ପୁରୀ

ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍‌ ନମ୍ବର

କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା ପାଇଁ ଗଣଶିକ୍ଷା ବିଭାଗ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କ ଘରକୁ ଯାଇ ସେମାନଙ୍କ ଆବଶ୍ୟକ ବହି ଦେବାକୁ…

କରୋନା ଟାଣିଛି ଲକ୍ଷ୍ମଣରେଖା: କାଳିଆ ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ

ପୁରୀ ଅଫିସ,୧୯।୪: କରୋନା ଟାଣିଛି ଲକ୍ଷ୍ମଣ ରେଖା। ସିଂହଦ୍ୱାର ଡେଇଁ ଶ୍ରୀମନ୍ଦିରକୁ ଯାଇପାରୁନାହାନ୍ତି ଭକ୍ତ। ଗତ ମାସ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କେବଳ ସେବାୟତମାନେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନ କରୁଛନ୍ତି। ଇତିମଧ୍ୟରେ ପ୍ରାୟ ୩୦…

ମନେପଡ଼େ କଳାବେଠିଆଙ୍କ ସେବା

ପୁରୀ ଅଫିସ,୧୯।୪: ଶାସ୍ତ୍ରରେ ରହିଛି ରଥେ ତୁ ବାମନଂ ଦୃଷ୍ଟ୍ବା, ପୁନର୍ଜନ୍ମ ନ ବିଦ୍ୟତେ। ଅର୍ଥାତ୍‌ ରଥ ଉପରେ ମହାପ୍ରଭୁଙ୍କୁ ବାମନ ରୂପରେ ଦର୍ଶନ କଲେ ପୁନଜନ୍ମ ହୋଇ ନ ଥାଏ। ଏହି ଆସ୍ଥା ଓ ବିଶ୍ୱାସରେ କ’ଣ ଏଥର ଘଟିବ…

ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା: ବାହାରିବନି ଶୋଭାଯାତ୍ରା, ଖର୍ଚ୍ଚକାଟ କରିଛି ମନ୍ଦିର ପ୍ରଶାସନ

ପୁରୀ ଅଫିସ,୧୯।୪: କରୋନା ପାଇଁ ଅଟକିବନି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା। କିନ୍ତୁ କଟକଣା ରହିବ। ଗହଳିକୁ ବାରଣ କରାଯିବ। କୌଣସି ଭକ୍ତ ଏଥିରେ ସାମିଲ ହେବେ ନାହିଁ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ପୋଲିସ ଜଗିବେ। ଚତୁଃପାର୍ଶ୍ୱ ରାସ୍ତାକୁ ବନ୍ଦ କରାଯିବ।…

ଶ୍ରୀମନ୍ଦିର ସେବାୟତଙ୍କ କରୋନା ଟେଷ୍ଟ ପ୍ରସ୍ତାବ

ପୁରୀ ଅଫିସ,୧୮।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତେବେ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ କୌଣସି ଚିତ୍ର ସ୍ପଷ୍ଟ ନ ଥିବା ବେଳେ କରୋନା ଟେଷ୍ଟ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର। ରଥଯାତ୍ରାର…

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୮୯ ହଜାର ଟଙ୍କା ଦାନ

ସାକ୍ଷୀଗୋପାଳ,୧୮।୪(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ପୁରୀ ଜିଲା ସତ୍ୟବାଦୀ ବ୍ଲକ ବିଦ୍ୟାଧରପୁର ଗ୍ରାମବାସୀ ରାଜ୍ୟ କରୋନା ସାହାୟତା ପାଣ୍ଠିକୁ ୩୩ ହଜାର ୮୦ ଟଙ୍କା ଦାନ କରିଛନ୍ତି । ଗ୍ରାମବାସୀଙ୍କ ଠାରୁ ସଂଗୃହିତ ଉକ୍ତ ରାଶିକୁ ଓଡିଶା ଗ୍ରାମ୍ୟାବ୍ୟଙ୍କର ସ୍ଥାନୀୟ ସାରଙ୍ଗଯୋଡି…

ବନ୍ଦ ଲଜ୍‌ରେ ଦେହ ବେପାର

ପୁରୀ ଅଫିସ,୧୮ା୪: ବର୍ତ୍ତମାନ କରୋନା କଟକଣା ଜାରି କରାଯାଇଛି । ଲକ୍‌ଡାଉନ ଯୋଗୁ ବନ୍ଦ ରହିଛି ସମସ୍ତ ହୋଟେଲ, ଲଜ୍‌ ଏବଂ ଅନ୍ୟାନ୍ୟ ବ୍ୟବସାୟ ପ୍ରତିଷ୍ଠାନ। ହେଲେ ଶୁକ୍ରବାର ବଡ଼ଦାଣ୍ଡର ଦୁଇଟି ଲଜ୍‌ରେ ଦେହବ୍ୟବସାୟ ଚାଲୁଥିବା ନେଇ ୩ଜଣ ଯୁବକ ବିରୋଧ…

ଯୌତୁକ ପାଇଁ ନିର୍ଯାତନା : ୪ ଗିରଫ

ନିମାପଡ଼ା,୧୮ା୪(ଡି.ଏନ.ଏ): ଚାରିଛକ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିଆପଡ଼ା ଗ୍ରାମର ମଲ୍ଳିକା ଭୋଇ ନାମ୍ନୀ ବଧୂଙ୍କୁ ଯୌତୁକ ଦାବିରେ ନିର୍ଯାତନା ଦେବା ସହ ଆକ୍ରମଣ କରିବା ଅଭିଯୋଗରେ ୪ଜଣଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ମଲ୍ଲିକାଙ୍କ ସ୍ବାମୀ ମାଧବ ଭୋଇ, ଦେଢଶୁର…

ଉପବାସରେ କୁଟୀରଶିଳ୍ପ କାରିଗର

କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍‌ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ କାଟୁଛନ୍ତି। ଏଭଳି ଦେଖିବାକୁ ମିଳିଛି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଡଅଁଳ ପଞ୍ଚାୟତ ହରିଜନସାହିରେ।…

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୧୮ା୪: ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମାଛ ଚାଲାଣକାରୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶକୁ ରପ୍ତାନୀ କରୁଛନ୍ତି। ସଚେତନ ଅଭାବରୁ ସାଧାରଣ ମତ୍ସ୍ୟଜୀବୀ ଏହି ମାଛର ମୂଲ୍ୟ ଜାଣିପାରୁ ନ…

୧୦୦ କି.ମି. ଚାଲିଲେ ୫ ଯୁବକ

ପିପିଲି,୧୮ା୪(ଡି.ଏନ.ଏ): ଚାଲିବାକୁ ବଳ ପାଉନାହିଁ। ତଥାପି କଷ୍ଟେମଷ୍ଟେ ପାଦ ପକାଇବାକୁ ପଡ଼ୁଛି। ଭୋକ ବାଟ କଢାଇ ନେଉଛି। ଢେଙ୍କାନାଳରୁ ପିପିଲି ପାଖାପାଖି ୧୦୦ କିମି ଚାଲି ଚାଲି ଘରକୁ ଫେରିଛନ୍ତି କେତେଜଣ ଦିନମଜୁରିଆ। ଶୁକ୍ରବାର ପିପିଲି ବଜାରରେ ଏମାନେ ପହଞ୍ଚିଛନ୍ତି। ଢେଙ୍କାନାଳ…

ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି ହୋଇପଡୁଛି। ଏହି ନଦୀ କୂଳରେ ବାସ କରୁଥିବା ପ୍ରାୟ ୧୦୦ଟି ଗ୍ରାମର ଲୋକେ ବର୍ଷାଋତୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?