Odisha Elections 2024

ପୁରୀ

କୃଷି ଋଣ ନ ମିଳିବା ପ୍ରତିବାଦରେ ଧାରଣା

ଗୋପ, ୨୨।୮(ଡି.ଏନ୍‌.ଏ.)-ଗୋପ ବ୍ଲକ୍‌ ଅଧୀନ ବଡ଼ତରା ସେବା ସମବାୟ ସମିତିରୁ ଚାଷୀମାନଙ୍କୁ କୃଷି ଋଣ ମିଳୁ ନ ଥିବା ନେଇ ଚାଷୀମାନେ ଗୁରୁବାର ୫ରୁ ଊର୍ଦ୍ଧ୍ୱ ମିଳିତ ଦେୟ ଗୋଷ୍ଠୀର ସଦସ୍ୟାମାନେ ଧାରଣା ଦେଇଥିଲେ। ସେବା ସମବାୟ ସମିତି ସମ୍ପାଦକ...

ପଞ୍ଚଶୀଳ ନୀତି ଅର୍ଥନୈତିକ ବିକାଶରେ ବାଟ କଢ଼ାଇଥିଲା

ସାକ୍ଷୀଗୋପାଳ, ୨୨।୮ ( ଡି.ଏନ୍‌. ଏ.)-ସାକ୍ଷୀଗୋପାଳ କଲେଜରେ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଏକ ଆଲୋଚନା ଗୁରୁବାର କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଇହିହାସ ବିଭାଗ ପକ୍ଷରୁ ଆୟାଜିତ ଏହି ଆଲୋଚନା ଚକ୍ରର ମୁଖ୍ୟଅତିଥି ଭାବରେ ପୁର୍ବତନ ଉଚ୍ଚଶିକ୍ଷା ଅତିରିକ୍ତ...

ଜନ୍ମାଷ୍ଟମୀ ଲାଗି ସାକ୍ଷୀଗୋପାଳ ମନ୍ଦିର ଚଳଚଞ୍ଚଳ

ସାକ୍ଷୀଗୋପାଳ, ୨୨।୮(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଶ୍ରୀକୃଷ୍ଣ ଜନ୍ମୋତ୍ସବ ସମାରୋହରେ ପାଳିତ ହେବ। ଏଥି ନିମନ୍ତେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପରମ୍ପରା କ୍ରମେ ମନ୍ଦିରରେ ଶିଶୁ କୃଷ୍ଣଙ୍କ ଜନ୍ମବିଧି ପାଳନ ନିମନ୍ତେ ଅଭିମନ୍ତ୍ରିତ ଜଳ କଳସ ପାଣିପୂଜା ଅନୁଷ୍ଠିତ ହୋଇଛି।...

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ରିଶନ କୁମାର

ପୁରୀ ଅଫିସ,୨୨।୮: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ୍‌ ଡକ୍ଟର କ୍ରିଶନ କୁମାର। ମଧ୍ୟାହ୍ନରେ ପ୍ରଥମେ ସେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟକୁ ଆସି...

ରାହୁରେଖା ଲାଗି ହେଲେ ମହାପ୍ରଭୁ

ପୁରୀ ଅଫିସ,୨୨ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କୁ ସୁନା ରାହୁରେଖା ଲାଗି କରାଯାଇଛି। ଦଇତାପତି ସେବକମାନେ ରାହୁରେଖା ଲାଗି କରିଛନ୍ତି। ଏଥିପାଇଁ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ୫ ମିନିଟ୍‌ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି...

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସଙ୍ଗ: ଓକିଲ ସଂଘର ବିରୋଧ, ଆନ୍ଦୋଳନ ଚେତାବନୀ

ପୁରୀ ଅଫିସ, ୨୨ା୮: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେଲେ ସାଧାରଣ ଜନତା ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ଯେଉଁଠି ଜିଲାପାଳଙ୍କ କାର୍ଯ୍ୟାଳୟ ରହିଛି ସେଠାରେ ରହୁ ବୋଲି...

ଅସଜଡ଼ା ଭିତ୍ତିଭୂମିରେ ଚାଲିଛି ଶିକ୍ଷାଦାନ

ବ୍ରହ୍ମଗିରି,୨୨ା୮(ଡି.ଏନ.ଏ): ବ୍ରହ୍ମଗିରି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଏହିି ବ୍ଲକ ଅନ୍ତର୍ଗତ କାଣ୍ଡୋଗଦା ପଞ୍ଚାୟତର ମୁଣ୍ଡାଳ ଗ୍ରାମସ୍ଥିତ ମୁଣ୍ଡାଳ ଜାଡିପୁର ପ୍ରାଥମିକ ବିଦ୍ୟାଳୟ ଓ ଯୁଗୋଜ୍ୟୋତି ୟୁପି ଏମଇ ବିଦ୍ୟାଳୟ ଦେଖିଲେ ଭିତ୍ତିଭୂମି ଓ ଏହାର ଶିକ୍ଷା...

ବଦଳି ହୋଇ ଚାଲିଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ: ଧାର୍ଯ୍ୟ ହୋଇପାରିଲାନି ମହାପ୍ରସାଦ ଦର

ପୁରୀ ଅଫିସ, ୨୨ା୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ବଦଳି ହୋଇ ଚାଲିଗଲେ। ସୁଆର ମହାସୁଆର ନିଯୋଗ କର୍ମକର୍ତ୍ତା ମଧ୍ୟ ପରିବର୍ତ୍ତନ ହୋଇଗଲେ। ମାତ୍ର ଆନନ୍ଦବଜାର ଶୃଙ୍ଖଳା ପାଇଁ ଏପର୍ଯ୍ୟନ୍ତ ମହାପ୍ରସାଦ ଦର ତାଲିକା ଧାର୍ଯ୍ୟ ହୋଇପାରିଲା ନାହିଁ। ପୂର୍ବତନ ମୁଖ୍ୟ...

ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦର ୩ୟ ଦିନ: କଟାଗଲା ଶତାୟୁ ବରଗଛ

ପୁରୀ ଅଫିସ,୨୨ା୮: ଲଗାତର ତୃତୀୟ ଦିନରେ ପହଞ୍ଚତ୍ଛି ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା। ବୁଧବାର ମଧ୍ୟ ଦିନତମାମ୍‌ ପ୍ରଶାସନ ପକ୍ଷରୁ ଅନେକ ନିର୍ମାଣ ଭଙ୍ଗାଯାଇଛି। ଏଥିସହ ଏକ ଶତାୟୁ ପୁରୁଣା ବରଗଛ କାଟି ହଟାଇ ଦିଆଯାଇଛି। ଏହି ଗଛ...

୧୪ ଦଫା ଦାବିରେ ନିମାପଡ଼ା-ଗୋପ ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨୧।୮(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ସୁରକ୍ଷା ମଞ୍ଚ ପକ୍ଷରୁ ୧୪ ଦଫା ଦାବି ନେଇ ବୁଧବାର ନିମାପଡ଼ା ବ୍ଲକ ଅଫିସ ସମ୍ମୁଖରେ ସୁରକ୍ଷା ମଞ୍ଚର ବହୁ କର୍ମକର୍ତ୍ତା ଓ ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଅବସରରେ ବିକ୍ଷୋଭକାରୀମାନେ ରାଜ୍ୟପାଳ, ପଞ୍ଚାୟତିରାଜ ମନ୍ତ୍ରୀ,...

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ନିମାପଡ଼ା, ୨୧।୮(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ ବନ୍ତୁ ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବଜ୍ରପାତ ଘଟିଥିଲା। ବିଲରେ ଚାଷ କାମ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି।...

ଭକ୍ତଙ୍କ ପାଇଁ ପଡିଲା ମ୍ୟାଟ୍‌

ପୁରୀ ଅଫିସ, ୨୧।୮: ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଯେଭଳି ସୁଃଖଦ ଅନୁଭୂତି ସାଉଁଣ୍ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri