ପୁରୀ

ଲୋକନାଥଙ୍କୁ ଲାଗି ହେଲା ମକର ଚୂଳ

ପୁରୀ ଅଫିସ, ୧୫ା୧: ଶ୍ରୀଜଗନ୍ନାଥ ମନ୍ଦିରର ନୀତି ସହିତ ଶ୍ରୀଲୋକନାଥ ମନ୍ଦିର ନୀତି ଜଡ଼ିତ ରହିଛି। ପ୍ରସିଦ୍ଧ ମକର ପର୍ବ ଅବସରରେ ଲୋକନାଥ ଶୈବପୀଠରେ ମକର ପର୍ବ ପାଳିତ ହୋଇଛି। ଧନୁ ସଂକ୍ରାନ୍ତି ଦିନ ମା’ ପାର୍ବତୀ ବାପଘରକୁ ଯାଇଥିଲେ। ମକର…

ମକର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୧୫ା୧: ଶ୍ରୀମନ୍ଦିରରେ ବୁଧବାର ପାଳିତ ହୋଇଛି ମକର ପର୍ବ। ରତ୍ନସିଂହାସନରେ ଦାରୁବିଗ୍ରହ ମକର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି ହୋଇଥିଲା। ଭୋର ୪ଟାରେ ଦ୍ୱାର ଫିଟିଥିଲା। ମଙ୍ଗଳ ଆଳତି, ଅବକାଶ ବଢିବା ପରେ ତ୍ରିମୁଣ୍ଡିରେ…

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କୁ ଲାଗିହେଲା ମକର ଚାଉଳ

ସାକ୍ଷୀଗୋପାଳ,୧୫।୧: ବର୍ଷକୁ ଥରେ ମକର ସଂକ୍ରାନ୍ତିରେ ସାକ୍ଷୀଗୋପାଳ ଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି ହୋଇଛି। ଅପରାହ୍ନରେ ଆଖପାଖ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ପୌଷମାସରେ ବାପଘରକୁ ଯାଇଥିବା ମହାଲକ୍ଷ୍ମୀ ମଙ୍ଗଳବାର ମାସାନ୍ତ ରାତିରେ ମନ୍ଦିରକୁ ଫେରିଛନ୍ତି । ମହାଲକ୍ଷ୍ମୀ ବାପଘରୁ…

ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ…

ଆବର୍ଜନାର ପୁରୀ

ପୁରୀ ଅଫିସ,୧୫-୧:ପୁରୀ ହେବ ବିଶ୍ୱର ଐତିହ୍ୟ ସହର। ବଦଳିବ ଏହାର ରୂପରେଖ। ବିଭିନ୍ନ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ କରାଯିବ। ବହୁତଳ ପାର୍କିଂ, ନୂଆ ମାର୍କେଟ କମ୍ପ୍ଲେକ୍ସ, ରାସ୍ତାଘାଟର ସମ୍ପ୍ରସାରଣ, ଏପରି କି ରାଜ୍ୟର ପ୍ରଥମ ଟ୍ରମ୍ପେଟ ସେତୁ (ଶ୍ରୀସେତୁ ନାମରେ) ମଧ୍ୟ…

ଦଧିନଉତିରେ ଦିଆଗଲା ଚୁନ ଲେପ

ପୁରୀ ଅଫିସ,୧୪ା୧: ନବାଙ୍କ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିର ଦଧିନଉତି ଏବଂ କଳସରେ ଚୁନ ଲେପ ଦିଆଯାଇଛି। ଚୁନରା ସେବକମାନେ ଏହି ଲେପ ଦେଇଛନ୍ତି। ପରମ୍ପରା ଅନୁଯାୟୀ, ମକର ସଂକ୍ରାନ୍ତି ଅବସରରେ ଅର୍ଥାତ୍‌ ବୁଧବାର କଳସରେ ଗେରୁ ଲେପ ଦିଆଯିବ। ଦଧିନଉତିରେ ଗେରୁରେ…

ବଡ଼ ଓଡିଆ ମଠ ଦେଲା ଚଉସରା ମାଳ

ପୁରୀ ଅଫିସ, ୧୪ା୧: ନବାଙ୍କରେ ଠାକୁରଙ୍କ ଫୁଲ ମେଲାଣ ହୁଏ। ମହଲକ୍ଷ୍ମୀଙ୍କ ଘରୁ ଆସିଥିବା କୁସୁମ ତଥା ଗେଣ୍ଡୁ ଫୁଲ ଲାଗି ହୋଇଥାଏ। ମହାଲକ୍ଷ୍ମୀଙ୍କ ପକ୍ଷରୁ ପରମ୍ପରା ଅନୁଯାୟୀ, ଅତିବଡ଼ି ଜଗନ୍ନାଥ ଦାସଙ୍କ ସମୟରୁ ବଡ ଓଡ଼ିଆ ମଠ ଫୁଲର ଚଉସରା…

ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼

ପୁରୀ ଅଫିସ,୧୪ା୧: ଏକମାସ ବାପଘରେ ବିତାଇ ଶ୍ରୀମନ୍ଦିରକୁ ଫେରିଛନ୍ତି ଲକ୍ଷ୍ମୀ ଠାକୁରାଣୀ। ବୁଧବାର ମକର ସଂକ୍ରାନ୍ତି ଥିବାରୁ ମଙ୍ଗଳବାର ବଡ଼ଦେଉଳରେ ପହଞ୍ଚିଛି ମକର ତାଡ଼ । ମହାପ୍ରଭୁଙ୍କ ପାଖରେ ପବିତ୍ର ମକରସଂକ୍ରାନ୍ତିରେ ମକର ଚାଉଳ ଓ ମକର ଚଉରାଶି ଭୋଗ ଲାଗି…

ବାପଘରୁ ଫେରିଲେ ମହାଲକ୍ଷ୍ମୀ: ଶ୍ରୀମନ୍ଦିରରେ ବୁଧବାର ମକର ନୀତି

ପୁରୀ ଅଫିସ, ୧୪ା୧: ଶ୍ରୀମନ୍ଦିରରେ ମଙ୍ଗଳବାର ନବାଙ୍କ ନୀତି ଶେଷ ହୋଇଛି। ବୁଧବାର ବଡ଼ଦେଉଳରେ ମକର ସଂକ୍ରାନ୍ତି ନୀତି ପାଳନ ହେବ। ତିନିଠାକୁରଙ୍କୁ ମକର ଚୂଳ ଲାଗି କରାଯିବ। ବିଶ୍ୱାସ ରହିଛି ଧନୁ ସଂକ୍ରାନ୍ତିଠାରୁ ବାପଘରକୁ ଯାଇଥିବା ମହାଲକ୍ଷ୍ମୀ ନବାଙ୍କରେ ଭାର,…

ସ୍ବର୍ଗଦ୍ୱାରରେ ମନମୋହନ ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୧୪ା୧: ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କର ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଥିଲା। ମଙ୍ଗଳବାର ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସକାଳେ ସ୍ବର୍ଗତ ମହାପାତ୍ରଙ୍କ ମରଶରୀର ସ୍ବର୍ଗଦ୍ୱାରରେ ପହଞ୍ଚତ୍ଥିଲା। ପୁରୀ…

ମହାପ୍ରଭୁଙ୍କ ଦୁଗ୍ଧ ମେଲାଣ ନୀତି ସମ୍ପନ୍ନ

ପୁରୀ ଅଫିସ, ୧୪-୧: ମକରସଂକ୍ରାନ୍ତି ପୂର୍ବଦିନକୁ ନବାଙ୍କ କୁହାଯାଏ। ନବାଙ୍କ ପୂର୍ବଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁଗ୍ଧ ମେଲାଣ ନୀତି ଅନୁଷ୍ଠିତ ହେବାର ବିଧି ରହିଛି। ତେଣୁ ସୋମବାର ମହାପ୍ରଭୁଙ୍କ ଦୁଗ୍ଧ ମେଲାଣ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ଦ୍ୱିପହର ଧୂପ ବଢିବା…

ଆଜି ସରିବ ପହିଲି ଭୋଗ ନୀତି

ପୁରୀ ଅଫିସ, ୧୪-୧: ପବିତ୍ର ଧନୁସଂକ୍ରାନ୍ତିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ପହିଲି ଭୋଗ ନୀତି। ଏହା ମକରସଂକ୍ରାନ୍ତି ପୂର୍ବ ମାସାନ୍ତ ପର୍ଯ୍ୟନ୍ତ ଚାଲିବାର ବିଧି ରହିଛି। ତେଣୁ ମଙ୍ଗଳବାର ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଶେଷ ହେବ। ଏହିଦିନ ମହାପ୍ରଭୁଙ୍କ ନବାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri