ପୁରୀ

ନିମାପଡ଼ାରେ ହେବ କୋଭିଡ୍‌ କେୟାର

ନିମାପଡ଼ା,୨୪ା୫(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ନିମାପଡ଼ା କଲେଜ ନିକଟରେ ସରକାରୀ ପକ୍ଷରୁ ଖୁବଶୀଘ୍ର ବ୍ଲକସ୍ତରୀୟ କୋଭିଡ୍‌ କେୟାର ସେଣ୍ଟର ପ୍ରତିଷ୍ଠା କରାଯିବ। ଏଥିନିମନ୍ତେ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲାପାଳ(ଏଡିଏମ୍‌) ବିନୟ ଦାସ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ…

ପୁରୀରୁ ଆଉ ୧୬ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୮୧

ପୁରୀ ଅଫିସ,୨୪।୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ପରେ ଜିଲାର ମୋଟ ଆକ୍ରାନ୍ତ ସଂଖ୍ୟା ଅର୍ଦ୍ଧଶତକ ପାର କରିଥିଲା। ପୁଣି ରବିବାର ୧୬ଜଣ ନୂଆ ସଂକ୍ରମିତ ଚିହ୍ନଟ…

ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ

ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ କିପରି ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟକ୍ରମେ ଆଲୋଚନା କରାଯାଉଛି।…

କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ଜିଲାରେ…

ଶେଷ ପର୍ଯ୍ୟାୟରେ ଚାରିନାହାକା କାମ

ପୁରୀ ଅଫିସ,୨୩ା୫: ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋର୍‌ଦାର ଚାଲିଛି। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ରଥଖଳାରେ କାମ ଜାରି ରହିଥିବାବେଳେ ଶୁକ୍ରବାର ସୁଦ୍ଧା ମୋଟ ୪୨ ଚକ ମଧ୍ୟରୁ ୩୧ଟି ପ୍ରସ୍ତୁତ ହୋଇଯାଇଛି। ଆଉ ୧୧ଟିର କାମ…

ଫନୀ ପରେ ଅମ୍ଫନ୍‌ ଦେଇଗଲା ଦୁଃଖ

ପୁରୀ ଅଫିସ,୨୩ା୫: ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି ବରଜକୁ…

କୁମ୍ଭାରପଡ଼ା ଥାନା କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ

ପୁରୀ ଅଫିସ,୨୩ା୫: ଆଶ୍ୱସ୍ତ ହୋଇଛନ୍ତି କୁମ୍ଭାରପଡ଼ା ଥାନା କର୍ମଚାରୀ। ଜଣେ ଗିରଫ ଅଭିଯୁକ୍ତ କରୋନା ଆକ୍ରାନ୍ତ ଜଣାପଡ଼ିିବା ପରେ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ପ୍ରାୟ ୩୦ କର୍ମଚାରୀ କ୍ବାରାଣ୍ଟାଇନରେ ଥିଲେ। ପରେ ସମସ୍ତଙ୍କର କୋଭିଡ଼ ଟେଷ୍ଟ ଲାଗି ସ୍ବାବ ନମୁନା…

ସାମାଜିକ ଦୂରତ୍ୱ ଉଲ୍ଲଂଘନ: ପୋଲିସ ଅସହାୟ

ପୁରୀ ଅଫିସ,୨୩ା୫: ମହାମାରୀ କରୋନା ହୁ ହୁ ହୋଇ ମାଡ଼ୁଛି। ଏହାକୁ କିପରି ମୁକାବିଲା କରାଯାଇପାରିବ ସେଥିଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ ଗାଇଡ୍‌ଲାଇନ ଅନୁସାରେ କୌଣସି ଗୋଟିଏ ଜାଗାରେ ଲୋକେ ସମାଗମ ହେବେ ନାହିଁ, ସାମାଜିକ ଦୂରତା ରକ୍ଷା ଦିଗରେ…

ପାନଚାଷୀଙ୍କ ଦୁର୍ଦ୍ଦଶା ବଢିଲା: ଫନୀ ପରେ ଅମ୍ଫନ ଦେଲା ଦୁଃଖ

ପୁରୀ ଅଫିସ,୨୨ା୫-ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି ବରଜକୁ ଠିଆ…

୨ ପ୍ରବାସୀଙ୍କୁ ଅଧାବାଟରେ ଛାଡ଼ିଲା ପ୍ରଶାସନ: ଚିଲିକା କୂଳରେ ରାତି କଟିଲା

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୨ା୫(ଡି.ଏନ.ଏ.)- ମହାରାଷ୍ଟ୍ରରୁ ଆସିଥିବା ୨ ପ୍ରବାସୀ ଓଡ଼ିଆଙ୍କୁ ଜିଲା ପ୍ରଶାସନ ଗୁରୁବାର ରାତିରେ ଅଧାବାଟରେ ଛାଡ଼ି ଚାଲିଯାଇଛି। ସୂଚନା ଅନୁଯାୟୀ, କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମଏଁଷା ଗ୍ରାମର ଜଣେ ଯୁବତୀ ଏବଂ ଜଣେ ବ୍ୟକ୍ତି ମହାରାଷ୍ଟ୍ରରୁ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚତ୍ଥିଲେ।…

କୃଷ୍ଣପ୍ରସାଦରେ ୨ ପ୍ରବାସୀଙ୍କୁ ଛାଡ଼ି ଚାଲିଗଲା ପ୍ରଶାସନ

କୃଷ୍ଣପ୍ରସାଦ,୨୨।୫(ଡି.ଏନ୍‌.ଏ.): ମହାରାଷ୍ଟ୍ରରୁ ଆସିଥିବା ୨ ପ୍ରବାସୀଙ୍କୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ପ୍ରଶାସନ ରାସ୍ତାରେ ଛାଡ଼ି ଚାଲଯାଇଛି। ଏହି ଘଟଣା ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ଖବର ନେବାରେ ଜଣାପଡିଛି, ନିଜ ଖର୍ଚ୍ଚରେ କୃଷ୍ଣପ୍ରସାଦ ବ୍ଲକ ଦୀପାଞ୍ଚଳର ୨ ଜଣ…

ସ୍ନାନପୂର୍ଣ୍ଣିମା ସମ୍ଭାବନା ବଢ଼ିଲା: ମଗାଗଲା ସର୍ବନିମ୍ନ ସେବାୟତ ତାଲିକା

ପୁରୀ ଅଫିସ, ୨୧ା୫:ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥଯାତ୍ରା ଅନିଶ୍ଚିତତା ଭିତରକୁ ଠେଲି ହୋଇ ଯାଇଛି। ଏଥର ବଡଦାଣ୍ଡରେ ତିନିଠାକୁରଙ୍କ ରଥ ଗଡ଼ିବ କି ନାହିଁ ତାକୁ ନେଇ ଦ୍ୱନ୍ଦ୍ୱ ଲାଗିରହିଛି। ହେଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା ହେବା ନେଇ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?