Odisha Elections 2024

ପୁରୀ

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା...

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଦୌଡ଼ରାଣୀ ଦୂତୀ ଚାନ୍ଦ ଶନିବାର ଦିଲ୍ଲୀ...

ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ: ଦୋକାନ ଭାଙ୍ଗିଲେ, ବ୍ୟବସାୟୀଙ୍କ ହାତ ହାଣିଲେ

ପୁରୀ ଅଫିସ, ୨୫।୮: କିଛିଦିନର ନୀରବତା ପରେ ପୁଣି ପୁରୀ ସହରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶୁକ୍ରବାର ନରେନ୍ଦ୍ରକୋଣରେ ଜଣେ ଲଜ୍‌ ମାଲିକଙ୍କୁ ଆକ୍ରମଣ ଘଟଣାର ୨୪ଘଣ୍ଟା ନ ପୂରୁଣୁ ଶନିବାର କୁମ୍ଭାରପଡ଼ା ଥାନା ଅଧୀନ ରେଡକ୍ରସ ରୋଡ଼ରେ...

ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ

ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ ହେବ। ଭିତ୍ତିଭୂମି, ନୂଆ ରାସ୍ତା, ସେତୁ, ପାର୍କିଂ, ସଂରକ୍ଷଣ, ସୌନ୍ଦର୍ଯ୍ୟକରଣ, ପୁନରୁଦ୍ଧାର ଆଦି...

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଏକାଧିକ ମାମଲାରେ ଜଡିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ...

ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ

ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ନନ୍ଦୋତ୍ସବ ଲାଗି ଶନିବାର ମଙ୍ଗଳ ଆଳତି...

ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ

ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍‌ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା ପ୍ରଶାସନ ଏ ଦିଗରେ ଆହୁରି ତତ୍ପରତା ପ୍ରକାଶ କରିଛି । ପୂର୍ବରୁ...

ଉଜୁଡ଼ା ପୁରୀକୁ ସଜାଡ଼ିବାକୁ ଉଦ୍ୟମ

ପୁରୀ ଅଫିସ, ୨୪।୮: ମେ ୩ ତାରିଖ। ବାତ୍ୟା ଫନୀରେ ଉଜୁଡ଼ି ଯାଇଥିଲା ପର୍ଯ୍ୟଟନ ସହର ପୁରୀ। ସବୁଠି ଥିଲା ହା ହତାଶର ଚିତ୍ର। ହେଲେ ଉଜୁଡ଼ା ପୁରୀକୁ ସଜାଡ଼ିବା ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା...

ପୁଣି କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ,୨୩ା୮: ପୁଣି କୂଳ ଲଂଘିଛି ପୁରୀ ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ଗୁରୁବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୫ଫୁଟ ଗଭୀରରେ ତାଡ଼ି ନେଇଛି ବାଲି। ରାଜଭବନ ପଛ ପାର୍ଶ୍ୱରୁ ମେ ଫେୟାର ହୋଟେଲ ପର୍ଯ୍ୟନ୍ତ...

ବାତ୍ୟାର ୩ ମାସ ପରେ ବି ସୁଧୁରିନି ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୨୩ା୮: ବାତ୍ୟା ‘ଫନୀ’ରେ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଥିଲା। ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ପ୍ରଭାବିତ ହୋଇଥିଲା। ତନ୍ମଧ୍ୟରୁ ୧୭୨ଟି ଶିକ୍ଷାନୁଷ୍ଠାନ ବେଶି କ୍ଷତିଗ୍ରସ୍ତ ହୋଇଥିଲା। ଜିଲା ଶିକ୍ଷା ବିଭାଗ ପକ୍ଷରୁ ସରକାରଙ୍କୁ ୩୮କୋଟି ଟଙ୍କାର କ୍ଷୟକ୍ଷତି...

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ ଛାଡ଼ି ବାକି ସମସ୍ତ ନିର୍ମାଣକୁ ଭାଙ୍ଗିଦେଇଛି ପ୍ରଶାସନ। ଉତ୍ତର ପାର୍ଶ୍ୱରେ ଗୋଟିଏ, ଦକ୍ଷିଣ...

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ଏହି ବେଳାଭୂମି। ଏହାର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ଦି ଘେରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri