ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି
କୋଣାର୍କ,୩୧।୧(ଡି.ଏନ୍.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ ଚଳିତ…
ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ
କୋଣାର୍କ,୩୧।୧(ଡି.ଏନ୍.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ ନିମନ୍ତେ ଡ୍ରେନେଜ ବିଭାଗ ପକ୍ଷରୁ ତୀର୍ଥ ପୁଷ୍କରିଣୀ ଖନନ କରାଯିବା ସହ ବ୍ଲିଚିଂ ପକାଯାଇ…
ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ
ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ ରଥଯାତ୍ରାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ ଇସ୍କନକୁ…
ପୁରୀରେ ସିଏଏ ସମର୍ଥନରେ ଶୋଭାଯାତ୍ରା
ପୁରୀ ଅଫିସ,୩୦ା୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଛି। କେଉଁଠି ଆନ୍ଦୋଳନ ହିଂସା ରୂପ ନେଇ ପୋଡାଜଳା ହେଉଛି ତ ପୁଣି କେଉଁଠି ଭଙ୍ଗାରୁଜା ଏବଂ ପୋଲିସ ଲାଠିମାଡ଼ କରୁଛି । ସେହିପରି ସିଏଏ ସମର୍ଥନରେ…
କୋଣାର୍କ-ପୁରୀ ବେଳାଭୂମି ମାର୍ଗରେ ଦୁର୍ଘଟଣା: ଦୁଇ ବସ୍ ଧକ୍କାରେ ୮ ଗୁରୁତର, ୯ ଆହତ
କୋଣାର୍କ, ୩୦।୧(ଡି.ଏନ୍.ଏ.): କୋଣାର୍କ ଥାନା ଅଧୀନ କୋଣାର୍କ -ପୁରୀ ବେଳାଭୂମି ମାର୍ଗ ରାସ୍ତାରେ ଗୁରୁବାର ଏକ ଟୁରିଷ୍ଟ ବସକୁ ପଛପଟୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ୮ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ପ୍ରକାଶ ଯେ,…
ବିନା ଟେଣ୍ଡରରେ କାମ ହାତେଇଛି ଦିଲୀପ କନ୍ଷ୍ଟ୍ରକଶନ
ପୁରୀ ଅଫିସ, ୩୦ା୧: ଗତ ୨୪ତାରିଖରେ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସମ୍ପୃକ୍ତ ଠିକା ସଂସ୍ଥା ଦିଲୀପ କନ୍ଷ୍ଟ୍ରକଶନର ମୁଖ୍ୟ ଦିଲୀପ ଖଟେଇଙ୍କ ସମେତ ୪ଜଣଙ୍କୁ ଗିରଫ କରାଯାଇଥିଲା।…
ପଦ୍ମବେଶ ପାଇଁ ପଦ୍ମମାଳ ଦେଉଛନ୍ତି ଚିନ୍ତାମଣି
ପୁରୀ ଅଫିସ, ୩୦ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା କରିବାକୁ କାହାର ବା ଇଚ୍ଛା ନ ଥାଏ। କିନ୍ତୁ ସମସ୍ତଙ୍କୁ ସେ ସୁଯୋଗ ମିଳି ନ ଥାଏ। ହେଲେ ଯେଉଁମାନେ ଏପରି ସୁଯୋଗ ପାଇଥାନ୍ତି ସେମାନେ ନିଜକୁ ଭାଗ୍ୟବାନ ମଣିଥାନ୍ତି। ଏମିତି ମହାପ୍ରଭୁଙ୍କ…
ଉଚ୍ଛେଦ ଯୋଗୁ ଫାଟୁଛି ପାଖ ଘର
ପୁରୀ ଅଫିସ, ୩୦ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଭଙ୍ଗାଯାଉଛି। ତେବେ ଏହି ଉଚ୍ଛେଦକୁ ନେଇ ନୂଆ ଏକ ଘଟଣା ସାମ୍ନାକୁ ଆସିଛି। ଉଚ୍ଛେଦରେ…
ପୁରୀ ଜିଲାର ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ
ପୁରୀ ଅଫିସ, ୩୦ା୧: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲାର ବିଭିନ୍ନ ସ୍ଥାନରୁ ବାର୍ଡଫ୍ଲୁ ଆଶଙ୍କା କରି ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଛି। ୧୧ ବ୍ଲକରେ ଥିବା ୨୦୪୦ କୁକୁଡ଼ା ଫାର୍ମ ସମ୍ପର୍କରେ…
‘ଏନ୍ଆର୍ସି ନୁହେଁ ଏନ୍ଆର୍ୟୁ ଆବଶ୍ୟକ’
ପୁରୀ ଅଫିସ, ୩୦ା୧: ଦେଶର ଭବିଷ୍ୟତ କୁହାଯାଉଥିବା ଯୁବଶକ୍ତିି ଆଜି ଦିଶାହୀନ ହୋଇ ବୁଲୁଛନ୍ତି। ଦେଶରେ ଶିକ୍ଷିତ ବେକାରୀଙ୍କ ସଂଖ୍ୟା ବଢି ଚାଲିଛି। ଗତ ୪୫ବର୍ଷ ତୁଳନାରେ ବେକାରୀ ହାର ସର୍ବାଧିକ ରହିଛି। ପ୍ରତିବର୍ଷ ୨ଲକ୍ଷ ଯୁବତୀ ଯୁବକଙ୍କୁ ନିଯୁକ୍ତି ଦିଆଯିବ…
ସ୍ବର୍ଗଦ୍ୱାରରେ ଶୋଷଣ ଅଭିଯୋଗ: ଥାନାରେ ଏତଲା, କାର୍ଯ୍ୟାନୁଷ୍ଠାନ ଦାବି
ପୁରୀ ଅଫିସ, ୩୦ା୧: ସ୍ବର୍ଗଦ୍ୱାର ହେଉଛି ପ୍ରତ୍ୟେକ ହିନ୍ଦୁଙ୍କ ଶ୍ରଦ୍ଧା ଓ ଆସ୍ଥାର କେନ୍ଦ୍ର। ମୃତ୍ୟୁ ପରେ ଏଠାରେ ମୃତଦେହ ଦାହ କଲେ ସ୍ବର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଣୁ ଦୈନିକ ଶହ ଶହ ମୃତଦେହ ସତ୍କାର ଲାଗି ଏଠାକୁ…
ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ୍ର ଜଣେ ଗିରଫ
ପୁରୀ ଅଫିସ, ୩୦ା୧: ଗତ କିଛି ମାସ ଧରି ପୁରୀ ସହରରେ ଏକ ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ ସକ୍ରୀୟ ଥିଲା। ନିଜକୁ ପୋଲିସ ପରିଚୟ ଦେଇ ଏହି ଗ୍ୟାଙ୍ଗର ଲୁଟେରାମାନେ ବିଭିନ୍ନ ସ୍ଥାନରେ କୌଶଳ କ୍ରମେ ମହିଳାଙ୍କଠାରୁ ସୁନାଗହଣା ଲୁଟି…
Archives


