ପୁରୀ

୨ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ୨୮୭ କୋଟି ଟଙ୍କା

ପୁରୀ ଅଫିସ,୨୬ା୩: ଦୁଇଟି ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଟଙ୍କା। ଗୁରୁବାର ଟେଣ୍ଡର ମାଧ୍ୟମରେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ ବରୋଦାକୁ ଚୟନ କରାଯାଇଛି। ବର୍ଷିକିଆ ୬.୨୬ ପ୍ରତିଶତ ସୁଧ ହାରରେ ଏହି ଦୁଇଟି ବ୍ୟାଙ୍କ ୨୮୭…

ଲକ୍‌ ଡାଉନ ନିୟମକୁ ଉଲ୍ଲଂଘନ: ୧୯ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ନେଇ ସମଗ୍ର ଦେଶରେ ଲକ୍‌ ଡାଉନ ଘୋଷଣା ହୋଇଛି। ହେଲେ ଏହି ସମୟରେ କେତେକ ଲୋକଙ୍କର କୌଣସି କାମ ନ ଥିଲେ ମଧ୍ୟ ବାହାରେ ବୁଲାବୁଲି କରୁଛନ୍ତି। ଲକ୍‌ଡାଉନ ନିୟମ ଉଲ୍ଲଂଘନ କରିଥିବାରୁ ବୁଧବାର ପୁରୀ…

ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ଜୋର୍‌ଦାର ଉଦ୍ୟମ ଜାରି ରଖିଛି। ଜିଲାର ୧୧ଟି ବ୍ଲକର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର ଖୋଲାଯାଇଛି। ଆଇସୋଲେଶନ ସେଣ୍ଟରରେ ବେଡ୍‌ ପକାଯାଇଥିବାବେଳେ…

ଚେନ୍ନାଇରେ ଫଶିିଛନ୍ତି ପୁରୀର ୧୮ ତୀର୍ଥଯାତ୍ରୀ

ପୁରୀ ଅଫିସ,୨୬ା୩: ତୀର୍ଥ କରିବାକୁ ଯାଇଥିବା ପୁରୀର ୧୮ଜଣ ଚେନ୍ନାଇରେ ଅଟକି ରହିଛନ୍ତି। ଏବେ ଟ୍ରେନ୍‌ ଏବଂ ବିମାନ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଓଡ଼ିଶା ଫେରି ପାରୁନାହାନ୍ତି। ବହୁତ ହଇରାଣରେ ରହୁଥିବାବେଳେ ଉଦ୍ଧାର ପାଇଁ ଏକ ଭିଡିିଓ ମାଧ୍ୟମରେ ରାଜ୍ୟ…

ମାନୁ ନାହାନ୍ତି କଟକଣା: ପେଟ୍ରୋଲ ଟାଙ୍କିରେ ଭତ୍ତା ବଣ୍ଟନ

ପୁରୀ ଅଫିସ,୨୫ା୩: ମହାମାରୀ କରୋନାକୁ ନେଇ ଏବେ ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ପ୍ରାଣଘାତୀ ଭୂତାଣୁ ବିଭିନ୍ନ ଦେଶକୁ ଡେଇଁ ଚାଲିଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିଚାଲିିଛି। ଏହି ଭୂତାଣୁର କୌଣସି ଔଷଧ ବାହାରି ନ ଥିବାରୁ ଏହା କବଳରୁ…

ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ

ପୁରୀ ଅଫିସ,୨୫ା୩:  ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ମଙ୍ଗଳବାର ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ…

ବଜାରରେ ପୋଲିସ ପହରା: ରାସ୍ତାରେ ବୁଲିଲେ ଉଠାଇ ନେବାକୁ ଲୋକଙ୍କୁ ତାଗିଦ

ସାକ୍ଷୀଗୋପାଳ, ୨୫।୩(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ଭିଡ଼ ନ ଲଗାଇବାକୁ ପରାମର୍ଶ ଦିଆଯାଇଛି। ରାସ୍ତାରେ ବୁଲୁଥିବା ଓ ବନ୍ଦ…

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ, ତେଲ, ମାଛ, ଅଣ୍ଡା, ପରିବା ଓ ଔଷଧ ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ…

ଲକ୍‌ଡାଉନ୍‌କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍‌ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍‌

ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍‌ଡାଉନ୍‌କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍‌ଡାଉନ୍‌ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍‌କୁ ଜବତ…

ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ

ପୁରୀ ଅଫିସ,୨୪ା୩: ପୁରୀ ପେଣ୍ଠକଟାର ମତ୍ସ୍ୟଜୀବୀଙ୍କ ଭାତହାଣ୍ଡି ହେଉଛି ସମୁଦ୍ର। ସମୁଦ୍ରରୁ ମାଛ ମାରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ କରୋନା ଏବେ ସେମାନଙ୍କ ପାଇଁ ଦୁଃଖ ଆଣିଛି। ମାଛ, ମାଂସକୁ ନେଇ ଗୁଜବ, ପୁରୀର ହୋଟେଲ ଶିଳ୍ପରେ ତାଲା ଝୁଲିବା…

ଇନ୍ଦିରା ମଇଦାନକୁ ସ୍ଥାନାନ୍ତର ହେଲା ପିପିଲି ହାଟ

ପିପିଲି,୨୪ା୩(ସ୍ବ.ପ୍ର)- କରୋନା ସଂକ୍ରମଣ ରୋକିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜିଲାର ସମସ୍ତ ହାଟ, ମେଳଣ, ବାହାଘର, ସଭାକୁ ରୋକ ଲାଗିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ବନ୍ଦ କରିଛନ୍ତିି। ହାଟର ବ୍ୟବସାୟୀ ଓ ଖାଉଟିଙ୍କ ସୁବିଧା ପାଇଁ ପିପିଲି ହାଟକୁ…

ପିପିଲିରେ କାଉ ମଡ଼କ

ପିପିଲି,୨୪ା୩(ସ୍ବ.ପ୍ର/ ଡି.ଏନ୍‌.ଏ.)- ମହାମାରୀ କରୋନାକୁ ନେଇ ପିପିଲି ଅଞ୍ଚଳରେ ଲୋକେ ଭୟଭୀତ ଥିବାବେଳେ ସୋମବାର କେତେକ କାଉ ମରିପଡ଼ିଥିବା ଦେଖିବାକୁ ମିଳିଛି। ଗତ ୩ / ୪ଦିନ ଭିତରେ ଶହଶହ କାଉ ମରି ଚାରିଆଡ଼େ ପଡ଼ିଥିବାରୁ ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri