତାୟାତରେ ଦୁର୍ଦ୍ଦଶା ଭୋଗୁଛନ୍ତି। ଏହି ବର୍ଷାଜଳ ଜମି ରହିବା ଯୋଗୁ ରାସ୍ତାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri