ପୁରୀ

ବରଗଡ଼ର ୩୫ ଶ୍ରମିକଙ୍କୁ ପଞ୍ଚାୟତ ଅଫିସରେ ଆଶ୍ରୟ ଦେଲା ପୁରୀ ଜିଲା ପ୍ରଶାସନ

ବରଗଡ଼ ଅଫିସ୍‌,୨।୫: ପୁରୀ ଜିଲା କୋଣାର୍କ ନିକଟ ଅଚ୍ୟୁତପୁରରେ ଇଟାଭାଟିରେ କାମ କରୁଥିବା କେତେକ ଶ୍ରମିକଙ୍କୁ ସେଠାକାର ଜିଲା ପ୍ରଶାସନ ସହଯୋଗ କରିଛି। ଏହି ଶ୍ରମିକମାନଙ୍କ ଘର ପଶ୍ଚିମ ଓଡ଼ିଶାର ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁରେ। ଏହି ଗାଁର…

ରଥଯାତ୍ରାକୁ ନେଇ ଗଜପତିଙ୍କ ସହ ଆଲୋଚନା କଲେ ଦଇତାପତି

ପୁରୀ ଅଫିସ, ୨।୫: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ଭିତରେ ରଥ ନିର୍ମାଣର ଅନୁକୂଳ ହୋଇଥିଲେ ମଧ୍ୟ କାମ ଆରମ୍ଭ ହୋଇ ନାହିଁ। ରଥଯାତ୍ରାକୁ…

କଟକଣା ନ ମାନି ବଡ଼ଦାଣ୍ଡରେ ବୁଲିଲେ ବିଦେଶୀ

ପୁରୀ ଅଫିସ,୧।୫: ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରୁଛନ୍ତି। ପୁରୀରେ ମଧ୍ୟ ଏକାଧିକ କଟକଣା ଜାରି କରାଯାଇଛି। ତେବେ ପୁରୀରେ ଜଣେ ବିଦେଶୀ ଲକ୍‌ଡାଉନ କଟକଣା ଉଲ୍ଲଂଘନ କରି ବଡଦାଣ୍ଡରେ ଖୁଲମଖୁଲା ବୁଲିବା ଘଟଣା…

ପୁରୀ ସମୁଦ୍ରରେ ଡଲ୍‌ଫିନ

ପୁରୀ ଅଫିସ,୩୦ା୪:ପୁରୀ ସମୁଦ୍ରରେ ବୁଧବାର ପୂର୍ବାହ୍ନରେ କିଛି ଡଲ୍‌ଫିନ ଦେଖାଯାଇଛନ୍ତି। ହୋଟେଲ ଗୋଲ୍‌ଡେନ ଟ୍ରି ସମ୍ମୁଖ ସମୁଦ୍ରରେ ଉପକୂଳଠାରୁ ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟାରେ ମଙ୍ଗଳା ମୁହାଣ ପଟୁ କିଛି ଡଲ୍‌ଫିନ ସଂସ୍କୃତ ବିଶ୍ୱବିଦ୍ୟାଳୟ…

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ପୋଲିସ କର୍ମଚାରୀ

ବ୍ରହ୍ମଗିରି,୩୦ା୪(ଡି.ଏନ.ଏ): ଦେଶରେ କରୋନା ଭାଇରସ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏହାକୁ ରୋକିବା ପାଇଁ କୌଣସି ରୋଗପ୍ରତିଷେଧକ ବାହାରି ନଥିବାରୁ କେବଳ ଲକଡାଉନ ଯୋଗୁ ନିୟନ୍ତ୍ରଣ ହୋଇପାରିବ ବୋଲି କୁହାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଥିବା…

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଏ ନେଇ ବୁଧବାର ବିଳମ୍ବିତ ରାତିରେ ଗୋପ ପୋଲିସ…

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଦଇତାପତି ସେବକ

ପୁରୀ ଅଫିସ,୩୦।୪: କରୋନା ପାଇଁ ରଥଯାତ୍ରାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଜୁନ୍‌ ୨୩ରେ ପଡୁଥିବା ରଥଯାତ୍ରା ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନ ଥିବାବେଳେ ଦଇତାପତି ସେବକମାନେ ବୁଧବାର ଜଗଦ୍‌୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି।…

୧୩ କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ

କାକଟପୁର,୩୦।୪(ଡି.ଏନ.ଏ.): ଲକଡାଉନ ଅବଧି ବଢ଼ିବା ପରେ ବାହାର ରାଜ୍ୟରେ ଥିବା ଓଡ଼ିଆମାନେ ନିଜ ଗ୍ରାମକୁ ଫେରିବାରେ ଲାଗିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତି ପଞ୍ଚାୟତାରେ କ୍ୱାରାଣ୍ଟାଇନ କେନ୍ଦ୍ର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରତି ସରପଞ୍ଚଙ୍କୁ ୫ଲକ୍ଷ ପର୍ଯ୍ୟନ୍ତ…

ଜନ୍ମମାଟିରେ ପହଞ୍ଚିଲା ଯବାନଙ୍କ ମୃତଦେହ

ନିମାପଡା, ୩୦।୪(ଡି.ଏନ.ଏ.): ଭାରତୀୟ ସେନା ବାହାନୀର ରାଜସ୍ଥାନ ଯୋଧପୁରଠାରେ କାର୍ଯ୍ୟରତ ଓଡ଼ିଆ ଯବାନ ରାଜେଶ କୁମାର ସାହୁ(୨୯)ଙ୍କ ଗୁଳିମାଡରେ ଶନିବାର ମୃତ୍ୟୁ ଘଟିଥିଲା। ତାଙ୍କ ଘର ପୁରୀ ଜିଲା ନିମାପଡା ଏନଏସି ଅନ୍ତର୍ଗତ ଅମୁଣିଆପାଟଣା ଗଁାରେ। ରାଜେଶଙ୍କ ମୃତ୍ୟୁ ଗୁଳିମାଡରେ ହୋଇଥିବା…

ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା

ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି ଥାନାଧିକାରୀ…

ଆନ୍ଧ୍ରରୁ ସାଇକେଲରେ ବ୍ରହ୍ମଗିରି ଫେରିଲେ ୭ ଶ୍ରମିକ: ୭୫୦ କି.ମିକୁ ଲାଗିଲା ୭ ଦିନ

ବ୍ରହ୍ମଗିରି,୨୯ା୪(ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ୭ଜଣ ଶ୍ରମିକ ଗାଁ ଛାଡ଼ିି ଆନ୍ଧ୍ରପ୍ରଦେଶକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। କିନ୍ତୁ ସେମାନଙ୍କ ପାଇଁ ଦୁର୍ଦ୍ଦଶା ଆଣିଲା କରୋନା। ମାସେ ହେଲା ସାରା ଦେଶ ଲକ୍‌ଡାଉନ। ଏଥିଯୋଗୁ ଶିଳ୍ପ, କାରଖାନା ଓ…

ବୋମାମାଡ଼ ଘଟଣାରେ ସରପଞ୍ଚଙ୍କ ସମେତ ୫ ଗିରଫ: ବାଇକ୍‌, ପିସ୍ତଲ ଜବତ

ପୁରୀ ଅଫିସ,୨୯ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ ନଂ. ୱାର୍ଡ ବାଲିସାହିସ୍ଥିତ ବାସଭବନ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ଜଣେ ସରପଞ୍ଚଙ୍କ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ବାଇକ୍‌, ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?