ମହାପ୍ରଭୁଙ୍କୁ ଦର୍ଶନ କଲେ ଶାହା
ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶନିବାର ସକାଳ ୮ଟା ୧୦ରେ ଶାହା ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷନ କୁମାର, ଜିଲାପାଳ ବଳଓ୍ବନ୍ତ ସିଂହ ପ୍ରମୁଖ ପ୍ରଶାସନୀକ ଅଧିକାରୀଙ୍କ ସମେତ…
ଗାନ୍ଧୀ ବିଶେଷାଙ୍କ ଲୋକାର୍ପିତ କଲେ ରାଜ୍ୟପାଳ
ପୁରୀ ଅଫିସ,୨୯।୨: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ତ୍ରୈମାସିକ ସାହିତ୍ୟ ପତ୍ରିକା ସୁଲେଖା ପକ୍ଷରୁ ଗାନ୍ଧୀ ବିଶେଷାଙ୍କ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ବିଭିନ୍ନ କବି ଓ ଲେଖକଙ୍କ ଲେଖାରେ ସମୃଦ୍ଧ ସୁଲେଖାର ଏହି ପ୍ରଥମ ସଂଖ୍ୟାକୁ ଶୁକ୍ରବାର ରାଜ୍ୟପାଳ ପ୍ରଫେସର…
ଚିଲିକାରୁ ବାହୁଡ଼ିଲେ ବିଦେଶାଗତ ପକ୍ଷୀ
ବାଲୁଗଁ। , ୨୯।୨ (ଡି.ଏନ.ଏ.): ଶୀତର ପ୍ରକୋପ କମି ଆସିବାରୁ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ଘର ମୁହଁ। ହେବାରେ ଲାଗିଛନ୍ତି। ପ୍ରତ୍ୟାବର୍ତ୍ତନ ପୂର୍ବରୁ ଚିଲିକା ମଧ୍ୟସ୍ଥ ନଳବଣ ଆକାଶରେ ରଙ୍ଗବେରଙ୍ଗର ବିଭିନ୍ନ ପ୍ରଜାତିର ପକ୍ଷୀ ଏକତ୍ରିତ ହୋଇ ସ୍ବଦେଶକୁ ଫେରିବା…
ଶାହାଙ୍କ ଓଡ଼ିଶା ଗସ୍ତକୁ ଜିଲା କଂଗ୍ରେସର ବିରୋଧ
ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତକୁ ପୁରୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଶୁକ୍ରବାର ଟାଉନ ହଲ୍ ସମ୍ମୁଖରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲା। ସେଠାରେ ଶାହାଙ୍କ ବିରୋଧରେ…
ସିଏଏ ସମର୍ଥନରେ ୪୫୦କିିମି ତ୍ରିରଙ୍ଗା ପଦଯାତ୍ରା
ପୁରୀ ଅଫିସ,୨୯।୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ଜଳୁଛି ଦିଲ୍ଲୀ। ସପକ୍ଷ ଏବଂ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଫଳରେ ୪୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ବିଭିନ୍ନ ସ୍ଥାନରେ ସିଏଏ ସମର୍ଥକ ଏବଂ ବିରୋଧୀ ମୁହଁ।ମୁହିଁ ହେଉଛନ୍ତି। ତେବେ ଏଭଳି…
ପୁରୀରେ ପୋକ୍ସୋ କୋର୍ଟ ଉଦ୍ଘାଟିତ: ବିଚାର ହେବ ଯୌନ ନିର୍ଯ୍ୟାତନା ମାମଲା
ପୁରୀ ଅଫିସ,୨୮।୨: ନାବାଳିକା ଓ ନାବାଳିକଙ୍କୁ ଯୌନ ଶୋଷଣ ମାମଲାର ବିଚାର ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଶୁକ୍ରବାର ପୁରୀ ଜିଲା କୋର୍ଟ ପରିସରରେ ପୋକ୍ସୋ କୋର୍ଟ ଉଦ୍ଘାଟିତ ହୋଇଯାଇଛି । ଜିଲା ଜର୍ଜ ବିଦ୍ୟୁତ୍ କୁମାର ମିଶ୍ର ଉପସ୍ଥିତ ହୋଇ ଏହାକୁ…
କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ: ବାଲୁକାକଳାରେ ସଚେତନତାର ବାର୍ତ୍ତା ଦେଲେ ସୁଦର୍ଶନ
ପୁରୀ ଅଫିସ,୨୮।୨: ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ। ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ଏହା ପୂର୍ବରୁ ବାଲୁକାକଳା ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ମଦ୍ୟପାନ କରି ଗାଡ଼ି ଚଳାନ୍ତୁ ନାହିଁ। ହେଲମେଟ୍…
ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ନୀତି
ପୁରୀ ଅଫିସ,୨୮।୨: ଶ୍ରୀମନ୍ଦିରରେ ଅନେକ ସମୟରେ ନୀତିରେ ବିଳମ୍ବ ହେଉଛି। ଏଥିଯୋଗୁ ଶ୍ରଦ୍ଧାଳୁମାନେ ଠିକ୍ ଭାବେ ଠାକୁରଙ୍କୁ ଦର୍ଶନ କରିପାରୁ ନ ଥିବାବେଳେ ମହାପ୍ରସାଦ ବାହାରିବାରେ ଡେରି ହେଉଛି। ଫଳରେ ବିଭିନ୍ନ ସମୟରେ ଭକ୍ତ ଅବଢା ନ ପାଇ ଫେରିବାକୁ ବାଧ୍ୟ…
ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା
ପୁରୀ ଅଫିସ,୨୭ା୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ୪ଟା ୧୦ରେ ମମତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲାପାଳ ବଲୱନ୍ତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ପରେ ସିଂହଦ୍ୱାର ଚକଡ଼ାରେ…
ଲାଗିଲା ମମତା ବିରୋଧୀ ପୋଷ୍ଟର
ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଛା ଚାଲିଛି। ତେବେ ବୁଧବାର ପଶ୍ଚିମବଙ୍ଗ…
ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ
ନିମାପଡ଼ା ,୨୭ା୨(ଡି.ଏନ୍.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ପରୀକ୍ଷାକେନ୍ଦ୍ରରେ ୧୮୩ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବା ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ…
ବିହନ ଉତ୍ପାଦନ କ୍ଷେତ୍ରରେ ହରିଶ୍ଚନ୍ଦ୍ରଙ୍କ ଅବଦାନ ଅତୁଳନୀୟ
ରଘୁନାଥପୁର,୨୭ା୨ (ଡି.ଏନ.ଏ.): ଏହି ବ୍ଲକ ରେଢୁଆ ନୂଅଗାଡ଼ସ୍ଥିତ ଗୋରଖନାଥ କୃଷକ ମହାସଂଘ ପରିସରରେ କୃଷି ଓ କୃଷକଙ୍କ ପାଇଁ କାର୍ଯ୍ୟ କରୁଥିବା ଲାଲ(ଲିଭ ଆଣ୍ଡ ଲେଟ୍ଲିଭ୍)ର ପଥ ପ୍ରଦର୍ଶକ ସ୍ବାଗତ ହରିଶ୍ଚନ୍ଦ୍ର ଭୂୟଁ।ଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି।…
Archives


