ପୁରୀ

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିରର ୪ଦ୍ୱାର ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି। ଇତିମଧ୍ୟରେ ମା’ଙ୍କ ପାଞ୍ଚପାଳି ଯାତ୍ରା…

ବିଶୋଧୀକରଣ ହେଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ

ପୁରୀ ଅଫିସ,୧୧।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିିଭନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। କିପରି ଏହି ମାରାତ୍ମକ ଭୂତାଣୁ ନ ବ୍ୟାପିବ ସେଥିଲାଗି ବିଶୋଧୀକରଣ ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଶନିବାର ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ସିଂହଦ୍ୱାର…

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ୍‌ରୁ ୨ଟି ଟ୍ରକ ଯୋଗେ ୪୨ଖଣ୍ଡ…

ସହରରେ ବାଇକ୍‌ ପାଟ୍ରୋଲିଂ ଆରମ୍ଭ

ପୁରୀ ଅଫିସ,୧୧ା୪: କରୋନା ପାଇଁ ପୁରୀରେ ଆରମ୍ଭ ହୋଇଛି ବାଇକ୍‌ ପାଟ୍ରୋଲିଂ। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ପୁରୀ ସହରର ବିଭିନ୍ନ ସ୍ଥାନରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନୀ,…

ଟ୍ରେନ୍‌ ବଗିରେ ଆଇସୋଲେଶନ ୱାର୍ଡର ପ୍ରସ୍ତୁତି

ପୁରୀ ଅଫିସ,୧୧ା୪: କରୋନା ବିରୋଧରେ ଲଢ଼େଇ ପାଇଁ ଏବେ ସବୁସ୍ତରରେ ଉଦ୍ୟମ ଚାଲିଛି। ତଥାପି ଆୟତ୍ତକୁ ଆସୁନାହିଁ ବିଶ୍ୱ ମହାମାରୀ କରୋନା। ଦିନକୁ ଦିନ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ…

ପୋଷ୍ଟମ୍ୟାନ୍‌ଙ୍କୁ ଗାଁରେ ପୂରାଇ ଦେଲେନି ଲୋକେ

କୃଷ୍ଣପ୍ରସାଦ,୧୧ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଗାଁ ଗାଁରେ ଲକ୍‌ଡାଉନ। ଗଁ। ମୁଣ୍ଡରେ ବାଉଁଶ ବତାରେ ବାଡ଼ ବାନ୍ଧି କୌଣସି ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି। ଏପରିକି ଅତି ଜରୁରୀ କାର୍ଯ୍ୟ କରୁଥିବା ପୋଷ୍ଟମ୍ୟାନଙ୍କୁ ମଧ୍ୟ ଗାଁରେ ପ୍ରବେଶ ପାଇଁ…

ସାହିଗଳିରେ ବୁଲି ପରିବା ବିକୁଛନ୍ତି ମହିଳା

ପୁରୀ ଅଫିସ,୧୧ା୪: ବିଶ୍ୱମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ଗଡ଼ୁନି ଗାଡ଼ି, ଖୋଲୁନି ଦୋକାନ ବଜାର। ବାହାରକୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ସଚେତନ କରାଯାଉଛି। ତେବେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଲୋକେ ବାହାରକୁ…

ଲକ୍‌ଡାଉନ୍‌ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ

ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ ସରୁଥିବା ବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ…

କରୋନା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ଜିଲାପାଳ

ପୁରୀ ଅଫିସ/କୋଣାର୍କ (ଡି.ଏନ୍‌.ଏ.),୧୦ା୪: କରୋନା ମୁକାବିଲା ନେଇ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରସ୍ତୁତି କେମିତି ରହିଛି ତାହାର ସମୀକ୍ଷା କରିଛନ୍ତି ପୁରୀ ଜିଲାପାଳ ବଲୱନ୍ତ ସିଂ। ଗୁରୁବାର ଜିଲାପାଳ କରୋନା ସଚେତନତା ସମ୍ପର୍କିତ ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଅସ୍ତରଙ୍ଗ ଓ କାକଟପୁର…

କରୋନା ସହାୟତା: ନିମାପଡ଼ା ବ୍ଲକର ୪୦ହଜାର ହିତାଧିକାରୀଙ୍କୁ ୪ କୋଟି ସହାୟତା ପ୍ରଦାନ

ନିମାପଡ଼ା,୯।୪(ଡି.ଏନ୍‌.ଏ.): ମହାମାରୀ କରୋନା ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳର ମୋଟ ୪୪ହଜାର ୭୫୭ଜଣ ରାଶନ କାର୍ଡ ଧାରୀଙ୍କ ମଧ୍ୟରୁ ୪୦ହଜାରଙ୍କୁ ୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅବଶିଷ୍ଟ ୪ହଜାର ୭୫୭ଜଣ ହିତାଧିକାରୀଙ୍କୁ ଆସନ୍ତା ଦୁଇଦିନ…

ବାଇପାସ୍‌ ରାସ୍ତାରେ ହୋଲ୍‌ସେଲ ପରିବା ମାର୍କେଟ

ପୁରୀ ଅଫିସ,୯ା୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସତର୍କ ହୋଇଯାଇଛି ଜିଲା ପ୍ରଶାସନ। ଆଗକୁ ଯେପରି ଏହି ସଂଖ୍ୟା ବୃଦ୍ଧି ନ ଘଟେ ସେଥିଲାଗି ପ୍ରଶାସନିକ ଅଧିକାରୀ ପ୍ରଚେଷ୍ଟା ଜାରି ରଖିଛନ୍ତି। ତେବେ ସାମାଜିକ ଦୂରତାକୁ…

ହଇରାଣ ହେଉଛନ୍ତି ୨ହଜାର ମତ୍ସ୍ୟଜୀବୀ ପରିବାର

ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା । ସମୁଦ୍ରରୁ ମାଛ ମାରି ଏହାକୁ ବିକ୍ରି କଲେ ସେମାନଙ୍କ ପରିବାର ଚଳେ। ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri