ପୁରୀ

ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି। ତାଙ୍କ ଶ୍ବଶୁର ଘର ନିକଟରେ ଗୁଳିମାଡ଼ରେ ମୃତ୍ୟୁ ହୋଇଥିବା ଖବରପାଇ ପରିବାର ଲୋକେ…

ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍‌ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା…

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି କରୁଥିବା ଲୋକଙ୍କୁ ଉଦ୍ଧାର କରି ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହାର ଲକ୍ଷ୍ୟ।…

କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା

ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ ଆପଣେଇ ପରିବାର ଚଳାଇବା ସହ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି… ଆଜିକାଲି ଗଁାଗଣ୍ଡାରେ ଜଳୁନାହିଁ…

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏକାଧିକ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଏଥିପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ଦାୟୀ…

କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି…

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି ଯୋଗୁ ଆର୍‌ବିଆଇ ଏଭଳି ପଦକ୍ଷେପ ନେଇଛି। ୟେସ୍‌ ବ୍ୟାଙ୍କର ଏପରି ସ୍ଥିିିତି ଯୋଗୁ ମହାପ୍ରଭୁ…

ଚିଲିକାରେ ବେଆଇନ ଘେରି ଉଚ୍ଛେଦ: ପ୍ରଥମ ଦିନରେ ୫୦୦ ଏକର

କୃଷ୍ଣପ୍ରସାଦ,୭ା୩(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖଟିଆକୁଦି ତଳଚତରା ଉପରଚତରା ଚିଲିକାରେ ବେଆଇନ ଘେରି ଉଚ୍ଛେଦ ଶନିବାର ଆରମ୍ଭ ହୋଇଛି। ପ୍ରଥମ ଦିନରେ ୫୦୦ ଏକର ଉଚ୍ଛେଦ କରାଯାଇଥିବା ବେଳେ ଏହା ଚିଲିକାରୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି।…

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ଭିଜିଲାନ୍ସରେ ଅଭିଯୋଗ କଲେ ଜଗନ୍ନାଥ ସେନା

ପୁରୀ ଅଫିସ,୭।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଘରୋଇ ବ୍ୟାଙ୍କରେ ଜମା ରଖାଯିବାକୁ ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଶନିବାର ସେନା ପକ୍ଷରୁ ପୁରୀ ଦୁର୍ନୀତି ନିବାରଣ କାର୍ଯ୍ୟାଳୟ(ଭିଜିଲାନ୍ସ ଅଫିସର)ରେ ଅଭିଯୋଗ କରାଯାଇଛି। ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନେତୃତ୍ୱରେ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌ ସାକ୍ଷୀଗୋପାଳ, ୭।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶୁକଳ ପଞ୍ଚାୟତ ଜିଆର୍‌ଏସ୍‌ ଛବି ନାରାୟଣ ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଶନିବାର ସକାଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର…

ଝଲସିବ ଜୀବରାମ ପଲ୍ଲୀ

ପୁରୀ ଅଫିସ,୭ା୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପର କାମ ଆରମ୍ଭ ହୋଇଥିବାବେଳେ ଅନେକ ମେଗା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଠାକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ ଯେପରି…

‘ପ୍ରଦୀପ୍ତଙ୍କୁ ମିଥ୍ୟା ମକଦ୍ଦମାରେ ଫସାଯାଇଛି’

ପୁରୀ ଅଫିସ,୭ା୩: ପାରା ଗୁଳିକାଣ୍ଡରେ ମାଟିଆପଡ଼ା ସିଦ୍ଧମହାବୀର ରେଲୱେ ଓଭରବ୍ରିଜ କ୍ଷତିଗ୍ରସ୍ତ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ୍ତ କୁମାର ନାୟକଙ୍କୁ ମିଥ୍ୟାରେ ଫସାଇ ଦିଆଯାଇଛି ବୋଲି କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର ରେଲ ଫାଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?