ପୁରୀ

ଆଜି ଉତ୍କଳ ଦିବସ: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧।୪: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ନିଜ ବାଲୁକାକଳା ଜରିଆରେ ସୁଦର୍ଶନ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ କରୋନା ମୁକାବିଲା ନେଇ ଏବେ ସବୁଆଡେ ଲକ୍‌ଡାଉନ୍‌ ସ୍ଥିତି ଥିବାରୁ…

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧।୪: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ବୁଧବାର ପୁରୀରେ ଚତୁର୍ଥ ପର୍ଯ୍ୟାୟ ରଥକାଠ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୮ ଖଣ୍ଡ ଫାଶୀକାଠ ଆସିଛି।…

ଓଡ଼ିଶା ଦିବସ: ପରଷ୍ପରଠାରୁ ଦୂରରେ ରହି ପଞ୍ଚସଖା ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ସାକ୍ଷୀଗୋପାଳ,୧।୪(ଡି.ଏନ୍‌.ଏ.): କରୋନା(କୋଭିଠ-୧୯) ସଂକ୍ରମଣକୁ ଦୃଷ୍ଟିିରେ ରଖି ଓଡ଼ିଶା ଦିବସ ପାଳନ ପାଇଁ କଟକଣା ଜାରି ହୋଇଛି। ଏଣୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ସତ୍ୟବାଦୀ ପଞ୍ଚସଖା ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଭାରତ ବିକାଶ ପରିଷଦର ସ୍ଥାନୀୟ ସଭାପତି ସତ୍ୟବାଦୀ…

ବିକ୍ରି ହେଉନି କ୍ଷୀର, ଛେନା: ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଦୁଗ୍ଧଚାଷୀ

ପୁରୀ ଅଫିସ,୧ା୪: କରୋନା ପାଇଁ ୨୧ଦିନିଆ ଲକ୍‌ଡାଉନ ହୋଇଛି ଦେଶ। କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ଆଉ ସବୁକିଛି ବନ୍ଦ ହୋଇଯାଇଛି। କେବଳ ଘର ଭିତରେ ରହିବାକୁ ସଚେତନ କରାଯାଉଛି। ସମସ୍ତେ ଏକପ୍ରକାର ଘର ଭିତରେ ବନ୍ଦୀ ଜୀବନ କଟାଉଛନ୍ତି।…

ଶୋଚନୀୟ ଅବସ୍ଥାରେ କଣାସ ବାତ୍ୟା ଆଶ୍ରୟସ୍ଥଳୀ

କଣାସ,୩୧ା୩(ସ୍ଵ.ପ୍ର.)- ମହାମାରୀ କରୋନା ସଂକ୍ରମଣ ଦେଶରେ ଅହେତୁକ ଭାବେ କାୟା ବିସ୍ତାର କରିବାରେ ଲାଗିଛି। ପରେ ଲକଡାଉନ ଘୋଷଣା ଯୋଗୁ ଅଧିକାଂଶ ଲୋକ ନିଜ ଘର ଅଭିମୁଖେ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଦେଶ ତଥା ରାଜ୍ୟ ବାହାରୁ…

ବନ୍ଦ ହେଲା ମନ୍ଦାରବସ୍ତ ସାପ୍ତାହିକ ହାଟ

କଣାସ,୩୧ା୩(ସ୍ବ.ପ୍ର.)- କରୋନାର ବଢ଼ୁଥିବା ପ୍ରଭାବ ଯୋଗୁ ସାରା ପୃଥିବୀ ସ୍ତମ୍ଭୀଭୂତ ହୋଇପଡିଛି। ଏହାର ମୁକାବିଲା କରିବାକୁ ସରକାର ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଥିବାବେଳେ ବହୁ ସମର୍ଥନ ମଧ୍ୟ ମିଳୁଛି। କିନ୍ତୁ ପୁରୀ ଜିଲା କଣାସ ବ୍ଲକରେ ଅନେକ ବ୍ୟକ୍ତି ଲକଡାଉନ ନ…

ହୋମ କ୍ଵାରାଣ୍ଟାଇନରେ ଥିବା ଯୁବକଙ୍କୁ ପୁରୀ ସ୍ଥାନାନ୍ତର

ବ୍ରହ୍ମଗିରି,୩୧ା୩(ଡି.ଏନ.ଏ)- ଓଡ଼ିଶାରେ କରୋନା ସଂକ୍ରମଣ ଆକ୍ରାନ୍ତ ବଢ଼ୁଥିବା ନେଇ ସମସ୍ତେ ଆତଙ୍କିତ। ଏହି ସଂକ୍ରମଣରୁ ରୋକିବା ପାଇଁ ହୋମଆଇସୋଲେଶନ, ସାମାଜିକ ଦୂରତା ବଜାଇ ରଖିବା ପାଇଁ ସଚେତନ କରାଯାଉଛି। ବାହାରୁ ଆସୁଥିବା ବ୍ୟକ୍ତିମାନଙ୍କୁ ହୋମ କ୍ଵାରାଣ୍ଟାଇନରେ ରହିବାକୁ ନିଦ୍ଦେର୍ଶ ଦିଆଯାଇଛି। ଏଭଳି…

ଗୋପ ପରିବା ବଜାର ମେଳଣ ପଡ଼ିଆକୁ ସ୍ଥାନାନ୍ତର

ଗୋପ,୩୧।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ ଏବେ କରୋନାକୁ ନେଇ ଆତଙ୍କ ଲାଗି ରହିଛି। ଏ ନେଇ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବା ସହ ସାମାଜିକ ଦୂରତା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରୁଛନ୍ତି। ମାତ୍ର ପୁରୀ ଜିଲା ଗୋପ ଥାନା ଅଞ୍ଚଳରେ…

କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ: ମଙ୍ଗଳ ଆଳତୀ ଦର୍ଶନ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଭିଡ଼

ସାକ୍ଷୀଗୋପାଳ, ୩୧।୩(ଡି.ଏନ୍‌.ଏ): କରୋନା କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ। ସକାଳୁ ସକାଳୁ ମଙ୍ଗଳ ଆଳତୀ ଦର୍ଶନ ପାଇଁ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ବାର ସମ୍ମୁଖରେ ସ୍ଥାନୀୟ ଶ୍ରଦ୍ଧାଳୁ ନିୟମିତ ଭିଡ଼ ଲଗାଉଛନ୍ତି। ପାଳିଆ ସେବକଙ୍କ ଛଡ଼ା ଅନ୍ୟ କୌଣସି ବ୍ୟକ୍ତିଙ୍କ…

ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ

ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚତ୍ଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି। ଏଥିରେ…

ଗଡ଼ୁନି ଗାଡ଼ି, ପୂରୁନି ପେଟ-ଦୁଃଖରେ ଦିନ କାଟୁଛନ୍ତି ଚାଳକ, ହେଲ୍‌ପର ଓ କଣ୍ଡକ୍ଟର

ପୁରୀ ଅଫିସ,୩୧ା୩ : ପର୍ଯ୍ୟଟନ ସହର ପୁରୀ। ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ଉପରେ ଅନେକ ପରିବାରର ଭାତହାଣ୍ଡି ନିର୍ଭର କରେ। ପର୍ଯ୍ୟଟକ ଆସିଲେ ଦି’ ପଇସା ରୋଜଗାର ହୁଏ, ସେଥିରେ ସେମାନଙ୍କ ଘର ଚଳେ। କିନ୍ତୁ ଏବେ ଅନେକଙ୍କ ଜୀବନ…

ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍‌ ଫଣ୍ଡ

ପୁରୀ ଅଫିସ, ୩୧ା୩: କରୋନା ପାଇଁ ଏବେ ସବୁଠି ହାହା କାର। ଏହାର ମୁକାବିଲା ପାଇଁ ଦେଶକୁ ଲକ୍‌ଡାଉନ କରାଯାଇଛି। ଏଥିପାଇଁ ଜନସାଧାରଣଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିଲାଗି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଦାନଦେବା ପାଇଁ ଆହ୍ବାନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri