ପୁରୀ

ମାଙ୍କଡ଼ ଛଡ଼ାଇନେଲା ଆଡ୍‌ମିଟ୍‌ କାର୍ଡ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର କନ୍ଦାଖାଇ କଳା ଓ ବିଜ୍ଞାନ ମହାବିଦ୍ୟାଳୟକୁ ଯୁକ୍ତ ୨ ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କୁ ମାଙ୍କଡ଼ ଆକ୍ରମଣ କରିବା ସହ ତାଙ୍କ ଆଡମିଟ୍‌ କାର୍ଡ ଛଡାଇ ନେଇଛି। ମାଙ୍କଡ ଆକ୍ରମଣରେ ସେ ଗୁରୁତର…

କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ

ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ ମଙ୍ଗଳବାର କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବୁଧବାର ଥାନାରେ ଆଇପିସି…

ଚାଚେରୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୫ା୩: ଶ୍ରୀମନ୍ଦିରରେ ବୁଧବାରଠାରୁ ଦୋଳପର୍ବ ଆରମ୍ଭ ହୋଇଛି। ମଧ୍ୟାହ୍ନ ଧୂପ ପରେ ୩ ବାଡ଼ରେ ମଇଲମ ହୋଇ ନୂଆଲୁଗା ଲାଗି କରାଯାଇଥିଲା। ପାଳିଆ ମେକାପ ଚନ୍ଦନ ବିଜେ କରାଇଥିଲେ। ଏହାପରେ ମହାପ୍ରଭୁଙ୍କ ସର୍ବାଙ୍ଗ ନୀତି ବଢିଥିଲା। ଶ୍ରୀଦେବୀ ଓ ଭୂଦେବୀ…

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୯ତାରିଖରେ ହେବାକୁ ଥିବା ମେଣ୍ଢାପୋଡ଼ି ଏବଂ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଆଦି ଉପରେ…

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ ଏକ ଘରେ ପଶି ପରିବାର ଲୋକଙ୍କୁ ଭୟଭୀତ କରାଇ ସୁନାଗହଣା ଓ ୪ଲକ୍ଷ…

ପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍‌ସେଲିଂ କରାଗଲା

ପୁରୀ ଅଫିସ,୩।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ସକ୍ଷମ ଯୋଜନା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଥମ ଡ୍ରାଇଭ୍‌ରେ ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରିମାନଙ୍କୁ କାଉନ୍‌ସେଲିଂ କରାଯାଇଛି। କାଉନ୍‌ସେଲିଂ ପରେ ଏମାନଙ୍କୁ…

ଆଢୁଆଳରେ ‘ଅଦିନ ମେଘ’ର ନାୟିକା

ପୁରୀ ଅଫିସ,୩ା୩: କୁନ୍ତଳା କୁମାରୀ ଆଚାର୍ଯ୍ୟ। ବୟସ ୯୦ ଛୁଇଁଲାଣି। ପୁରୀ ସହରସ୍ଥ ହାବେଳି ଗଳିରେ ରହୁଥିବା କୁନ୍ତଳା ‘ଅଦିନ ମେଘ’ର ନାୟିକା ଭାବେ ବେଶ୍‌ ପରିଚିତା। ତାଙ୍କ ଲିଖିତ ‘ଅଦିନ ମେଘ’ ଉପନ୍ୟାସ ଆଧାରିତ ଚଳଚ୍ଚିତ୍ର ଏକଦା ଓଡ଼ିଶାରେ ବେଶ୍‌…

ଇଥିଓପିଆରେ ଥିଲେ ଅଧ୍ୟାପିକା, ଏବେ ଅସହାୟ

ପୁରୀ ଅଫିସ, ୩ା୩: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସମେତ ପୁରୀ ସହର ହେବ ଭିକାରିମୁକ୍ତ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ୩ତାରିଖ ମଙ୍ଗଳବାରଠାରୁ ପ୍ରଶାସନ ପକ୍ଷରୁ ନୀଳାଦ୍ରି ନିଳୟ ଯୋଜନାରେ ଭିକାରିମାନଙ୍କୁ ଥଇଥାନ କରାଯିବ। ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ…

ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ

ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ ସହଜରେ ଦର୍ଶନ ସୁବିଧା ଯୋଗାଇଦେବା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। କୌଣସି…

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରସଙ୍ଗ:ରାଜ୍ୟ ଜଣାଇଲେ ପଦକ୍ଷେପ ନେବ କେନ୍ଦ୍ର

ପୁରୀ ଅଫିସ, ୧।୩: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଶନିବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷା ଜାତୀୟ କର୍ମଶାଳାରେ ଯୋଗଦେବାକୁ ଯିବା ପୂର୍ବରୁ ସକାଳେ କେନ୍ଦ୍ରମନ୍ତ୍ରୀ ପଟେଲ ଶ୍ରୀମନ୍ଦିରକୁ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ…

ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ :ରାସ୍ତାକୁ ମାଡ଼ି ବସିଥିବା ଦୋକାନ, କ୍ୟାବିନ ହଟିବ

ପୁରୀ ଅଫିସ, ୧।୩: ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଶନିବାର ସଡ଼କ ସୁରକ୍ଷା ସଂକ୍ରାନ୍ତ ସଂସଦୀୟ କ୍ଷେତ୍ର କମିଟି (ପିସିସି) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ପିନାକୀ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଜିଲାପାଳ ବଲୱନ୍ତ ସିଂ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରତାପ…

ଶାହାଙ୍କ ଶ୍ରୀମନ୍ଦିର ଗସ୍ତବେଳେ ସୁରକ୍ଷା ଢିଲା: ବାଇଶି ପାହାଚରେ ଫଟୋ ଉଠାଇ ଧରାପଡ଼ିଲେ ଯୁବକ

ପୁରୀ ଅଫିସ, ୧।୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଶ୍ରୀମନ୍ଦିର ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ଜଣେ ଯୁବକ ବାଇଶି ପାହାଚରେ ଶାହାଙ୍କ ଫଟୋ ଉଠାଇ ଧରାପଡ଼ିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ଶାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?