ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ୍
ଗୋପ,୨୪।୩(ଡି.ଏନ୍.ଏ): କରୋନାକୁ ନେଇ ସାରା ବିଶ୍ବରେ ଆତଙ୍କ ଦେଖାଯାଇଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଦେଖାଯାଇଛି। ସାମାଜିକ ଦୂରତା ଦୃଷ୍ଟି ଦିଆ ଯାଉ ନ ଥିବାରୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ଲୋକେ ଲମ୍ବା ଲାଇନରେ ଛିଡ଼ା ହୋଇ ଅସନ୍ତୋଷ ପ୍ରକାଶ…
ହାଟ ବନ୍ଦ ପରେ ରାସ୍ତାରେ ବିକିିଲେ ଚାଷୀ
ଗୋପ,୨୪।୩(ଡି.ଏନ୍.ଏ): କରୋନା ସଂକ୍ରମଣ ରୋକିବା ଲାଗି ସରକାର ସାମାଜିକ ଦୂରତ୍ୱ ରକ୍ଷା କରୁଥିବାବେଳେ ଜିଲାପାଳଙ୍କ ନିର୍ଦ୍ଦେଶରେ ଗୋପ ବ୍ଲକ୍ର କେତେକ ହାଟକୁ ୧୪୪ ଧାରା ଜାରି କରାଯାଇଛି। ଏହାସତ୍ତ୍ୱେ ସୋମବାର ସ୍ଥାନୀୟ ନାଗପୁର ହାଟ ଚାଲିବା ନେଇ ଅଭିଯୋଗ ଆସିବା ପରେ…
ହୋମ କ୍ବାରାଣ୍ଟାଇନ୍ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିଥିଲେ। କାର୍ ଯୋଗେ ଶଙ୍କରାଚାର୍ଯ୍ୟ ତାଙ୍କର ୧୪ଜଣ ଶିଷ୍ୟଙ୍କ ସହ ସାଢ଼େ…
ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍ପେନ୍ସ
ପୁରୀ ଅଫିସ, ୨୩।୩: ୟେସ୍ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର ହୋଇ…
ହୋଟେଲ, ପାନ୍ଥନିବାସରେ କ୍ବାରାଣ୍ଟାଇନ ବ୍ୟବସ୍ଥା
ପୁରୀ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସହରସ୍ଥ ୨ଟି ଘରୋଇ ହୋଟେଲ ଏବଂ ପାନ୍ଥନିବାସରେ ପେଡ୍ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏହି ୨ଟି ହୋଟେଲ ହେଉଛି ସିଟି ରୋଡର ସାଗର ତରଙ୍ଗ ଏବଂ ବଳିଆପଣ୍ଡା ଅଞ୍ଚଳର…
ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା
ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ ମନ୍ଦିର ହୁଣ୍ଡିରୁ କିନ୍ତୁ ଟଙ୍କା ବାହାରୁଛି। ଏ ଦାନ ଅର୍ଥ ଆସୁଛି କେଉଁଠୁ ବୋଲି…
କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’
ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର ଫେରନ୍ତା ଯୁବକ। ଟଙ୍କା ରୋଜଗାର ଆଶାରେ ଦୀର୍ଘଦିନ ଧରି ଗାଁ ମାଟି ମାଡ଼ିି ନ…
ଲକ୍ଡାଉନ୍କୁ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ
ପୁରୀ ଅଫିସ, ୨୩।୩: କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁରୀ ସହରକୁ ଲଗ୍ଡାଉନ୍ ଘୋଷଣା କରିଛନ୍ତି। ସୋମବାର ଲକ୍ଡାଉନ୍ର ଦ୍ୱିତୀୟ ଦିନରେ ସହରବାସୀ ବିଭିନ୍ନ ସ୍ଥାନରେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପରିବା ମାର୍କେଟରେ…
ପୁରୀ: ହୋଟେଲ ଶିଳ୍ପରେ ତାଲା
ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ ନିର୍ଦ୍ଦେଶ ଫଳରେ ପର୍ଯ୍ୟଟକ ଶୂନ୍ୟ ହୋଇପଡ଼ିଛି ପୁରୀ। ଫଳରେ ଏହାର ପ୍ରଭାବ ହୋଟେଲ ଶିଳ୍ପ…
ସେବାୟତଙ୍କର ଥର୍ମାଲ ସ୍କ୍ରିନିଂ
ପୁରୀ ଅଫିସ,୨୩।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ଧର୍ମପୀଠରେ କଟକଣା ଲଗାଇଛନ୍ତି। ଦେବଦେବୀଙ୍କ ସେବାପୂଜା ସ୍ବାଭାବିକ ରହିଥିବାବେଳେ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି। ଆସନ୍ତା ଏପ୍ରିଲ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। କେବଳ ସେବାୟତ…
ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ
ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ ବେକାବୁ କରୋନା ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ…
ନାକଚଣା ସ୍ପର୍ଶରେ କାଳିଆର ଅନୁଭବ
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ ନ…
Archives


