ପୁରୀ

କରୋନା ସତର୍କତା: ସାକ୍ଷୀଗୋପାଳରେ ବାହାର ରାଜ୍ୟରୁ ଆସିଥିବା ୩ ନଡ଼ିଆ ବୋଝେଇ ଟ୍ରକ୍‌କୁ କରାଗଲା ବିଶୋଧନ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ.): ଆନ୍ଧ୍ର ଓ ତେଲେଙ୍ଗାନାରୁ ଗୁରୁବାର ପହଞ୍ଚି ଥିବା ୩ ଟି ନଡ଼ିଆ ବୋଝେଇ ଟ୍ରକ କୁ ବିଶୋଧନ କରାଯାଇଛି। କୃଷିଜାତ ଦ୍ରବ୍ୟ ଗୁଡ଼ିକ ଲକଡାଉନ୍‌ରୁ ମୁକ୍ତ ହେବା ପରେ ସାକ୍ଷୀଗୋପାଳରେ ପ୍ରଥମେ ୩ ଟି ନଡ଼ିଆ ବୋଝେଇ ଟ୍ରକ…

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର। ଗୁରୁବାର ମଧ୍ୟାହ୍ନରେ ଜିଲାପାଳ ବଲଓ୍ବନ୍ତ ସିଂଙ୍କ…

ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା

ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ। ଏଥିପାଇଁ ଗୁରୁବାରଠାରୁ ଚାପ କାମ ଆରମ୍ଭ ହୋଇଛି। କେବଳ…

ବଡ଼ଚଣା ଥାନାବାବୁଙ୍କ ପାଇଁ ଥାନାରେ ସେବାୟତ, ନୋଟିସ୍‌ ଦେଇ ଛାଡ଼ିିଲା ପୋଲିସ

ପୁରୀ ଅଫିସ,୨୧ା୪:  କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରି ନିଲମ୍ବିତ ଯାଜପୁର ଜିଲା ବଡ଼ଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ସପରିବାର ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନେବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ପୋଲିସ ଖୋଜୁଥିବା ଜାଣି ଶ୍ୟାମ ମଙ୍ଗଳବାର…

କରୋନା ସହାୟତା: ସତ୍ୟବାଦୀ ବ୍ଲକର ମହିଳା ମହାସଂଘ ଦେଲେ ୧ ଲକ୍ଷ ଟଙ୍କା

ସାକ୍ଷୀଗୋପାଳ, ୨୧।୪(ଡି.ଏନ୍‌.ଏ): କରୋନା ସହାୟତା ପାଇଁ ସତ୍ୟବାଦୀ ବ୍ଲକର ମହିଳା ମହାସଂଘଗୁଡିକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ୬ ହଜାର ୭ଶହ ଟଙ୍କା ପ୍ରଦାନ କରିଛନ୍ତି। ଏହି ସହାୟତା ରାଶି ବ୍ୟାଙ୍କ ଚେକ ସତ୍ୟବାଦୀ ବିଡ଼ିଓ ସରୋଜ କୁମାର ଦତ୍ତ…

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ କରିଥିବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ସିଂହଦ୍ୱାର ପୋଲିସ ମଙ୍ଗଳବାର ଅଟକ ରଖିଛି। କରୋନା ମୁକାବିଲା…

ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା…

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା ମାଡ଼ରେ…

ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ

ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍‌ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ ଏଥିରେ ସାମାନ୍ୟ କୋହଳ କରିଛନ୍ତି। କିନ୍ତୁ ଲକ୍‌ଡାଉନ ଶେଷ ନ ହେବା ପର୍ଯ୍ୟନ୍ତ ପୁରୀରେ…

ଗରିବ, ଅସହାୟଙ୍କୁ ସହାୟତା ପ୍ରଦାନ

ପିପିଲି, ୨୦ା୪(ସ୍ବ.ପ୍ର): କରୋନା ସମୟରେ ପ୍ରଭାବିତ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଗରିବ ଏବଂ ଅସହାୟଙ୍କ ପ୍ରତି ସହାୟତାର ହାତ ବଢାଇଛି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ। ସ୍ବୟଂ ସେବକମାନେ ଗତ ଦୁଇ ସପ୍ତାହ ଧରି ପିପିଲି ହାଟସାହି ପଞ୍ଚାୟତର ଭୁଇଁଗୁଣ, ଜଗନ୍ନାଥପୁର…

କୋଣାର୍କ ଜଗନ୍ନାଥଙ୍କ ଦେବନୀତିରେ ସମସ୍ୟା

କୋଣାର୍କ,୨୦ା୪(ଡି.ଏନ୍‌.ଏ): କରୋନାଜନିତ ଲକ୍‌ଡାଉନ ହେତୁ କୋଣାର୍କସ୍ଥିତ ଜଗନ୍ନାଥ ମନ୍ଦିରର ଦେବନୀତିରେ ସମସ୍ୟା ସୃଷ୍ଟି ହେଉଛି। ଦର୍ଶନ ଉପରେ କଟକଣା ଯୋଗୁ ଭକ୍ତ ଆସୁ ନ ଥିବାରୁ ଆୟ ହେଉନାହିଁ। ତେଣୁ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି ଚଳାଇବାରେ ବ୍ୟାଘାତ ଉପୁଜୁଛି। ପ୍ରତିଦିନ ଏଠାରେ…

ସରକାରଙ୍କୁ ଶ୍ରୀଜଗନ୍ନାଥ ସେନାର ପ୍ରସ୍ତାବ: କରୋନା ଭୟ ଥିଲେ ବିନା ଭକ୍ତରେ ହେଉ ରଥଯାତ୍ରା

ପୁରୀ ଅଫିସ,୨୦।୪: ଜୁନ୍‌ ୨୩ରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ନେଇ ଏବେ ବି ଅନିଶ୍ଚିତତା ଲାଗିରହିଛି। କରୋନାର ଭୟାବହତାକୁ ଦେଖି ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ରଥ ଗଡ଼ିବ ନା ରୁକୁଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri