ପୁରୀ

ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର: ମୁକୁଳା ପଡ଼ିିଛି ସମୁଦ୍ର ତଟ

ପୁରୀ ଅଫିସ, ୪ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥସ୍ଥଳ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ଏଠାକୁ ଦୈନିକ ଲକ୍ଷାଧିକ ଭକ୍ତ ଏବଂ ପର୍ଯ୍ୟଟକ ଦେଶ ବିଦେଶରୁ ଛୁଟି...

କାଦୁଆ ଆଶ୍ରମ ଏବେ ଜରାଜୀର୍ଣ୍ଣ

ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ତିଆରି କରିଥିଲେ ଦରିଦ୍ର ନାରାୟଣ ସେବା ସଂଘ। ଲୋକମୁଖରେ ଏହା...

ଜୁଆର ଭସାଇନେଲା ବ୍ୟବସାୟୀଙ୍କ ପସରା

ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ ଖାଉଥିବାରୁ ଉଠାଦୋକାନୀ ଭୟଭୀତ ହୋଇପଡ଼ିିଛନ୍ତି। ସେମାନଙ୍କ ଜୀବିକା ପ୍ରତି ସଙ୍କଟ ସୃଷ୍ଟି ହୋଇଛି...

ମହାପ୍ରଭୁଙ୍କୁ ଦର୍ଶନ କଲେ ଲାବଣ୍ୟା

ପୁରୀ ଅଫିସ, ୪ା୮: ସର୍ବାଭାରତୀୟ ସ୍ତରରେ ଅନୁଷ୍ଠିତ ଟିନ୍‌ ଡିଭା ଇଣ୍ଡିଆ ଇଣ୍ଟରନ୍ୟାଶନାଲ ୨୦୧୯ ମୁକୁଟ ବିଜୟିନୀ ଲାବଣ୍ୟା ଦାସ ଶନିବାର ଶ୍ରୀକ୍ଷେତ୍ରକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ନିଜ ଦକ୍ଷତା ଓ ପ୍ରତିଭା ବଳରେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ...

ସାକ୍ଷୀଗୋପାଳରେ ୨ଘରୁ ଡକାୟତି: ହାତଗୋଡ ବାନ୍ଧି ଲୁଟିନେଲେ ଟଙ୍କା, ସୁନା

ସାକ୍ଷୀଗୋପାଳ, ୪ା୮(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଏକ ଦୁଇଟି ପରିବାରରୁ ଲୁଟେରାମାନେ ବିପୁଳ ପରିମାଣର ସମ୍ପତ୍ତି ଲୁଟ୍‌ କରିନେଇଛନ୍ତି। ଲୁଟେରାମାନେ ଯାଦବ ନିବାସରେ ୧୦ଜଣ ଡକାୟତ ପଶି ୭ଜଣ ପରିବାର ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ...

ମଧୁର ଜଳ ସଂରକ୍ଷିତ ଅଞ୍ଚଳରେ ଆବର୍ଜନା ପାହାଡ଼

ପୁରୀ ଅଫିସ, ୪ା୮: ବଙ୍ଗୋପସାଗର କୂଳରେ ଅବସ୍ଥିତ ପୁରୀ ସହରର ପାନୀୟଜଳ ସଙ୍କଟ ଦୂର ଲାଗି ସୁଇଟ୍‌ ୱାଟର ଜୋନ (ମଧୁର ଜଳ ସଂରକ୍ଷିତ ଅଞ୍ଚଳ)ର ପରିକଳ୍ପନା କରାଯାଇଛି। ତାଳବଣିଆ ଅଞ୍ଚଳରେ ୪୪୮ଏକର ଏବଂ ବଳିଆପଣ୍ଡା ଅଞ୍ଚଳରେ ୨୦୭ ଏକର...

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି...

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ। ଏଭଳି ଅଭିଯାନ ଆରମ୍ଭ କରିଛି ଜିଲା ପ୍ରଶାସନ। ‘ମୋ ବିଚ୍‌’ ଅଭିଯାନରେ ବେଳାଭୂମି...

ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌

ପୁରୀ ଅଫିସ, ୩।୮: ବାତ୍ୟାରେ ଛାରଖାର ହୋଇଯାଇଥିଲା ପର୍ଯ୍ୟଟନ ସହର ପୁରୀ। ହୋଟେଲ ଶିଳ୍ପ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଶନିବାର ବାତ୍ୟା ଫନୀକୁ ୩ମାସ ପୂରୁଛି। ବାତ୍ୟା ପରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ନେଇ ବହୁବାର ଆନ୍ଦୋଳନ ହୋଇଥିଲା।...

ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର ବାତ୍ୟାକୁ ୩ମାସ ପୂରୁଛି। ବିଭିନ୍ନ କ୍ଷେତ୍ରରେ ଯଦିଓ ସ୍ବାଭାବିକ ଅବସ୍ଥା ଫେରିଛି...

ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍‌ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍‌) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ...

ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା

ଗୋପ, ୨।୮(ଡି.ଏନ୍‌.ଏ.):  ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍‌ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍‌ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଇଥିଲା। ମାତ୍ର ମରାମତିର ୪-୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri