ପୁରୀ

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ ଚୟନ କରାଯାଇଛି। ୫.୭୫% ସୁଧହାରରେ ମହାପ୍ରଭୁଙ୍କ ଟଙ୍କା ଜମା କରାଯିବ ବୋଲି ଶୁକ୍ରବାର ଉନ୍ନୟନ…

ସାକ୍ଷୀଗୋପାଳ ମନ୍ଦିରରେ କରୋନା କଟକଣା: ସିଂହଦ୍ୱାରରୁ ଫେରିଯାଉଛନ୍ତି ଭକ୍ତ

ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ପାଳିଆ ସେବକ ଓ କର୍ମଚାରୀ ମାନେ ଦେବନିତୀ ସମ୍ପାଦନ ନିମନ୍ତେ ମନ୍ଦିରରେ ରହିଛନ୍ତି…

୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍‌ଙ୍କଠାରୁ ଭକ୍ତ ଅଲଗା

ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତ ଆସିଥାନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ନିଜ ମନର କଥା ଗୁହାରି କରିଥାନ୍ତି।…

ବାଲୁକାକଳାରେ ସୁଦର୍ଶନଙ୍କ ‘ପଖାଳ ଦିବସ’ ବାର୍ତ୍ତା: ଘରେ ରହି ଉପଭୋଗ କରନ୍ତୁ

ପୁରୀ ଅଫିସ,୨୦।୩: ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଏକଦା ଗାଁ ଓ ଗରିବ ଲୋକଙ୍କର ଖାଦ୍ୟ ପଖାଳ ବୋଲି କୁହାଯାଉଥିଲା। ହେଲେ ଏବେ ସହରବାସୀ ମଧ୍ୟ ପଖାଳ ମୋହରେ। ବିଶେଷକରି ୨୦୧୧ରୁ ପଖାଳ ଦିବସ ପାଳନ ହୋଇଆସୁଛି।…

ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ କରିବାକୁ ଗୁରୁବାର ନିଷ୍ପତ୍ତି ନିଆଯିବାର କିଛି ଘଣ୍ଟା…

କରୋନା ମୁକାବିଲାକୁ ନେଇ ବଡ଼ ନିଷ୍ପତ୍ତି: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ/ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନେଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ। ଏଥିପାଇଁ କେବଳ ସେବାୟତମାନେ ହିଁ ମନ୍ଦିର ଭିତରକୁ ପ୍ରବେଶ…

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍‌ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮ କୋଟି…

ଭେସେଲ୍‌ରେ ଯିବେ ଏକ ତୃତୀୟାଂଶ ଯାତ୍ରୀ

ପୁରୀ ଅଫିସ,୧୯।୩: ଦିନକୁ ଦିନ ଆମ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଓଡ଼ିଶାରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏହି ପ୍ରାଣଘାତୀ ଭାଇରସ୍‌ ପାଇଁ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ…

ରାତି ୭ଟା ୪୫ରେ ଶ୍ରୀମନ୍ଦିର ବନ୍ଦ

ପୁରୀ ଅଫିସ,୧୯।୩: କରୋନା କଟକଣାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପରିଲକ୍ଷିତ ହେଉଛି। ବେଳାଭୂମିର ଉଠା ବ୍ୟବସାୟୀ ହୁଅନ୍ତୁ ଅବା ପର୍ଯ୍ୟଟକଙ୍କ ଉପରେ ନିର୍ଭର କରୁଥିବା ସହରର ବିଭିନ୍ନ କ୍ଷୁଦ୍ର ବ୍ୟବସାୟୀ ସମସ୍ତେ ଏକପ୍ରକାର ହାତ ବାନ୍ଧି ବସିଛନ୍ତି। ତେବେ କରୋନା କଟକଣାର…

ପୁରୀ ଛାଡ଼ିଲେ ପର୍ଯ୍ୟଟକ

ପୁରୀ ଅଫିସ,୧୯।୩: ପୁରୀ ସହରରେ କଡ଼ାକଡ଼ି ହୋଇଛି କରୋନା କଟକଣା। ଶ୍ରୀମନ୍ଦିର ହେଉ କି ହୋଟେଲ, ବେଳାଭୂମି ସବୁଠି ଦେଖିବାକୁ ମିଳୁଛି କରୋନା ପ୍ରଭାବ। ସହରରେ ଆଉ ପୂର୍ବପରି ଗହଳି ଚହଳି ଜଣାପଡୁ ନାହିଁ। ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ପାଇଁ ସର୍ବଦା…

ୟେସ୍‌ ବ୍ୟାଙ୍କରୁ ଫେରି ଆସିବ ମହାପ୍ରଭୁଙ୍କ ଜମା ଟଙ୍କା

ପୁରୀ ଅଫିସ,୧୮।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କାକୁ ନେଇ ଗତ କିଛିଦିନ ଧରି ଯେଉଁ ବାଦବିବାଦ ଲାଗିରହିଛି, ସେଥିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି। ଗୁରୁବାର ୟେସ୍‌ ବ୍ୟାଙ୍କରୁ ସମସ୍ତ ୫୪୫ କୋଟି ଟଙ୍କା ଉଠାଯାଇ ଏକ ଜାତୀୟକରଣ ବ୍ୟାଙ୍କରେ ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?