ପୁରୀ

ପୁରୀ ରଥଯାତ୍ରାକୁ ମିଳିବ UNESCO ମାନ୍ୟତା: ଶ୍ରୀମନ୍ଦିର ପକ୍ଷରୁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୯।୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ…

ପୁରୀ ବେଳାଭୂମିରେ ବିବାହ ମଣ୍ଡପ, ଭାଇରାଲ ହେଉଛି

ପୁରୀ,୫।୩: ପୁରୀ ବେଳାଭୂମିରେ ବିବାହ ମଣ୍ଡପ ହେବାକୁ ଚାଲିଛି ଡେକରେଶନ୍‌। ଏଭଳି ମଣ୍ଡପର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ଏହି ଡେକୋରେଶନ ବନ୍ଦ କରିବାକୁ ବଳିଆପଣ୍ଡା ପୋଲିସର ନିର୍ଦ୍ଦେଶ ଳଦେଇଛି। ବେଳାଭୂମିରେ ବିବାହ କି ବ୍ରତଘର ପାଇଁ…

Big appointment announced for Puri temple: ପୁରୀ ଶ୍ରୀମନ୍ଦିର ପାଇଁ ବାହାରିଲା ବଡ଼ ନିଯୁକ୍ତି ସୁଯୋଗ, ୧୦୮୩ ପଦବୀ ଖାଲି, ଜାଣନ୍ତୁ ଆବେଦନ ପ୍ରକ୍ରିୟା

ପୁରୀ,୪।୩: ଶ୍ରୀକ୍ଷେତ୍ର ପୁରୀ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ…

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଆପ୍‌: ସମ୍ବେଦନଶୀଳ ସ୍ଥାନରେ ଲାଗିବ ଏଆଇ କ୍ୟାମେରା

ପୁରୀ,୪ା୩(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ଜୁନ୍‌ ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ସୋମବାର ପୁରୀ ସର୍କିଟ ହାଉସ…

ସତ୍ୟବାଦୀ ପଞ୍ଚାୟତ ସମିତି ବୈଠକରେ ବିଜେଡି-ଭାଜପା ମୁହାଁମୁହିଁ

ସାକ୍ଷୀଗୋପାଳ,୩।୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ପଞ୍ଚାୟତ ସମିତିର ସପ୍ତମ ଅଧିବେଶନ ସୋମବାର ଅନୁଷ୍ଠିତ ହୋଇଥିଲା। ଆରମ୍ଭରୁ ସମିତି ଅଧ୍ୟକ୍ଷ ସୁନିଲ ପଣ୍ଡା ବୈଠକ ସଭାପତିତ୍ୱ କରିଥିଲେ। ପୂର୍ବ ବିବରଣୀ ପଠନରେ ଅନାଲୋଚିତ ପ୍ରସ୍ତାବ ସ୍ଥାନିତ କରାଯିବାକୁ ବିରୋଧ କରି ଭାଜପା…

ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା: ୧ ହଜାର ୮୩ଟି ପଦବୀ ପାଇଁ ବିଜ୍ଞାପନ ଜାରି

ପୁରୀ,୩।୩: ବଢ଼ିବ ଶ୍ରୀମନ୍ଦିର ସୁରକ୍ଷା । ସୁରକ୍ଷା ପାଇଁ ସ୍ବତନ୍ତ୍ର ସୁରକ୍ଷା ବାହିନୀ ଗଠନ ହେବ। ଗୁଣ୍ଡିଚା ମନ୍ଦିର ତଥା ମାଉସୀ ମା’ ମନ୍ଦିରର ସୁରକ୍ଷା ମଧ୍ୟ ବଢ଼ିବ। ଏ ନେଇ କମାଣ୍ଡାଣ୍ଟ, ଡେପୁଟି କମାଣ୍ଡାଣ୍ଟ ସହ ଇନିସପେକ୍ଟର ଓ ସବ…

