ପୁରୀ

ହଇରାଣ ହେଉଛନ୍ତି ୨ହଜାର ମତ୍ସ୍ୟଜୀବୀ ପରିବାର

ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା । ସମୁଦ୍ରରୁ ମାଛ ମାରି ଏହାକୁ ବିକ୍ରି କଲେ ସେମାନଙ୍କ ପରିବାର ଚଳେ। ହେଲେ…

ରିଲିଫ ପାଣ୍ଠିକୁ ପୁରୀ-ନିମାପଡ଼ା ସମବାୟ ବ୍ୟାଙ୍କ ଦେଲା ୫ ଲକ୍ଷ

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯାଇପାରିବ ସେଥିପାଇଁ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ବୁଧବାର ଲକ୍‌ଡାଉନକୁ ୧୫ଦିନ ବିତିଯାଇଛି। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତି ଉପରେ ଏହାର ବିଶେଷ ପ୍ରଭାବ ପଡ଼ିଛି। ତେଣୁ ଏଭଳି…

ଅଧକୋଟିରୁ ଊର୍ଦ୍ଧ୍ୱ ଟଙ୍କା ହରାଇଲାଣି ଶ୍ରୀମନ୍ଦିର

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନାକୁ ନେଇ ଏବେ ସବୁଆଡେ ଆତଙ୍କ। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢ଼େଇ କରୁଛି। ଭାରତ ବି ଏଦିଗରେ ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଏବେ ସାରା…

ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିସହ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ମଧ୍ୟ ଜଳକ୍ରୀଡ଼ା କରିବେ। ଏହି ଉପଲକ୍ଷେ…

କରୋନା ସହାୟତା: ସତ୍ୟବାଦୀ ବ୍ଲକର ୨୬ ହଜାର ୭ଶହ ହିତାଧିକାରୀଙ୍କୁ ୧ ହଜାର ଲେଖାଏ ପ୍ରଦାନ

ସାକ୍ଷୀଗୋପାଳ, ୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ମୋଟ ୨୪ଟି ପଞ୍ଚାୟତରେ କରୋନା ସହାୟତା ରାଶି ୧ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ରାଜ୍ୟ ସରକାରଙ୍କ ଖାଉଟି କଲ୍ୟାଣ ଯୋଜନା ସହିତ ଅନ୍ତଦ୍ବୟ ଅନ୍ନ…

ବିନା ଭକ୍ତରେ ଶେଷ ହେଲା ମା’ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ଖାଁ ଖାଁ ଦେବୀପୀଠ, ନୀତି ସମ୍ପନ୍ନ କଲେ ସେବାୟତ

କାକଟପୁର,୭।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣା ଯୋଗୁ ସମସ୍ତ ଦେବାଦେବୀ ପୀଠରେ ଏକରକମ ତାଲା ପଡ଼ିଛି। କେବଳ ସେବାୟତ ପୂଜାପଣ୍ଡାଙ୍କୁ ଛାଡ଼ିଦେଲେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ମା’ ମଙ୍ଗଳାଙ୍କ ପୀଠରେ ୪ ପାଳି ଚୈତ୍ର ଯାତ୍ରା ବିନା ଭକ୍ତରେ ଶେଷ…

ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଉଛି। ଏହାସତ୍ତ୍ୱେ ଅନେକ ଲୋକ ଏହାକୁ ମାନୁ ନାହାନ୍ତି। କୌଣସି କାମ…

ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ ନିୟମ ଭାଙ୍ଗିବା ଅଭିଯୋଗରେ ପୁରୀ ଜିଲା ଚିଲିକା ନୂଆପଡାର ୪ଜଣଙ୍କୁ କୃଷ୍ଣପ୍ରସାଦ ପୋଲିସ ସୋମବାର…

ଦାନଗହୀର ଶଟ୍‌ଡାଉନ: ଘର ଦୁଆରେ ପହଞ୍ଚୁଛି ଅତ୍ୟାବଶ୍ୟକ ସାମଗ୍ରୀ

ପୁରୀ ଅଫିସ/ପିପିଲି,(ଡି.ଏନ.ଏ.)୬ା୪: ପୁରୀ ଜିଲା ପିପିଲି ବ୍ଲକ ଦାନଗହୀର ଗାଁରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ଅଧିକ ତତ୍ପର ହୋଇପଡିଛି। ଜିଲାର ଅନ୍ୟ ଅଞ୍ଚଳକୁ କିପରି ଏହା ସଂକ୍ରମିତ ନ ହେବ ସେଥିଲାଗି ବିଭିନ୍ନ ପଦକ୍ଷେପ…

ଥଣ୍ଡା, କାଶ ପାଇଁ ଘରେ ବସି ନେବେ ଡାକ୍ତରଙ୍କ ପରାମର୍ଶ

ପୁରୀ ଅଫିସ,୬ା୪: କରୋନାର ମୁକାବିଲା ପାଇଁ ଦିନକୁ ଦିନ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। କିପରି ଏହି ପ୍ରାଣଘାତୀ ଭୂତାଣୁ ନ ବ୍ୟାପିବ ସେଥିଲାଗି ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ଉଦ୍ୟମ ଚଳାଇଛନ୍ତି। ପୁରୀ ଜିଲା…

ସରକାରୀ ଅଧିକାରୀ,କର୍ମଚାରୀଙ୍କୁ ଜିଲାପାଳଙ୍କ ଚେତାବନୀ: ଅନୁପସ୍ଥିତ ରହିଲେ ନିଲମ୍ବନ

ପୁରୀ ଅଫିସ,୬ା୪: ବିଶ୍ୱ ମହାମାରୀ କରୋନା ସହିତ ଲଢୁଛି ବିଶ୍ୱ। କିପରି ଏହାକୁ ମୁକାବିଲା କରାଯାଇପାରିବ ତାହାକୁ ନେଇ ସମସ୍ତେ ଚିନ୍ତିତ। ଦିନକୁ ଦିନ ଅଧିକ ଉଗ୍ର ହେଉଛି କରୋନା। ରାଜ୍ୟରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚତ୍ଲାଣି। ଏଭଳି ଘଡ଼ିସନ୍ଦି…

ନିମାପଡ଼ାରେ ୫ ଦିନ ପାଇଁ ହାଟ, ବଜାର ବନ୍ଦ

ନିମାପଡ଼ା,୫।୪(ଡି.ଏନ.ଏ)- ମହାମାରୀ କରୋନା ସଂକ୍ରମଣର ବିଭୀଷିକା ପାଇଁ ସାରା ଦେଶରେ ଲକଡାଉନ ସହ କେତେକ ସହରରେ ଶଟ୍‌ଡାଉନ ମଧ୍ୟ କରାଯାଇଛି। ଓଡ଼ିଶାରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ସୁରକ୍ଷା ପାଇଁ ନିମାପଡ଼ାରେ ଆସନ୍ତା ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?