ପୁରୀ

ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ସାମଗ୍ରୀ ଦେଲେ ସରପଞ୍ଚ

କାକଟପୁର,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସରକାର ଲକଡାଉନ ଘୋଷଣା କରିଥିବାବେଳେ ଦିନ ମଜୁରିଆ, ଶ୍ରମିକ, ଅସହାୟ, ନିରାଶୟମାନଙ୍କ ପାଇଁ ଚଡ଼କ ସଦୃଶ ପାଲଟିଛି। ଏମାନଙ୍କ ରୋଜଗାର ବନ୍ଦ ହୋଇଯିବାରୁ ଦାନା ଯୋଗାଡ଼ କରିବାରେ ଅସମର୍ଥ ହୋଇପଡିଛନ୍ତି। ଏଭଳି ସମୟରେ କେତେକ…

ରାଜ୍ୟ ବାହାର ଶ୍ରମିକ, ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ନିମାପଡ଼ା,୨।୪(ଡି.ଏନ.ଏ.): ଲକଡାଉନ ଘୋଷଣା ପରେ ନିମାପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଫସିଥିବା ରାଜ୍ୟ ବାହାର ୧୪୦ଜଣ ଶ୍ରମିକଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ ଚାଉଳ, ଡାଲି, ତେଲ, ପନିପରିବା ଓ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ସେହିପରି ଗଡ଼ପଦନପୁର, ସିଲଙ୍ଗ, ଅଲଣ୍ଡା,…

ରଥକାଠ ଚିରଟ ଅନୁକୂଳ ଲାଗି ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧିଙ୍କ କଟକ ଗସ୍ତ

ପୁରୀ ଅଫିସ,୨ା୪ : ଆସନ୍ତା ଜୁନ୍‌ ୨୩ରେ ମହାପ୍ରଭୁଙ୍କ ରଥଯାତ୍ର୍ରା ଅନୁଷ୍ଠିତ ହେବ। ଅକ୍ଷୟ ତୃତୀୟାରୁ ତିନିରଥ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ଗୁରୁବାର ରଥକାଠ ଚିରଟ ଅନୁକୂଳ ପାଇଁ ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି କଟକ ଗସ୍ତ କରିଛନ୍ତି।…

ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ୨ଟି…

ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ମହାପ୍ରଭୁଙ୍କୁ ଲାଗି ହେଲା ଜେଉଡ଼ ଭୋଗ

ପୁରୀ ଅଫିସ,୨।୪: ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମତିଥି। ଏଥପାଇଁଁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣିପଡ଼ି ଟେରା…

ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତ ହେଉଛି ନରେନ୍ଦ୍ର ପୁଷ୍କରିଣୀ

ପୁରୀ ଅଫିସ,୨।୪: ଆସନ୍ତା ୨୬ତାରିଖରେ ପ୍ରସିଦ୍ଧ ଚନ୍ଦନଯାତ୍ରା। ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ୨୧ଦିନ ଧରି ମହାପ୍ରଭୁଙ୍କ ସହ ଜଳ କ୍ରୀଡ଼ା କରିବେ ପଞ୍ଚ ମହାଦେବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱ…

ଶ୍ରୀମନ୍ଦିରରେ ଲୋକନାଥଙ୍କ ଅଶୋକାଷ୍ଟମୀ ନୀତି

ପୁରୀ ଅଫିସ,୨।୪: ପବିତ୍ର ଚୈତ୍ର ଶୁକ୍ଳପକ୍ଷ ଅଷ୍ଟମୀକୁ ଅଶୋକାଷ୍ଟମୀ କୁହାଯାଏ। ବୁଧବାର ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଯାଇଛି। ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ବୁଧବାର…

ଅସ୍ଥାୟୀ ପରିବା ହାଟରେ ବିଦ୍ୟୁତ୍‌ ଭଡ଼ା ଆଦାୟକୁ ନେଇ ଅସନ୍ତୋଷ: ବିଧାୟକଙ୍କ ନିକଟରେ ଅଭିଯୋଗ

ଗୋପ,୨ା୪(ଡି.ଏନ୍‌.ଏ.) : କରୋନାକୁ ସିଧାସଳଖ ମୁକାବିଲା କରିବା ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱକୁ ନେଇ ୨ ଦିନ ହେବ ସ୍ଥାନୀୟ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶରେ ଗୋପ ମେଳଣ ପଡ଼ିଆରେ ଅସ୍ଥାୟୀ ଭାବରେ ପରିବା…

ଗୋପରେ ନିଜାମୁଦ୍ଦିନରୁ ଫେରନ୍ତା ଚିହ୍ନଟ

ଗୋପ,୧।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କେତେଜଣ ବ୍ୟକ୍ତି ଯୋଗଦେଇଥିଲେ। ଇତିମଧ୍ୟରେ ଗୋପର ୨ଜଣ ବ୍ୟକ୍ତି ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିବା ଜଣାପଡ଼ିଛି। ବୁଧବାର ଅପରାହ୍ନରେ ବ୍ଲକ ପ୍ରଶାସନ ପକ୍ଷରୁ ୨ଜଣ ଯୁବକଙ୍କୁ…

ମାସ୍କ, ସାବୁନ ବାଣ୍ଟି ସଚେତନ କଲେ ମହିଳା

ଗୋପ,୧ା୪(ଡି.ଏନ୍‌.ଏ)- କରୋନା ସଂକ୍ରମଣ ରୋକିବା ନେଇ ସରକାର ସଚେତନତାଠାରୁ ଆରମ୍ଭ କରି ଲକଡାଉନ ଭଳି ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଭଳି ସମୟରେ ଗୋପ ବ୍ଲକ ଗଣେଶ୍ୱରପୁର ପଞ୍ଚାୟତ ଅଧୀନ ସୁବର୍ଣ୍ଣପୁର ଗ୍ରାମର ମିନାକ୍ଷୀ ପୁଷ୍ଟି ଗାଁ ଗଁା ବୁଲି ମାସ୍କ ଓ…

ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କରାଗଲା ବିଶୋଧନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ଦାଉରୁ ରକ୍ଷା ପାଇଁ ନିମାପଡ଼ା ଅଗ୍ନିସେବା ସଂସ୍ଥା ପକ୍ଷରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଗତ ଦୁଇଦିନ ଧରି ନିମାପଡ଼ା ବ୍ଲକ ଅଧୀନ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର, ବିଭିନ୍ନ…

ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ମାଗଣା ମାସ୍କ ବଣ୍ଟନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ସଚେତନତା ପରିପ୍ରେକ୍ଷୀରେ ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ନିମାପଡ଼ା ପୂର୍ଣ୍ଣେଶ୍ୱର ମହାଦେବଙ୍କ ମନ୍ଦିର ନିକଟରେ ୫ଶହ ଲୋକଙ୍କୁ ହାତତିଆରି ମାସ୍କ ବଣ୍ଟନ କରାଯାଇଛି। ଆସୋସିଏଶନର ରାଜ୍ୟ ସଭାପତି କୁନଚନ୍ଦ୍ର ବେହେରା, ରାଜ୍ୟ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?