ପୋଲିସ ପ୍ରଶାସନର ବଡ଼ ପଦକ୍ଷେପ: ପୁରୀ ରଥଯାତ୍ରା ଜଗିବ AI କ୍ୟାମେରା

ପୁରୀ,୧୭।୨: ପୁରୀ ରଥଯାତ୍ରା ପାଇଁ ଲାଗିବ AI କ୍ୟାମେରା। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ସୋମବାର ପୁରୀ ଏସ୍‌ପି ବିନିତ ଅଗ୍ରୱାଲ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। AI କ୍ୟାମେରା ପୁରୀ ରଥଯାତ୍ରାରେ ହେଉଥିବା ଜନଗହଳି ଏବଂ ଟ୍ରାଫିକ ମ୍ୟାନେଜମେଣ୍ଟ ପାଇଁ…

ଶ୍ରୀମନ୍ଦିର ଭକ୍ତନିବାସ ଠକେଇ ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଚିଠି

ପୁରୀ,୧୭ା୨(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସଗୁଡ଼ିକ ନାମରେ ନକଲି ଓ୍ବେବସାଇଟ୍‌ ଖୋଲି ଖଳପ୍ରକୃତିର ଲୋକେ ଅନ୍‌ଲାଇନ ମାଧ୍ୟମରେ ଭକ୍ତ ଓ ପର୍ଯ୍ୟଟକଙ୍କୁ ଠକୁଥିଲେ। ଅନେକ ଭକ୍ତ ଓ ପର୍ଯ୍ୟଟକ ଭକ୍ତନିବାସ ପାଇଁ ପଞ୍ଜୀକରଣ କରି ପୁରୀ ଆସିବା ପରେ ଠକାମିର…

Shree Mandir: ଶ୍ରୀମନ୍ଦିରରେ ରକ୍ତ ଛିଟା, ଶ୍ରୀଜିଉଙ୍କର ହେବ ମହାସ୍ନାନ

ପୁରୀ,୧୬ା୨: ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ଛିଟା ଦେଖିବାକୁ ମିଳିଥିଲା। ରକ୍ତ ଛିଟା ପଡ଼ିଥିବାର ଦେଖି ଶ୍ରୀଜିଉଙ୍କ ବଡ଼ ମହାସ୍ନାନ ନୀତି ହେବ। ଏବେ ମହାସ୍ନାନ ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିଛି। ଅବକାଶ ନୀତି ପରେ  ଭିତର…

ଅଶୁଭ! ଭାଙ୍ଗିଲା ଶ୍ରୀମନ୍ଦିର ଉପରେ ଥିବା ଅକ୍ଷୟ ଦଣ୍ଡ

ପୁରୀ,୧୪।୨: ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ ଭାଙ୍ଗି ଯାଇଛି । jagannath temple ଚୁଡ଼ାରେ ଆଜି ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ରରେ ମୁଖ୍ୟ ବାନାକୁ ଧରି ରଖୁଥିବା ବାଉଁଶରେ ପ୍ରସ୍ତୁତ ଅକ୍ଷୟ ଦଣ୍ଡଟି…

‘ମାନବ ଚାଲାଣ ମଧ୍ୟସ୍ଥଙ୍କ ମୂଳୋତ୍ପାଟନ ଜରୁରୀ’

ପୁରୀ,୧୩ା୨( ଅଜିତ୍‌ କୁମାର ମହାନ୍ତି): ମାନବ ଚାଲାଣ ଏକ ଘୃଣ୍ୟ ଓ ଜଘନ୍ୟ ଆପରାଧିକ କାର୍ଯ୍ୟ। ଏହାକୁ ସାମୂହିକ ଉଦ୍ୟମ ଓ ସହଯୋଗ ଦ୍ୱାରା ପ୍ରତିହତ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ବୁଧବାର ଅପରାହ୍ନରେ ପୁରୀ ଜିଲା ସଂସ୍କୃତି ଭବନରେ…

ମହାପ୍ରଭୁଙ୍କ ଶରଣରେ ଭାରତୀୟ କ୍ରିକେଟର: ସକାଳୁ ସକାଳୁ କଲେ ଦର୍ଶକ

ପୁରୀ, ୭।୨: କଟକର ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ହେବ ଭାରତ-ଇଂଲଣ୍ଡ ଦିବାରାତ୍ର ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଚଳିତ ୩ ମ୍ୟାଚ ବିଶିଷ୍ଟ ସିରିଜର ଏହା ହେବ ଦ୍ୱିତୀୟ ଗେମ୍‌। ଏହାପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟରମାନେ ପୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri