ବିଦ୍ୟୁତ୍ ସର୍ଟଶର୍କିଟ୍ରୁ ଅଗ୍ନିକାଣ୍ଡ: ୫ ପରିବାରଙ୍କ ୭ ଘର ଜଳିଗଲା
କୃଷ୍ଣପ୍ରସାଦ, ୨୫।୨(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବାଲିନାସୀ ଗାଁରେ ମଙ୍ଗଳବାର ଭୋରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ପରିବାରଙ୍କ ୭ଟି ଘର ଜଳାଯାଇଛି। ସୁଦର୍ଶନ ବେହେରା, ସୁମନ ବେହେରା, ରାଜକୁମାରୀ ବେହେରା, ବିନୋଦିନୀ ବେହେରା ଏବଂ ଅନୀଳ ବେହେରାଙ୍କ...
ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ
ପୁରୀ ଅଫିସ,୨୫ା୨: ଫାଲ୍ଗୁନ ଶୁକ୍ଳ ପ୍ରତିପଦାରେ ସୋମବାର ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର ଆଜ୍ଞାମାଳ ପାଇ ବେଣ୍ଟ (ଶିକାର) ନୀତି ନିମନ୍ତେ ବିମାନରେ ବିଜେ ହୋଇଥିଲେ। ବିମାନବଡୁ...
ଆଜି ପୁରୀ ଆସିବେ ମମତା
ପୁରୀ ଅଫିସ,୨୫ା୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ। ସ୍ଥାନୀୟ ଏକ ହୋଟେଲରେ ତାଙ୍କ ରହିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପୋଲିସ ପକ୍ଷରୁ ସମ୍ପୃକ୍ତ ହୋଟେଲରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।...
ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ
ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ ଥିବା ୩ଟି ଦୋକାନ ଉଚ୍ଛେଦ ସରିଛି। ତେବେ ଏକ ଧର୍ମଶାଳାର ଉଚ୍ଛେଦକୁ...
ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍ସିଏଲ ଗାର୍ଡେନ ଭିତରେ...
ପିପିଲିରେ ଦନ୍ତା ଆତଙ୍କ: ୩ଜଣଙ୍କ ଜୀବନ ନେଲା, ୧୦ରୁ ଊର୍ଦ୍ଧ୍ୱ ଆହତ
ପିପିଲି,୨୩।୨(ଡି.ଏନ୍.ଏ.): ପୁରୀ ଜିଲା ବଳଙ୍ଗା ଓ ପିପିଲି ଥାନା ଅଧୀନ ଅଞ୍ଚଳରେ ରବିବାର ଦନ୍ତା ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ହେଲେ ଗୋପୀନାଥପୁର ଗ୍ରାମର ଯୁଗଳ...
ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ
ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା ଲିଙ୍ଗଗତ ବୈଷମ୍ୟ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। କିନ୍ତୁ ଅନେକ...
ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ରାସ୍ତାରେ ଖପୁରି
ପୁରୀ ଅଫିସ,୨୩ା୨: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ରାସ୍ତାରେ ମଣିଷ ଖପୁରି। ଟାଉନ ହଲ୍ ପଟୁ ସାଇ ମନ୍ଦିର ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ରାସ୍ତାରେ ଶନିବାର ୨ଟି ମଣିଷ ଖପୁରି ପଡ଼ିଥିବା ଦେଖିବାକୁ ମିଳିଥିଲା। ଗୋଟିଏ ଖପୁରି ଜିଲାପାଳଙ୍କ...
ପୁରୀରୁ ନକଲି ମାଟ୍ରିକ୍ ପରୀକ୍ଷାର୍ଥୀ ଗିରଫ
ପୁରୀ ଅଫିସ,୨୨।୨: ପୁରୀ ଜିଲା ସଦର ଥାନା ବାସୁଦେବପୁରର କନକ ଦୁର୍ଗା ହାଇସ୍କୁଲରେ ମାଟ୍ରିକ୍ ପରୀକ୍ଷା ଚାଲିଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀଙ୍କୁ ଶନିବାର ସଦର ପୋଲିସ ଗିରଫ କରିଛି। ଗିରଫ ନକଲି ପରୀକ୍ଷାର୍ଥୀ ହେଉଛନ୍ତି ସୌମ୍ୟ ରଞ୍ଜନ ମହାନ୍ତି।...
ବନ୍ଧୁ ହେବ ତ ଏମିତି
ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ),୨୨।୨: ଜୀବନରେ ବନ୍ଧୁର ସ୍ଥାନ ସ୍ବତନ୍ତ୍ର। ବନ୍ଧୁତ୍ୱ ଆଗରେ ଧନସମ୍ପତ୍ତି, ପଦପଦବୀ, ଉଚ୍ଚନୀଚ, ଜାତିଅଜାତିର କିଛି ମୂଲ୍ୟନାହିଁ। ବନ୍ଧୁଙ୍କ ଆଗରେ ସବୁକଥା କହି ହୋଇଥାଏ। ବନ୍ଧୁଙ୍କ ଖୁସିରେ ଖୁସି ହେବା ଏବଂ ଦୁଃଖ ସମୟରେ ସହାୟତାର ହାତ...
ଡୁବୁରୀରେ ବିଧବା ମହିଳାଙ୍କ ମନର କଥା
ପୁରୀ ଅଫିସ,୨୨।୨: ପୁରୀ ଅଫିସ,୨୧ା୨ ପଶ୍ଚିମବଙ୍ଗର ଏକ ସମ୍ପ୍ରଦାୟ ରହିଛି, ଯେଉଁମାନଙ୍କର କୌଳିକ ବୃତ୍ତି ହେଉଛି ପାଣିରେ ହଜିଯାଇଥିବା ଜିନିଷ ଖୋଜି ବାହାର କରିବା। ଗାଧୋଇବା ସମୟରେ ହେଉ ଅବା ଅନ୍ୟ କୌଣସି କାରଣ ପାଇଁ ଯଦି କାହାର କିଛି...
୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର
ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ କୌଣସି ଅଘଟନ ଘଟିଥିବା ଅନୁମାନ କରି ଡ୍ରାଇଭରକୁ ଗୋଡ଼ାଇଥିଲେ ମଧ୍ୟ ଧରିବାରେ ଅସଫଳ...
Archives


