ପୁରୀ

ନାକଚଣା ସ୍ପର୍ଶରେ କାଳିଆର ଅନୁଭବ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ ନ…

ବାହାର ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେବେ ଅଙ୍ଗନୱାଡି କର୍ମୀ

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ…

ଜୀବନ ରକ୍ଷା ପାଇଁ ଲକ୍‌ଡାଉନ ଜରୁରୀ: ପୁରୀ ଜିଲାପାଳ

ପୁରୀ ଅଫିସ,୨୨।୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ୫ଟି ଜିଲା ଏବଂ ୮ଟି ସହରାଞ୍ଚଳରେ ଲକ୍‌ ଡାଉନ ଘୋଷଣା କରିଛନ୍ତି। ଏହି ସହର ମଧ୍ୟରେ ପୁରୀ ରହିଛି। ଏହି ନିଷ୍ପତ୍ତି ବାସ୍ତବିକ କଷ୍ଟକର, କିନ୍ତୁ ଆମ ସମସ୍ତଙ୍କ ଜୀବନ…

ପରିବା ମାର୍କେଟ ବନ୍ଦ ଚର୍ଚ୍ଚା: ଜମିଲା ଭିଡ଼

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। ରାଜ୍ୟରେ ୨ଜଣ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା କିପରି ଆଗକୁ ନ ବଢିବ ସେଥିଲାଗି ଦିନକୁ ଦିନ ନୂଆ ନୂଆ କଟକଣା ଲଗାଉଛନ୍ତି। ଦେଶରେ…

ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ

ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ ସେବାପୂଜା କରୁଛନ୍ତି। ହେଲେ ଶ୍ରଦ୍ଧାଳୁଙ୍କ ବିନା ଖାଁ ଖାଁ ଶ୍ରୀମନ୍ଦିର। ଆନନ୍ଦ ବଜାର…

ମହାପ୍ରଭୁଙ୍କ ଦର୍ଶନ ନ ପାଇ ଫେରିଲେ ଭକ୍ତ

ପୁରୀ ଅଫିସ, ୨୧ା୩: ଖଁ। ଖଁ। ବଡ଼ଦାଣ୍ଡ, ଶୂନ୍‌ଶାନ୍‌ ବେଳାଭୂମି। ପ୍ରତ୍ୟେକ ଦିନ ଭକ୍ତ, ପର୍ଯ୍ୟଟକଙ୍କ ଗହଳିରେ ଫାଟି ପଡୁଥିବା ବଡ଼ଦାଣ୍ଡ ଶୁକ୍ରବାର ସମ୍ପୂର୍ଣ୍ଣ ଭିନ୍ନ ଦେଖାଯାଉଥିଲା। କଁ। ଭଁ। ଲୋକେ ଯା’ ଆସ କରୁଥିବାବେଳେ ଗାଡ଼ିମୋଟର ସଂଖ୍ୟା ବି ବହୁତ…

ସ୍ୟାଣ୍ଡ ଆନିମେଶନରେ ନିର୍ଭୟା ଦୋଷୀଙ୍କ ଫାଶୀ

ପୁରୀ ଅଫିସ,୨୧ା୩: ଶେଷରେ ଫାଶୀଖୁଣ୍ଟରେ ଝୁଲିଛନ୍ତି ନିର୍ଭୟା ଦୋଷୀ। ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀ ମୁକେଶ ସିଂ, ଅକ୍ଷୟ ସିଂ, ବିନୟ ଶର୍ମା ଓ ପବନ ଗୁପ୍ତାଙ୍କୁ ଶୁକ୍ରବାର ସକାଳ ସାଢେ ୫ଟାରେ ଫାଶୀ ଦିଆଯାଇଛି। ଏହାକୁ…

ଅଲାରନାଥ ମନ୍ଦିରରେ ଦର୍ଶନ ବନ୍ଦ

ବ୍ରହ୍ମଗିରି,୨୧ା୩(ଡି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣରୁ ରୋକିବା ପାଇଁ ସମସ୍ତଙ୍କୁ ସଚେତନତା କରାଇବା ସହ ବ୍ରହ୍ମଗିରିରେ ଥିବା ମହାପ୍ରଭୁ ଅଲାରନାଥ ମନ୍ଦିରରେ ଦର୍ଶନ ପାଇଁ କଟକଣା ଲଗାଯାଇଛି। ଏ ନେଇ ଶୁକ୍ରବାର ପ୍ରଶାସନ ତରଫରୁ ମନ୍ଦିରରେ ଦର୍ଶନ ବନ୍ଦ କରି ଦିଆଯାଇଛି।…

ଧାନ ବିଲରେ ଫୁଟିଲା ପଦ୍ମ

କଣାସ,୨୧ା୩ (ସ୍ବ.ପ୍ର.): ସମାଜ ଯେତିକି ଆଧୁନିକ ଆଡ଼କୁ ଗତି କରୁଛି ପାଣିପାଗର ପରିବର୍ତ୍ତନ ଯୋଗୁ ବେଳେବେଳେ ଅଜବ ଘଟଣାମାନ ଦେଖିବାକୁ ମିଳୁଛି। ଜଣେ ଚାଷୀଙ୍କ ଖରାଟିଆ ଧାନ ବିଲରେ ପଦ୍ମ ଫୁଲ ଫୁଟିଥିବାର ଦେଖାଯାଇଛି। ତାହା ବି ପୁଣି ଗୋଟିଏ ଦିନ…

ଆଜିଠୁ ଦୋକାନ ଉପରେ କଟକଣା

ପୁରୀ ଅଫିସ,୨୧ା୩: କରୋନା ଭାଇରସକୁ ନେଇ ଏବେ ସବୁଠି ଆଲୋଚନା। ଏହି ପ୍ରାଣଘାତୀ ଭାଇରସ୍‌କୁ କିପରି ମୁକାବିଲା କରାଯାଇପାରିବ ସେ ନେଇ ରାଜ୍ୟ ସରକାର ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ପୁରୀ ଜିଲା ପ୍ରଶାସନ ଏହିସବୁ ନିର୍ଦ୍ଦେଶ କିପରି ଠିକ୍‌…

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ ଚୟନ କରାଯାଇଛି। ୫.୭୫% ସୁଧହାରରେ ମହାପ୍ରଭୁଙ୍କ ଟଙ୍କା ଜମା କରାଯିବ ବୋଲି ଶୁକ୍ରବାର ଉନ୍ନୟନ…

ସାକ୍ଷୀଗୋପାଳ ମନ୍ଦିରରେ କରୋନା କଟକଣା: ସିଂହଦ୍ୱାରରୁ ଫେରିଯାଉଛନ୍ତି ଭକ୍ତ

ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ପାଳିଆ ସେବକ ଓ କର୍ମଚାରୀ ମାନେ ଦେବନିତୀ ସମ୍ପାଦନ ନିମନ୍ତେ ମନ୍ଦିରରେ ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?