ପୁରୀ

ଶ୍ରୀଜଗନ୍ନାଥ ମହାପ୍ରଭୁ କରୋନା ରିଲିଫ୍‌ ଫଣ୍ଡ

ପୁରୀ ଅଫିସ, ୩୧ା୩: କରୋନା ପାଇଁ ଏବେ ସବୁଠି ହାହା କାର। ଏହାର ମୁକାବିଲା ପାଇଁ ଦେଶକୁ ଲକ୍‌ଡାଉନ କରାଯାଇଛି। ଏଥିପାଇଁ ଜନସାଧାରଣଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିଲାଗି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଦାନଦେବା ପାଇଁ ଆହ୍ବାନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ…

ଶ୍ରୀମନ୍ଦିରରେ ଚୈତ୍ର ଗୁଣ୍ଡିଚା

ପୁରୀ ଅଫିସ,୩୧ା୩: ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହୋଇଯାଇଛି ଚୈତ୍ର ଗୁଣ୍ଡିଚା। ଚୈତ୍ରମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ଅବସରରେ ସୂର୍ଯ୍ୟମନ୍ଦିରରୁ ସୂର୍ଯ୍ୟଦେବ ଏକ ସ୍ବତନ୍ତ୍ର ରଥରେ ବସି ଭିତର ବେଢା ପରିକ୍ରମା କରିଥିଲେ। ଶ୍ରୀମନ୍ଦିରରେ…

ଶ୍ରୀମନ୍ଦିରର ଅନ୍ତରୀଣ ବଜେଟ

ପୁରୀ ଅଫିସ,୩୧ା୩: କରୋନା ଯୋଗୁ ଚଳିତବର୍ଷ ଶ୍ରୀମନ୍ଦିର ବଜେଟ ବିଳମ୍ବ ହୋଇଛି। ସୋମବାର ଅର୍ଥ ସବ୍‌ କମିଟି ବୈଠକରେ ୨୦୨୦-୨୧ ଆର୍ଥିକବର୍ଷ ଲାଗି କେବଳ ଅନ୍ତରୀଣ ବଜେଟ୍‌ ଆଗତ ହୋଇଛି। ସମସ୍ତ ସଦସ୍ୟଙ୍କ ସହମତି କ୍ରମେ ଏହାକୁ ଆଇନ ବିଭାଗକୁ ପଠାଯିବ।…

ବିଦ୍ୟାଳୟରେ ଆଶ୍ରୟ ନେଲେ ଛତିଶଗଡ଼ର ୫ ଶ୍ରମଜୀବୀ ପରିବାର

ସାକ୍ଷୀଗୋପାଳ, ୩୦।୩(ଡି.ଏନ୍‌.ଏ): ପେଟପାଟଣା ପାଇଁ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ଦେଓଚିତ୍ରା ଗ୍ରାମରୁ ପଳାଇ ଆସିଥିବା ୫ ଶ୍ରମଜୀବୀ ପରିବାରର ୩୫ ସଦସ୍ୟ କରୋନା କଟକଣାରେ ଫସି ଯାଇଛନ୍ତି। ଲକ୍‌ଡାଉନ ଯୋଗୁ ସେମାନେ ନିଜ ଗାଁକୁ ଫେରିବା ଅସମ୍ଭବ ହୋଇଛି। ସେମାନେ ଦୟନୀୟ…

ଲକ୍‌ଡାଉନକୁ ବେଖାତିର, କଣାସ ହାଟରେ ଭିଡ଼

କଣାସ,୩୦ା୩(ସ୍ବ.ପ୍ର.)- କରୋନା ଭୂତାଣୁକୁ ରୋକିବା ପାଇଁ ସରକାର ସାରା ଦେଶରେ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରି ଲୋକଙ୍କୁ ଘରେ ରହିବାକୁ କୁହାଯାଇଥିଲା। କିନ୍ତୁ ପୁରୀ ଜିଲା କଣାସ ବ୍ଲକରେ ଲକଡାଉନକୁ ବେଖାତିର କରି ସଚେତନ ହେଉ ନ ଥିବା ଦେଖିବାକୁ ମିଳୁଛି।…

