ଆତଙ୍କ : ଗାଁକୁ ସାନିଟାଇଜ କଲେ ଯୁବକ
ସାକ୍ଷୀଗୋପାଳ, ୫/୪ (ଡି.ଏନ.ଏ.) – କରୋନା ପଜେଟିଭ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ପୁରୀ ସାକ୍ଷୀଗୋପାଳ ବଜାର ନିକଟ ଏକ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସରକାରୀ କ୍ୱାରାଣ୍ଟାଇନ ଓ୍ଵାର୍ଡରେ ଭର୍ତ୍ତି କରାଜାଇଛି। ଏହା ପରେ ଉକ୍ତ ଗ୍ରାମ ଓ ଆଖପାଖ ଅଂଚଳରେ ଆତଙ୍କ…
ପୁରୀ ସହରର ୩ ପରିବା ମାର୍କେଟ ବନ୍ଦ
ପୁରୀ ଅଫିସ,୫।୪: ପୁରୀ ସହରର ୩ଟି ଯାକ ପରିବା ମାର୍କେଟ ବନ୍ଦ କରିଦେଲା ଜିଲା ପ୍ରଶାସନ। କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ରକ୍ଷା ଲାଗି ପ୍ରଶାସନ ବାରମ୍ବାର ଜନସାଧାରଣଙ୍କୁ ସଚେତନ କରିଥିଲା। ବିଶେଷକରି ସହରର ତିନୋଟି ପରିବା ମାର୍କେଟକୁ ଶୃଙ୍ଖଳିତ…
କରୋନାକୁ ନେଇ ବିଭ୍ରାନ୍ତିକର ତଥ୍ୟ, ୫ ଜଣଙ୍କ ନାଁରେ ମାମଲା
ପୁରୀ ଅଫିସ,୫।୪: କରୋନାକୁ ନେଇ କୌଣସି ପ୍ରକାର ଗୁଜବ କିମ୍ବା ବିଭ୍ରାନ୍ତିକର ତଥ୍ୟ ସୋସିଆଲ ମିଡିଆରେ ପୋଷ୍ଟ ନ କରିବାକୁ କୁହାଯାଇଛି। ହେଲେ ଅନେକ ଏହାକୁ ନ ମାନୁ ନାହାନ୍ତି। କରୋନାକୁ ନେଇ ନାନା ପ୍ରକାର ଗୁଜବ କରିବା ସହ ସୋସିଆଲ…
ସାହି ଗଳିରେ ବାଡ଼ ପଡ଼ିଲା
ପୁରୀ ଅଫିସ,୪।୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ଏହି ପ୍ରାଣଘାତି ଭୂତାଣୁକୁ ନେଇ ସବୁଠି ଚାଲିଛି ଚର୍ଚ୍ଚା। ତେବେ ପୁରୀ ସହରରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ବିଭିନ୍ନ ସାହିଗଳି…
କରୋନା ସନ୍ଦିଗ୍ଧଙ୍କୁ କ୍ୱାରାଣ୍ଟାଇନ୍ ଓ୍ବାର୍ଡ଼ରେ ଭର୍ତ୍ତି
ସାକ୍ଷୀଗୋପାଳ, ୪/୪(ଡି.ଏନ.ଏ)-ପୁରୀ ଜିଲାରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ଆସିଥିବା ସାକ୍ଷୀଗୋପାଳର ଜଣେ ବ୍ୟକ୍ତିଙ୍କୁ ଶନିବାର ସ୍ଥାନୀୟ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର କ୍ୱାରାଣ୍ଟାଇନ୍ ଓ୍ବାର୍ଡ଼ରେ…
ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ : ଦାନଗହିର ୧୧ ଦିନ ସଟ୍ ଡାଉନ
ପୁରୀ ଅଫିସ,୪-୪_ପୁରୀ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପିପିଲି ବ୍ଲକ ଦାନଗହିର ଗ୍ରାମର ଜଣେ ବ୍ୟକ୍ତି ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ୧୨ ଦିନ ସଟ୍ ଡାଉନ ଘୋଷଣା କରାଯାଇଛି। ୪ ତାରିଖ ସକାଳ ୭ଟାରୁ ୧୪…
ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ ନିଜାମୁଦ୍ଦିନରୁ ଫେରିଥିଲେ
ପୁରୀ ଅଫିସ, ୪।୪: ପୁରୀ ଜିଲାରେ ଶୁକ୍ରବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି. ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମ ସଭାରେ ଯୋଗଦେଇ ଫେରିଥିଲେ।…
ଦୋକନ୍ଦା ମେଳନ ପଡ଼ିଆକୁ ସ୍ଥାନାନ୍ତର ହେଲା କଣାସ ହାଟ
କଣାସ,୩।୨୦(ସ୍ବ.ପ୍ର.)- ସାରା ଦେଶରେ ଲକଡାଉନ ଜାରି ରହିଥିବା ବେଳେ ଲୋକମାନଙ୍କୁ ଘରେ ରହିବାକୁ ସଚେତନ କରାଯାଉଛି। କିନ୍ତୁ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର କରି ବିଭିନ୍ନ ବାହାନା କରି ବାହାରେ ବୁଲୁଥିବାର ଦେଖିବାକୁ ମିଳୁଛି। ଏହାସହ କଣାସ ବ୍ଲକରେ ଥିବା…
କଣାସ ବ୍ଲକରେ ୩ ମାସର ରାଶନ ଚାଉଳ ବଣ୍ଟନ
କଣାସ,୩।୨୦(ସ୍ବ.ପ୍ର.)- ମହାମାରୀ କରୋନା ସଂକ୍ରମଣ ମୁକାବିଲା ଲାଗି ସରକାର ଲକଡାଉନ ଘୋଷଣା ପରେ ଅଧିକାଂଶ ଗରିବ ଲୋକେ ରୋଜଗାର ବାଟ ବନ୍ଦ ସହ ଖାଦ୍ୟ ଯୋଗାଡ଼ କରିବାରେ ଅସହାୟ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗରିବ ଓ ଭତ୍ତା…
ଟେଲର ମହାସଂଘ ପକ୍ଷରୁ ମାସ୍କ ବଣ୍ଟନ
ଗୋପ,୩।୪(ଡି.ଏନ.ଏ.): କରୋନାକୁ ନେଇ ଏବେ ସାରା ବିଶ୍ବ ଚିନ୍ତା କରୁଥିବା ବେଳେ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ଲକଡାଉନକୁ ସମର୍ଥନ ଜଣାଇ ବାହାରକୁ ବାହାରୁ ନାହାନ୍ତି। ପ୍ରଶାସନ ଓ ପୋଲିସ ପକ୍ଷରୁ ଗଁା ଗଁା ବୁଲି ଲୋକଙ୍କୁ ଘରେ ରହିବାକୁ ସଚେତନ କରିବା…
ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩
ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ । କରୋନା କବଳରୁ ରକ୍ଷା ପାଇବା ବିଶ୍ୱବାସୀ ତ୍ରାହି ତ୍ରାହି ଡାକୁଛନ୍ତି। ଭାରତରେ ବି…
ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ସାମଗ୍ରୀ ଦେଲେ ସରପଞ୍ଚ
କାକଟପୁର,୨ା୪(ଡି.ଏନ୍.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସରକାର ଲକଡାଉନ ଘୋଷଣା କରିଥିବାବେଳେ ଦିନ ମଜୁରିଆ, ଶ୍ରମିକ, ଅସହାୟ, ନିରାଶୟମାନଙ୍କ ପାଇଁ ଚଡ଼କ ସଦୃଶ ପାଲଟିଛି। ଏମାନଙ୍କ ରୋଜଗାର ବନ୍ଦ ହୋଇଯିବାରୁ ଦାନା ଯୋଗାଡ଼ କରିବାରେ ଅସମର୍ଥ ହୋଇପଡିଛନ୍ତି। ଏଭଳି ସମୟରେ କେତେକ…
Archives