ୟେସ୍‌ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା

ପୁରୀ ଅଫିସ,୩୦।୩: ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ ତାହାର ପରିସମାପ୍ତି ଘଟିଛି। ସୁଧ ସହ ସବୁ ମୂଳ ଟଙ୍କା ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଛି।…

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୩୦।୩: ଚଳିତ ବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ତୃତୀୟ ପର୍ଯ୍ୟାୟ ରଥ କାଠ ସୋମବାର ପୁରୀରେ ପହଞ୍ଚିଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ଆସିଥିବା ଏହି କାଠ…

କରୋନା ମୁକାବିଲା ପ୍ରସ୍ତୁତି ପରଖିଲେ ବାଗ୍‌ଚୀ

ପୁରୀ ଅଫିସ,୩୦ା୩: ରାଜ୍ୟ ସରକାରଙ୍କ କୋଭିଡ୍‌-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ରବିବାର ପୁରୀ ଗସ୍ତରେ ଆସିଥିଲେ। କରୋନା ମୁକାବିଲା ନେଇ ପୁରୀ ଜିଲା ପ୍ରଶାସନ କେତେ ପ୍ରସ୍ତୁତ ତାହା ପରଖିଥିଲେ। ଏହି ଅବସରରେ ଜିଲା ନିୟନ୍ତ୍ରଣ କକ୍ଷ, ପୋଲିସ ନିୟନ୍ତ୍ରଣ…

ବନ୍ଦୀ କରିଦେଇଛି କରୋନା: ଖାଲି ପଡ଼ିଛି ଜାଗା, ଜମୁନି ସାଙ୍ଗ-ଭାଙ୍ଗ-ପଙ୍ଗତ

ପୁରୀ ଅଫିସ,୩୦ା୩: ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢେଇ କରୁଛି। କିନ୍ତୁ ବେକାବୁ ଏହି ପ୍ରାଣଘାତୀ ଭୂତାଣୁ। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ ଗୋଟିଏ ଦେଶକୁ ମାଡ଼ିବା…

ଲକ୍‌ଡାଉନ୍‌ ନିୟମକୁ ଫୁ: ମାଛ ମାର୍କେଟରେ ଭିଡ଼

ପୁରୀ ଅଫିସ,୩୦ା୩: ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କରୋନା ଭାଇରସ୍‌ ମୁକାବିଲା ପାଇଁ ଏଭଳି ଏକ ପଦକ୍ଷେପ ନିଆଯାଇଛି। ପୁରୀ ଜିଲା ପ୍ରଶାସନ ଲକ୍‌ଡାଉନ କଟକଣାକୁ କିପରି କଡ଼ାକଡ଼ି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ…

ଭୋକିଲା ମୁହଁରେ ଫୁଟିଲା ହସ

ପୁରୀ ଅଫିସ,୨୯ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ନେଉଛି। ଏଭଳି ଏକ ଦୁଃସ୍ଥିତି ସମୟରେ ଅନେକ ନିରାଶ୍ରୟ ଓ ମାନସିକ ବିକାରଗ୍ରସ୍ତ ଦୁଇମୁଠା ଖାଇବାକୁ ପାଉନାହାନ୍ତି। ତେଣୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଭୋକିଲା…

ବଜାରକୁ ସାନିଟାଇଜ୍‌ କଲେ: ମାସ୍କ, ସାନିଟାଇଜର ବାଣ୍ଟିଲେ

ପିପିଲି,୨୯ା୩(ଡି.ଏନ୍‌.ଏ.): କରୋନା ଯୋଗୁ ଲକ୍‌ଡାଉନ ଘୋଷଣା କରିବା ସହ ଅତ୍ୟାବଶ୍ୟକ ସାମଗ୍ରୀ ତଥା ମେଡିସିନ୍‌ ଷ୍ଟୋର, ଦୁଗ୍ଧ ପାଉରୁଟି ଷ୍ଟଲ, ଫଳ ଓ ପନିପରବା ଦୋକାନଗୁଡିକ ଖୋଲା ରଖିବା ପାଇଁ ସରକାରଙ୍କ ଅନୁମତି ରହିଛି। ଏହି ଦୋକାନଗୁଡିକୁ ଲୋକମାନେ ଯିବା ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?